-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||     

HOME   ଜିଲ୍ଲା

ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,

12-Jul-2026



ବରପାଲି - (ସୁଦାମ ଦୀପ )          
ଅଖିଳ ଭାରତୀୟ ଗୋଂଡ଼ ୱାନା ଗୋଂଡ଼ ମହାସଭା ଗୁଡ଼ି ଆୟୋଜନ ସମିତି ରେଟାମୁଣ୍ଡା ର ନୂତନ କାର୍ଯ୍ୟକାରୀ କମିଟି ସର୍ବସମ୍ମତି କ୍ରମେ ଗଠନ ହୋଇ ଯାଇଛି ଏହି କାର୍ଯ୍ୟକ୍ରମ ରେ ରାଜ୍ୟ ଉପଦେଷ୍ଟା ଶ୍ରୀ ଜିତେନ୍ଦ୍ରିୟ ଧରୁଆ ସଭାପରିଚାଳନା କରିଥିଲେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ସଭାପତି ଶ୍ରୀ ଭାଗିରଥି ସିଂହ ମହାସଚିବ ଶ୍ରୀ ଧନେଶ୍ୱର ସିଂହ ଜିଲ୍ଲା ମହିଳା ସଂଗଠନ ର ସଭାନେତ୍ରୀ ଶ୍ରୀମତୀ ଜାଜ୍ଞ ସେନି ଭୋଇ ରାଜ୍ୟ ସଭ୍ୟା ଶ୍ରୀମତୀ ଶ୍ରୀୟା ନେଟି ବରଗଡ ବ୍ଲକ ସଭାପତି ଶ୍ରୀ ଜୟଳାଳ ଭୋଇ ରାଜ୍ୟସଭ୍ୟ ଶ୍ରୀ ସତ୍ୟବାନ ଭୋଇ ଅତା ବିରା ବ୍ଲକ ସଭାପତି ଶ୍ରୀ ରମାକାନ୍ତ ଭୋଇ ବରପାଲି ବ୍ଲକ ସଭାପତି ଶ୍ରୀ ବିଦେଶୀ ରାଏ ଜିଲ୍ଲା ଉପସଭାପତି ଶ୍ରୀ ସୁରେନ୍ଦ୍ର ଧରୁଆ କନ୍ତଳ ଗୁଡ଼ି ସଭାପତି ଶ୍ରୀ ନରେଶ ଧରୁଆ ବୁଗ ବୁଗା ଗୁଡ଼ି ସଭାପତି ଶ୍ରୀ ଯୁଧିଷ୍ଠିର ମାଝୀ   ଶ୍ରୀ ସନ୍ଥଲାଲ ଭୋଇ ଦୁର୍ଯ୍ୟୋଧନ ଭୁଏ ଅନିରୁଦ୍ଧ ଧରୁଆ ସୁଖୀ ରାମ ଜଗତ  ବରପାଲି ବ୍ଲକ ସମ୍ପାଦକ ଶ୍ରୀ ସୁଦାମ ଭୋଇ ତଥା   ରେଟାମୁଣ୍ଡା ଗୁଡ଼ି ଅନ୍ତର ଗତ ଖେମେଶରାର ମାତୃ ଶକ୍ତି ଏବଂ ରେଟାମୁଣ୍ଡା ଗ୍ରାମର ମାତୃଶକ୍ତି ପିତୃଶକ୍ତି ଯୋଗ ଦେଇଥିଲେ   ନୂତନ ଭାବେ ରେଟାମୁଣ୍ଡା ଗୁଡ଼ି ର ସଭାପତି ଶ୍ରୀ ଅକ୍ରୁର ଧରୁଆ ଉପ ସଭାନେତ୍ରୀ ଶ୍ରୀମତୀ ହେମଲତା କୁମୁରା ସମ୍ପାଦକ ଶ୍ରୀ ମନବୋଧ ରାଏ ଉପ ସଭାପତି ଶ୍ରୀ ସୁରେନ୍ଦ୍ର ଧରୁଆ କୋଷାଧକ୍ଷ ଶ୍ରୀ ବଳରାମ ଭୋଇ ପ୍ରଚାର ସଚିବ ଶ୍ରୀ ମଣିକର ଭୋଇ ସଭ୍ୟ ଭାବେ ପରେଶ ଧରୁଆ ଅଶୋକ ଭୁଏ  ଚକ୍ର ମାଝୀ ଉଛବ ଭୁଏ ଗୀତାଞ୍ଜଳି ଭୁଏ ମନୋନୀତ ହୋଇ ଥିଲେ ଏହି କାର୍ଯ୍ୟକ୍ରମ ରେ ମୁନୁପାଳି ଗୌନ୍ତିଆ ଶ୍ରୀ କେଦାର ଭୋଇ ଯୋଗଦେଇ ଥିଲେ ଶେଷରେ ଶ୍ରୀ ମନବୋଧ ରାଏ ସମସ୍ତଙ୍କୁ ଧନ୍ୟବାଦ ଦେଇ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026

You Might Also Like