-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ରାଜ୍ୟ

୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ

14-Jul-2026



ବରପାଲି(ସୁଦାମ ଦୀପ) ସ୍ଥାନୀୟ ଭଣ୍ଡାରଗୃହ ପରିସରରେ ଆସନ୍ତା ୧୫୦ ତମ ମହାନ୍ ପୌରାଣିକ ଶୀତଳଷଷ୍ଠୀ ଯାତ୍ରା ମହୋତ୍ସବର ରୂପରେଖ  ସମ୍ବନ୍ଧରେ ସଭାପତି  ଶ୍ରୀଯୁକ୍ତ ଆନନ୍ଦ ବାବୁଙ୍କ ସଭାପତିତ୍ୱରେ ଏକ ଗୁରୁତ୍ୱପୂର୍ଣ୍ଣ  ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭା ପ୍ରାରମ୍ଭରେ ବରିଷ୍ଠ ସଦସ୍ୟ ଶ୍ରୀଯୁକ୍ତ ପିନାକୀ ଦାଶ ଶିବ ବନ୍ଦନା ଗାନ କଲେ। ଆସନ୍ତା ବର୍ଷ ଯାତ୍ରା ୧୫୦ ତମ ବର୍ଷରେ ପଦାର୍ପଣ କରୁଥିବାରୁ ଏହାକୁ ଅତ୍ୟନ୍ତ ଭବ୍ୟ ଆକାରରେ ପାଳନ କରିବା ପାଇଁ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା। ଏହି ଅବସରରେ ବାବା କପିଳେଶ୍ୱର ଓ ମାତା ପାର୍ବତୀଙ୍କ ନିମନ୍ତେ ଏକ ' ସୁବର୍ଣ୍ଣ ପଦ୍ମମୁଖ' ନିର୍ମାଣ କରିବା ପାଇଁ  ସର୍ବସମ୍ମତି କ୍ରମେ ପ୍ରସ୍ତାବ ଗୃହୀତ ହେଲା । ଏହା ସହ ଶ୍ରାବଣ ମାସରେ ପବିତ୍ର ଶିବ ଚତୁର୍ଦ୍ଦଶୀ ପୂଜା ପାଇଁ ନୀତିକାନ୍ତି ସମ୍ପର୍କରେ ମଧ୍ୟ ଆଲୋଚନା ହେଲା । ଏହି ଐତିହାସିକ ବର୍ଷରେ ‘ହିମାଦ୍ରୀ ନଗର’ ଦାୟିତ୍ୱ ସମ୍ପାଦନ ପାଇଁ ଆଗ୍ରହୀ ବରପାଲିର ୧୯୯୩ ମାଟ୍ରିକ ବ୍ୟାଚ୍ ପକ୍ଷରୁ ଆସିଥିବା ଆବେଦନ ଆଧାରରେ ଚୟନ ହେଲା ପରେ ତାଙ୍କୁ ଯାତ୍ରା କମିଟି ତରଫରୁ ସହମତି ଲୋଡ଼ାଯାଇଛି। ଏହି ପବିତ୍ର ଶୀତଳ ଷଷ୍ଠୀ ଯାତ୍ରା ମହୋତ୍ସବକୁ ସଫଳ ଓ ସ୍ମରଣୀୟ କରିବା ପାଇଁ କମିଟି ପକ୍ଷରୁ ସମସ୍ତ ଅଞ୍ଚଳବାସୀଙ୍କ ସହଯୋଗ କାମନା କରାଯାଇଛି। ବୈଠକରେ କମିଟିର ସମସ୍ତ କର୍ମକର୍ତ୍ତା ଓ ସ୍ଥାନୀୟ ବୁଦ୍ଧିଜୀବୀ ଉପସ୍ଥିତ ରହି ସୁଚିନ୍ତିତ ମତାମତ ପ୍ରଦାନ କଲେ । ପରିଶେଷରେ ଯାତ୍ରା କମିଟି ସଭାପତି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଶାନ୍ତି ଶୃଙ୍ଖଳାର ସହ ସମାପନ ହୋଇଥିବାରୁ ବିଜେପୁର ବିଧାୟକ ଶ୍ରୀଯୁକ୍ତ ସନତ କୁମାର ଗଡତିଆ, ବରଗଡ଼ ବିଧାୟକ ଶ୍ରୀଯୁକ୍ତ ଅଶ୍ବିନୀ କୁମାର ଷଡ଼ଙ୍ଗୀ, ଅତାବିରା ବିଧାୟକ ଶ୍ରୀଯୁକ୍ତ ନିହାର ରଞ୍ଜନ ମହାନନ୍ଦ,ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ, ଜିଲ୍ଲା ପ୍ରଶାସନ ଓ ବରପାଲି ବାସୀଙ୍କୁ ଧନ୍ୟବାଦ ଅର୍ପଣ  କଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like