-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||     

HOME   ଜିଲ୍ଲା

ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର

13-Jul-2026



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସ୍ଥିତ ସିଦ୍ଧାର୍ଥ ଜୁନିଅର କଲେଜରେ ରବିବାର ନିଖିଲ ଭାରତ ଓଡ଼ିଆ ଅଧ୍ୟାପକ ସମ୍ବଲେନ ଓ ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ଓଡ଼ିଆ ସନ୍ଥ ସାହିତ୍ୟ ପୁରୋଧା ଭୀମଭୋଇଙ୍କ ଉପରେ ଏକ ଜାତୀୟ ପାଠଚକ୍ର ଅନୁଷ୍ଟିତ ହୋଇଯାଇଛି।ଏହାକୁ ସୁବର୍ଣ୍ଣପୁର ଜିଲ୍ଲପାଳ ଡ଼ ନୃପରାଜ ସାହୁ ଉଦ୍ଘାଟନ କରିଥିଲେ l ପ୍ରଫେସର ଡ଼ କୃଷ୍ଣଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମ୍ମିଳନୀରେ ମୁଖ୍ୟ ଅତିଥି ଜିଲ୍ଲାପାଳ ଶ୍ରୀ ସାହୁ ଯୋଗଦେଇ ସନ୍ଥ କବି ଭୀମଭୋଇ ଏକାଧାରରେ ଜଣେ ସନ୍ୟାସୀ,ସାଧୁ,ସନ୍ଥ,ସମାଜ ସଂସ୍କାରକ ଓ ବିପ୍ଳବୀ କବି ଭାବେ ଜନମାନସରେ ପରିଚିତ ବୋଲି କହିଥିଲେ ।ପ୍ରଥମ ପର୍ଯ୍ୟାୟରେ ଅନୁଷ୍ଟିତ ସମ୍ନେଲନର ପ୍ରାରମ୍ଭରେ ସିଦ୍ଧାର୍ଥ ଜୁନିଅର କଲେଜ ଅଧ୍ୟକ୍ଷା ରେଖା ପ୍ରଧାନ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଉପରେ ସୂଚନା ଦେଇଥିଲେ ।ଏଥିରେ ସମ୍ମାନିତ ଅତିଥି ଭାବେ ନିଖିଲ ଭାରତ ଓଡ଼ିଆ ଅଧ୍ୟାପକ ସମ୍ବେଲନ କାର୍ଯ୍ୟକାରୀ ପରିଷଦ ସଦସ୍ୟ ପ୍ରଫେସର ଅନନ୍ତ କିଶୋର ଜେନା,ଭିର୍ତି ପ୍ରବନ୍ଧ ବିଶିଷ୍ଟ ଗବେଷକ ଓ ସାହିତ୍ୟକ ପ୍ରଫେସର କାଳିଦାସ ମିଶ୍ର,ଆଲୋଚକ ଝାଡ଼ଖଣ୍ଡ ରାଜ୍ୟ ଚାଇବସା କୋହ୍ଲେଣ ବିଶ୍ୱ ବିଦ୍ୟାଳୟ ସହଯୋଗୀ ପ୍ରଫେସର ଡ଼ ବାଳକୃଷ୍ଣ ବେହେରା ଯୋଗଦେଇ ଭୀମଭୋଇଙ୍କ ରଚିତ ଗ୍ରନ୍ଥାବଳୀ ଉପରେ ଆଲୋକପାତ କରିଥିଲେ।କାର୍ଯ୍ୟକ୍ରମକୁ ନି.ଭା.ଓ ଅଧ୍ୟାପକ ସମ୍ବେଲନ ଉପ ସଭାପତି ଡ଼ ପଲ୍ଲିଶ୍ରୀ ପଟ୍ଟନାୟକ ସଂଯୋଜନା କରିଥିବା ବେଳେ ସାଧାରଣ ସମ୍ପାଦକ ଡ଼ ରମେଶ ଚନ୍ଦ୍ର ବେହେରା ବିବରଣୀ ପଠନ ଓ ସାମାଜିକ ଗଣମାଧ୍ୟମ ଡ଼ କାଳିଆ ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ।ସେହିପରି ଦ୍ୱିତୀୟ ପର୍ଯ୍ୟାୟ ବୈଷୟିକ ଅଧିବେଶନରେ ନି ଭା ଓ କାର୍ଯ୍ୟକାରୀ ସଭାପତି ଡ଼ କୁଳମଣି ଓଝାଙ୍କ ସଭାପତିତ୍ୱରେ ମୁଖ୍ୟବକ୍ତା ଭାବେ ସୋନପୁର ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଡ଼ ସନ୍ତୋଷ କୁମାର ପାଢ଼ୀ,ସମୀକ୍ଷକ କାର୍ଯ୍ୟକାରୀ ପରିଷଦ ସଦସ୍ୟ ଡ଼ ରଞ୍ଜିତ କୁମାର ପରିଡ଼ା ଯୋଗଦେଇ ସନ୍ଥ କବି ଭୀମଭୋଇଙ୍କ ଅବଦାନ ଉପରେ ଆଲୋକପାତ କରିଥିଲେ।