-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||     

HOME   ଜିଲ୍ଲା

ହୋଟେଲ ବ୍ୟବସାୟୀଙ୍କୁ ହତ୍ୟା, ପୂର୍ବଶତ୍ରୁତା ନା ବ୍ୟବସାୟୀକ ବିବାଦ ?

10-Feb-2021



ରାଉରକେଲା ୧୦।୦୨ : ହୋଟେଲ ବ୍ୟବସାୟୀଙ୍କୁ ହତ୍ୟା । ମୃତକ ହୋଟେଲ ବସେରା ମାଲିକ ସଜନ ମିତ୍ତଲ ବୋଲି ଜଣାପଡିଛି । ରାଉରକେଲା ଡିଲକ୍ସ ହୋଟେଲ ଲେନ୍‌ରେ ଏହି ଘଟଣା ଘଟିଛି । ଅଭିଯୁକ୍ତ ଫେରାର୍‌ ।

ଖବର ଅନୁଯାୟୀ, ରାଉରକେଲା ସହରର ବସେରା ହୋଟେଲର ମାଲି ସଜନ ମିତ୍ତଲ ସବୁଦିନ ପରି କାମ ସାରି ଘରକୁ ଫେରୁଥିଲା । କିନ୍ତୁ ପୂର୍ବରୁ ଘର ସାମ୍ନାରେ ଜଗି ବସିଥିବା ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ କରିଥିଲା । ସଜ୍ଜନ ସେଠାରେ ଲହୁ ଲୁହାଣ ହୋଇ ପଡିଯାଇଥିଲେ । ପରିବାର ଲୋକେ ଓ ସ୍ଥାନୀୟ ବାସିନ୍ଦା ତାଙ୍କୁ ଗୁରୁତର ଭାବେ ଉଦ୍ଧାର କରି ଆଇଜିଏଚ୍‌ରେ ଭର୍ତ୍ତି କରିଥିଲେ । କିନ୍ତୁ ସେଠାରେ ଆଜି ସେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ।

ଘଟଣାସ୍ଥଳରେ  ପ୍ଲାଣ୍ଟସାଇଟ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍‌ ଟିମ୍‌କୁ ଡକାଯିବାର ସମ୍ଭାବନା ରହିଛି ।  ତେବେ ସଜ୍ଜନ ଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ତାଙ୍କୁ ଗୁଳିମାଡ଼ ହୋଇଛି ନା ଧାରୁଆ ଅସ୍ତ୍ରରେ ଆକ୍ରମଣ ହୋଇଛି ତା ପୋଲିସ ତଦନ୍ତ କରୁଛି । ବ୍ୟବସାୟିକ ଶତ୍ରୁତା ରୁ ଏହି ଆକ୍ରମଣ ହୋଇଥିବା ଅନୁମାନ କରାଯାଉଛି । ସେହିପରି ବର୍ତ୍ତମାନ ସୁଦ୍ଧା କୌଣସି ଅଭିଯୁକ୍ତକୁ ଧରିବାରେ ପୋଲିସ ସଫଳ ହୋଇନାହିଁ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026

You Might Also Like