-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||     

HOME   ଜିଲ୍ଲା

ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ

13-Jul-2026



ବିନିକା(ହିମାଂଶୁ ଶେଖର ପୁଟେଲ)ଉକିଆ ସାହିତ୍ୟ ପରିବାର ତରଫରୁ ସୁବର୍ଣ୍ଣପୁର ଜିଲ୍ଲା ରାମପୁର ନିକଟ ତେଲିଟିକ୍ରା ଠାରେ ପଶ୍ଚିମ ଓଡ଼ିଶା ଭାଷା କଳା ସଂସ୍କୃତିର ପ୍ରଚାରକ,ଗୋଟିଏ ଦିନରେ ନୁଆଁଖାଇ ପାଳନ ପଛର ମହାନାୟକ,ଲୋକ ମହୋତ୍ସବର ଜନକ,କିମ୍ବଦନ୍ତୀ ନାଟ୍ୟ ମହର୍ଷି ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ପ୍ରତିଷ୍ଠାତା ସମ୍ପାଦକ ଉଦ୍ଧବ ବାରିକଙ୍କ ଆବାହକତ୍ୱରେ ଅନୁଷ୍ଠିତ ହୋଇଯାଇଛି , ଟିକେଲାଲ ରାଉତଙ୍କ ସଭାପତିତ୍ବରେ ଓ ହୃଷୀକେଶ ଡାଙ୍ଗଙ୍କ ସଂଯୋଜନାରେ ଏଥିରେ ମୂଖ୍ୟଅତିଥି ଭାବେ ବୟୋଜ୍ୟେଷ୍ଠ କବି ଗୋକୁଳ ବିହାରୀ ଦାସ,ମୂଖ୍ୟବକ୍ତା ନାଟ୍ୟକାର ଭିକାରୀ ଚରଣ ପ୍ରଧାନ,ସ୍ଵତନ୍ତ୍ର ଅତିଥି ବରିଷ୍ଠ କବି ସନ୍ତୋଷ ପଧାନ,ସମ୍ମାନିତ ଅତିଥି ସଚିଦା ଭୋଇ,ସମ୍ପଦ ଖମାରୀ,ବସୁଦେବ ସାହୁ,ସୁରେନ୍ଦ୍ର କୁମାର ପଶାୟତ ପ୍ରମୁଖ ଯୋଗଦାନ କରି ପଶ୍ଚିମ ଓଡ଼ିଶା ଭାଷା କଳା ସଂସ୍କୃତିର ପ୍ରଚାର ଓ ପ୍ରସାର ପାଇଁ ଗୁରୁ ଭଗବାନ ସାହୁଙ୍କ ତ୍ୟାଗ ଓ ସଙ୍ଘର୍ଷ ଉପରେ ଆଲୋଚନା କରିବା ସହିତ ଛାତ୍ରଛାତ୍ରୀଙ୍କ ଜାଣିବା ପାଇଁ ଆଗାମୀ ଦିନରେ ଶିକ୍ଷା ଅନୁଷ୍ଠାନ ମାନଙ୍କରେ ଗୁରୁ ଭଗବାନ ସାହୁଙ୍କ ଉପରେ ଆଲୋଚନାଚକ୍ର ପାଇଁ ନିଷ୍ପତ୍ତି ନିଆଯାଇଥିଲା ।ଏହି ଅବସରରେ ଗୁରୁ ଭଗବାନ ସାହୁଙ୍କ ଉପରେ କବିତା ପାଠ ହୋଇଥିଲା । ସମ୍ପଦ ଖମାରୀ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ଭିକାରୀ ଚରଣ ସାହୁ,ଅରବିନ୍ଦ ବାରିକ,ଗୋବିନ୍ଦ ବାରିକ,ପଞ୍ଚାନନ ବାରିକ,ଉକିଆ ବାରିକ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026

You Might Also Like