ନି ଭା ଓ ଆଞ୍ଚଳିକ ସମ୍ପାଦକ ଡ଼ ପ୍ରଦୀପ୍ତ କୁମାର ମିଶ୍ର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ବୌଦ୍ଧ ମଡେଲ ଡିଗ୍ରୀ କଲେଜ ଅଧ୍ୟାପକ ଡ଼ କଳ୍ପତରୁ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।ତୃତୀୟ ପର୍ଯ୍ୟାୟ ବୈଷୟିକ ଅଧିବେଶନ(ଖ) ସାମନ୍ତରାଲ ନି ଭା ଓ କାର୍ଯ୍ୟକାରୀ ପରିଷଦ ସଦସ୍ୟ ପ୍ରଫେସର ବବ୍ରୁବାହାନ ମହାପାତ୍ର ସଭାପତିତ୍ୱରେ ମୁଖ୍ୟବକ୍ତା ଭାବେ ଉପଦେଷ୍ଟା ଡ଼ ଶଶାଙ୍କ ଚୁଡ଼ାମଣି,ସମୀକ୍ଷକ ଉପ ସଭାପତି ଡ଼ କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗଦେଇ ସନ୍ଥ କବି ଭୀମଭୋଇଙ୍କ ଉପରେ ଆଲୋକପାତ କରିଥିଲେ।କାର୍ଯ୍ୟକ୍ରମକୁ ଆଞ୍ଚଳିକ ସମ୍ପାଦକ ଡ଼ ରଞ୍ଜନ କୁମାର ସେଠୀ ସଂଯୋଜନା କରିଥିବା ବେଳେ କୁସଙ୍ଗ ଆଞ୍ଚଳିକ ଡିଗ୍ରୀ କଲେଜର ଅଧ୍ୟାପକ ଡ଼ ଅଜିତ କୁମାର ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ ।ଶେଷ ପର୍ଯ୍ୟାୟ ସାଙ୍ଗଠନିକ ଅଧିବେଶନରେ ନି ଭା ଓ କାର୍ଯ୍ୟକାରୀ ପରିଷଦ ସଦସ୍ୟ ଡ଼ ଦେବେନ୍ଦ୍ର କୁମାର ବେହେରା ସଭାପତିତ୍ୱ କରିଥିବା ବେଳେ ସଂଯୋଜକ ଭାବେ ଏସ ରାମପୁର ପଞ୍ଚାୟତ ବାଳିକା ଉଚ୍ଚ ବିଦ୍ୟାଳୟ ଅଧ୍ୟକ୍ଷା ଡ଼ କଳ୍ପନା ଦାସ ଯୋଗଦେଇ ସନ୍ଥ କବି ଉଲ୍ଲେଖନୀୟ ଅବଦାନ ଉପରେ ଆଲୋକପାତ କରିଥିଲେ।ଅନୁଷ୍ଟିତ ଏହି ସମ୍ବେଲନରେ ରାଜ୍ୟର ବିଭିନ୍ନ କୋଣରେ ଥିବା ମହାବିଦ୍ୟାଳୟ/ବିଶ୍ୱ ବିଦ୍ୟାଳୟ ରୁ ପ୍ରାୟ ୩୦୦ରୁ ଅଧିକ ଅଧ୍ୟାପକ/ଅଧ୍ୟାପିକା ଯୋଗଦେଇଥିଲେ।ସେହିପରି ଅନ୍ୟ ପକ୍ଷରେ ତାଳଚେର ସ୍ୱଂଶାସିତ ମହାବିଦ୍ୟାଳୟ ଅଧ୍ୟାପକ ଡ଼ ସତ୍ୟବ୍ରତ ପଣ୍ଡା,ସାହିତ୍ୟକ ଗୋରେଖ ନାଥ ସାହୁ,ପ୍ରାଧ୍ୟାପିକା ମୀନା ମହାରଣା,ଅଧ୍ୟାପିକା ବୈଜୟନ୍ତୀ ସାହୁ,ଐତିହାସିକ ସୁଦାମ ନାୟକ,ଡ଼ ଅନିରୁଦ୍ଧ କୁରକୁରିଆ,ଅଧ୍ୟାପକ ଶେଷଦେବ ଛତ୍ରିଆ,ଦେବେଶ ଗଡନାୟକ, ରୋହିତ ଧରୁଆ,କବି ଆର୍ତ୍ତତ୍ରାଣ ବାବୁ ପ୍ରମୁଖଙ୍କ ସମେତ ବହୁ ସାହିତ୍ୟକ ଉପସ୍ଥିତ ରହି ସନ୍ଥ କବି ଭୀମଭୋଇଙ୍କ ଜୀବନଶୈଲୀ ଓ ସାହିତ୍ୟ ପ୍ରତି ଅବଦାନ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026

You Might Also Like