-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ଜିଲ୍ଲା

ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*

13-Jul-2026



ନବରଙ୍ଗପୁର-(ପ୍ରିୟଦର୍ଶିନୀ ପାତ୍ର) ନବରଙ୍ଗପୁର ଜିଲ୍ଲା ସବୁଠୁ ନିଆରା ଏହାର ପରମ୍ପରା ମଧ୍ୟ ସବୁଠୁ ଭିନ୍ନ  ଅଭିବକ୍ତ କରପୁଟ ଜିଲ୍ଲା ବା ଆମ ନବରଙ୍ଗପୁର ଅଞ୍ଚଳରେ ସ୍ଥାନୀୟ ଲୋକ ମାନଙ୍କର ଗୋଟିଏ ପରମ୍ପରା ଅଛି ଯଦି ବର୍ଷା ମାସ ହଇଥିବ ଏବଂ ଜମି କାମ ଚାଲିଥିବା ସମୟରେ  ବର୍ଷା ହଟାତ ବନ୍ଦ ହଇଯାଏ। ବହୁ ଦିନ ଅପେକ୍ଷା ପରେ ମଧ୍ୟ ବର୍ଷା ନ ହୁଏ, ତେବେ ଆମ ଗାଁ ଗହଳିରେ ଗ୍ରାମର ଇଷ୍ଟଦେବକୁ ପୂଜା କରାଯାଏ ଏବଂ ବେଙ୍ଗ ବେଙ୍ଗୁଲିର ବାହାଘର କରେଇ ଥାନ୍ତି । ଏଭଳି କରିବା ଫଳଟେ ବର୍ଷା ହେବ ବୋଲି ବିଶ୍ୱାସ ମଧ୍ୟ ଅଛି । ଏଭଳି ଏକ ପରମ୍ପରା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଡ଼ୁମଣିଗୁଡା ଗ୍ରାମରେ । ଏଭଳି କଲେ ପ୍ରବଳ ବର୍ଷା ହେବ ବଲି ଗ୍ରାମ ବସିମାନେ ମୋତ ପ୍ରକାଶ କରିଛନ୍ତି।
ଏଭଳି ପରମ୍ପରା ଆମ ଅଞ୍ଚଳରେ ଆଦିମ କାଳରୁ ଚାଲି ଆସିଛି।। ଆଉ ଲୋକେ ବିଶ୍ୱାସ କରି ଆସୁଛନ୍ତି। ହଁ ଏହା ସତ ବୈଜ୍ଞାନିକ ମାନେ ଏହାକୁ ବିଶ୍ୱାସ କରନ୍ତି ନାହିଁ।। କିନ୍ତୁ ସମାଜରେ ଆଦିମ କାଳରୁ  ଚାଲି ଆସୁଥିବା ପ୍ରଥାକୁ ବଚେଇଁ ରଖିବା ଏହା ହିଁ ହେଉଛି  ଆମ ନବରଙ୍ଗପୁର ଜିଲ୍ଲାର ସଂସ୍କୃତି,ପରମ୍ପରା ଓ ବିଶ୍ୱାସ କହିଲେ ଚଳେ । ଫଳାଫଳ ଯାହାବି ହେଉନା କାହିଁକି ଆମ ସମାଜରେ  ସଂସ୍କୃତି ବଜାୟୀ ରହିଛି ଏବଂ ଆଗାମୀ ଦିନରେ ମଧ୍ୟ ବଞ୍ଚି ରହିବ । ଆମ ସଂସ୍କୃତି ଏବେବି ବଞ୍ଚିରହିଛି। ଅତି ପୁରାତନ ତଥା ପ୍ରାଚୀନ ପରମ୍ପରା କୁ ଆଗକୁ ମଧ୍ୟ ବଞ୍ଚାଇ ରଖିବାକୁ ଜାରି ରହିଛି ଆମ ନବରଙ୍ଗପୁର ଗାଁ ଗହଳିରେ ପ୍ରୟାସ । ବର୍ଷା ପାଇଁ ବେଙ୍ଗବେଙ୍ଗୁଳି ବିଭା ଏଭଳି ନିଆରା ପରମ୍ପରା  ନବରଙ୍ଗପୁର ଭଳି ଅତି କମ ଜାଗାରେ ଦେଖିବାକୁ ମିଳେ ଏଥିରେ କିଛି ସନ୍ଦେହ ନାହିଁ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like