-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||     

HOME   ଜିଲ୍ଲା

ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ

12-Jul-2026



ବଲାଙ୍ଗୀର (ପ୍ରେରଣା ଖବର):ସୃଜନ ସଲିତା ନବନୀତା ସାହିତ୍ୟ ପତ୍ରିକା ତରଫରୁ ଆଜି ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ଭବନରେ ଯୁବ ସାହିତ୍ୟକ ସମାବେଶ "ପଲ୍ଲବନ" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।  ଏହି ସାରସ୍ବତ ସମାରୋହରେ ବିଶିଷ୍ଟ କଥାକାର ପରେଶ କୁମାର ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ବିଶିଷ୍ଟ କବି ଡ଼କ୍ଟର ମନୋଜ କୁମାର ପଣ୍ଡା ମୁଖ୍ୟ ବକ୍ତା ଓ ବିଶିଷ୍ଟ ଗାଳ୍ପିକ ଆଦିତେଶ୍ୱର ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ନିଜ ବକ୍ତବ୍ୟ ଜରିଆରେ

ନୁଆ ପିଢ଼ିର କବି/ଲେଖକମାନଙ୍କୁ ଦିଗଦର୍ଶନ ଦେଇଥିଲେ। ସଭା ପ୍ରାରମ୍ଭରେ ଅତିଥିମାନେ ଗଛକୁଣ୍ଡରେ ପାଣି ଦେଇ ଓ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ସମାରୋହକୁ ଉଦଘାଟନ କରିଥିଲେ। ଚର୍ଚ୍ଚିତ କଣ୍ଠଶିଳ୍ପୀ ଅଜିତ୍ କୁମାର ପାଣିଗ୍ରାହୀ ସ୍ବାଗତ ସଂଗୀତ ଗାନ କରିଥିଲେ । ପ୍ରତ୍ରିକା ସମ୍ପାଦକ ତଥା ପ୍ରକାଶକ ରାଜେଶ ଝାଙ୍କର ସ୍ବାଗତ ଭାଷଣ ଦେଇଥିବା ବେଳେ ପ୍ରତିଷ୍ଠାତା ସମ୍ପାଦକ କ୍ଷେତ୍ରବାସୀ ନାଏକ ପଲ୍ଲବନ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ପରେ ସମସ୍ତ ଅତିଥିମାନଙ୍କ ଗହଣରେ ସୃଜନ ସଳିତା ନବନୀତାର ପଲ୍ଲବନ ସଂଖ୍ୟା ୨୦୨୬

ଉନ୍ମୋଚନ କରାଯାଇଥିଲା। ଏ ଅବସରରେ ଡୋଲାମଣି ମାଝି, ଦୂର୍ଗାଶିଷ ପଟ୍ଟନାୟକ, ଆନନ୍ଦ ସଗରିଆ, ଧର୍ମେନ୍ଦ୍ର ଚୁହାନ, ଦିନେଶ ଭୋଇ, ଐଶ୍ୱର୍ୟା ପ୍ରଧାନ, ଲୋପାମୁଦ୍ରା ଭୂତିଆ ଏବଂ ପ୍ରିୟଙ୍କା ପ୍ରିୟଦର୍ଶିନୀ ରାୟ ଆଦି ଓଡ଼ିଆ ସାହିତ୍ୟର ନୂତନ ସମ୍ଭାବନାର ସ୍ୱାକ୍ଷର ବହନ କରୁଥିବା ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ବଛା ହୋଇଥିବା ଆଠ ଜଣ କବି ଓ ଗାଳ୍ପିକମାନଙ୍କୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଏମାନେ ନିଜସ୍ଵ କବିତା ପାଠ କରିଥିବା ବେଳେ କବିୟତ୍ରି ରଞ୍ଜିତା ପଣ୍ଡା ଏହାକୁ ସଂଯୋଜନା କରିଥିଲେ। ବରିଷ୍ଠ ସାମ୍ବାଦିକ ମନରଞ୍ଜନ ଯୋଶୀ ପଠିତ କବିତାଗୁଡିକ ସମ୍ପର୍କରେ ତାଙ୍କର ମତ ରଖିଥିଲେ l
ଅଧ୍ୟାପକ ଜଗନ୍ନାଥ ସାହୁ ଓ ଅଧ୍ୟକ୍ଷ କୌତୁକ ପନ୍ଦର ସଭାକୁ ସଂଯୋଜନା କରିଥିବା ବେଳେ ପରିଚାଳନା ସମ୍ପାଦକ ଯୁଧିଷ୍ଠିର ମେହେର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026

You Might Also Like