-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||     

HOME   ଜିଲ୍ଲା

ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍

12-Jul-2026



ବଲାଙ୍ଗିର, ସ୍ଥାନୀୟ ଅଘରିଆ ଭବନ ଠାରେ ଯୁବକବି ସୁରେନ୍ଦ୍ର କୁମାର ପଟେଲଙ୍କ କୋସଲି ରାମାୟଣ ର ଶୁଭ ଉନ୍ମୋଚନ ଓ ତହଁକ କୁଟୁମ୍ ର ଝକେର କବିତା ଆସର ସ୍ଥାନୀୟ ଅଘରିଆ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି  । ପଦ୍ମଶ୍ରୀ ହଲଧର ନାଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୋସଲି ଭାସାର ଭଣାର କୁ କବି ପଟେଲଙ୍କ କୋସଲି ରାମାୟଣ ବରକସ କରବାର ସାଙ୍ଗେ ଆମକୁ ବଫୁ ଦେଇଛେ ବଳି କହିଥିଲେ।  ସ୍ଵାମୀ ତେୟୋମୟ ସରସ୍ଵତୀ, ଜିଲ୍ଲା ଲେଖକ ପରିଷଦ ସଂପାଦକ ଶୁସାନ୍ତ ବାଗ , ତହଁକ ସଂପାଦକ ରାଜେଶ ଦଣ୍ଡସେନା ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ । କବି ଅଧ୍ୟାପକ ବ୍ରଜ ମୋହନ ମେହେର କୋଶଲୀ ରାମାୟଣର ସମୀକ୍ଷା କରିଥିଲେ  । କବି ପଟେଲଙ୍କ ରାମାୟଣ ପ୍ରଥମ କାଣ୍ଡ ଏବଂ ଅଯୋଧ୍ୟା କାଣ୍ଡ ଅତିଥି ମାନଙ୍କ ଦ୍ଵାରା ଲୋକାର୍ପଣ ହୋଇଥିଲା। 
ନିରୂପମା ପଟେଲ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସଭାକୁ ପ୍ରକୃତିବନ୍ଧୁ ଦିଗାମ୍ବର ନାଏକ ପରିଚାଲନା କରିଥିଲେ। ଶେଷରେ ଭକ୍ତବନ୍ଧୁ ନାଏକ ମୃଦଙ୍ଗ ବାୟନ ରାମାୟଣ ଗୀତ ଗାଇ ମନମୁଗ୍ଧ କରିଥିଲେ । ଦ୍ଵିତୀୟ ଅଧିବେଶନରେ ଝକେର କୋସଲି କବିତା ଆସରରେ କବି ନିରଞ୍ଜନ ପଣ୍ଡା, ଜଗବନ୍ଧୁ ପଟେଲ,  ଅର୍ଜୁନ କୁମାର ସାହୁ ଅତିଥି ଭାବେ ମଞ୍ଚାସୀନ ଥିଲେ  । ବଲାଙ୍ଗିର, ବରଗଡ଼, ନୁଆପଡା, ସୋନପୁର, ବୌଦ୍ଧ, କଲାହାଣ୍ଡି ଜିଲ୍ଲାରୁ ଶତାଧିକ କବି କବୟିତ୍ରୀ ଯୋଗଦେଇ ସ୍ୱରଚିତ କବିତା ପାଠ କରିଥିଲେ। ଏହି ଆସରକୁ ଜ୍ୟୋତିରାଣୀ ମିଶ୍ର ପରିଚାଳନା କରିଥିବାବେଳେ ନିକିତା ସା ଓ ସୁଦେଷ୍ଣା ମିଶ୍ର କବିତା ସଂଯୋଜନା କରିଥିଲେ  । ସୌକିଲାଲ୍ , ସନ୍ତୋଷ ,ଭକ୍ତଚରଣ , ସୁରେନ୍ଦ୍ର , ସ୍ଵାଧୀନ , ସଚିନ ପଟେଲ, ଭୀଷ୍ମ , ଗୟାଧର , ମହେନ୍ଦ୍ର , ସୁଷମା , ଭରତ , ନିରୁପମା , ସରସ୍ଵତୀ ସାଲିନି, ମାନସୀ ଏବଂ ୮୪ ଘର ଅଘରିଆ ସମାଜ ସହଯୋଗ କରିଥିଲେ। ଶେଷରେ କବି ମିଲନ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026

You Might Also Like