-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ଜିଲ୍ଲା

ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ

14-Jul-2026



କଣ୍ଟାବାଞ୍ଜି(ମୋହନ ସୁନା): ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଗନ୍ଧଳା ସାପ୍ତାହିକ ବଜାର ପରିସରରେ ବିଜୁ ଜନତା ଦଳ ର ଯୁବ ନେତା ଗିରିରାଜ ସିଂ ମାଝୀ ଙ୍କ ନେତୃତ୍ୱରେ ସିନ୍ଧେକେଲା ଜିଲ୍ଲା ପରିଷଦ ଜୋନ୍ ନଂ ୨୧ ର ସକ୍ରିୟ ବିଜୁ ଜନତା ଦଳ ସକ୍ରିୟ ସଦସ୍ୟ ଓ ବି।ଏଲ.ଏ ଙ୍କୁ ନେଇ ଏସ.ଆଇ.ଆର୍ ଏବଂ ସୋସିଆଲ ମିଡିଆ ଉପରେ ଏକ ବୈଠକ ଆୟୋଜିତ ହୋଇଯାଇଛି। ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ବିଜେଡି ଭବାନୀ ପ୍ରସାଦ ହୋତା ଯୋଗ ଦେଖିବା ବେଳେ ସମ୍ମାନୀତ ଅତିଥି ଭାବେ ବିଜେଡ଼ି ନେତ୍ରୀ ନିରୁପମା ମାଝୀ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ମିଥିଲା ମାଝି, ବିଜେଡ଼ି ନେତା ହଂସରାଜ ଜୈନ,ଉଦ୍ଧବ ବେହେରା, ଆଶାଦୁଲା ଖାଁ, ବିଜେଡ଼ି ଜିଲ୍ଲା ସାଧାରଣ ସମ୍ପାଦକ ଦେବାର ବାରିକ, ବିଜେଡ଼ି ନେତ୍ରୀ ପିଙ୍କି ଖର୍ସେଲ ଙ୍କ ସହ ଅନ୍ୟ ଦଳୀୟ ନେତା ମାନେ ମଞ୍ଚାସୀନ ଥିଲେ। କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ର ୨୦ ହଜାର ରୁ ଉର୍ଦ୍ଧ ଭୋଟର ନାଁ ଏସ.ଆଇ.ଆର ତାଳିକାକୁ କରିଥିବା ବେଳେ ତାହା ଠିକ୍ ଅଛି ନାଁ ଭୁଲ୍ ଅଛି ତାର ତଦନ୍ତ କରିବା ସହ ଆଉଁ କିଛି ମାସ ପରେ ପଞ୍ଚାୟତ ନିର୍ବାଚନ ଅଛେ ସେଥିରେ ଲାଗି ଜନତା ଦଳ ସମର୍ଥିତ ପ୍ରାର୍ଥୀ କେତେମି ବିଜୟ ଲାଭ କରିବେ ସେହି ଦିଗ ରେ ତୃଣମୂଳ ସ୍ତରରେ କାମ କରିବା ସାଂଗେ ଆଗାମୀ ଦିନରେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷ ପଦବୀ ବିଜୁ ଜନତା ଦଳ ଦଖଲ କୁ ଆଶିବ ସେଥି ପାଇଁ କାମ କରିବାକୁ ଶ୍ରୀ ମାଝି ଦଳୀୟ ନେତାଙ୍କୁ ଆହ୍ବାନ କରିଥିଲେ। ଏହି ବୈଠକରେ ବଙ୍ଗୋମୁଣ୍ଡା ବ୍ଲକ ପୂର୍ବତନ ଛାତ୍ର ସଭାପତି ପ୍ରେମିଶ ଚନ୍ଦ୍ର ବାଗ , ଦେଡଙ୍ଗା ପଞ୍ଚାୟତ ସରପଞ୍ଚ ଯୋଷିଆଲ ସେନାପତି , ବିଜେଡ଼ି ଯୁବ କାର୍ଯ୍ୟକର୍ତ୍ତା ବିରଞ୍ଚି ଜାଲ , ପୁର୍ବତନ ଜମଖୁଣ୍ଟା ସରପଞ୍ଚ ଗୋରେଖଲାଲ ମହାନନ୍ଦ , ଖଗେଶ୍ବର ବେହେରା ଗଣେଷ ଭୋଇ , ପୁର୍ବତନ ଗନ୍ଧର୍ଲା ସରପଞ୍ଚ ବେଣୁଧର ବେହେରା , ଦୁଲମଣି ନାଗ , ପୁର୍ବତନ ସିନ୍ଧେକେଲା ସମିତି ବିଶ୍ବମ୍ବର ସାହୁ , ପୁର୍ବତନ ଅର୍ଶତୁଲl ସମିତି ପରମାନନ୍ଦ ସାହୁ , ବିଜେଡ଼ି ବରିଷ୍ଟ ନେତା ତେଲୁ ରଣା , ଅମିତ ସାହୁ , କୃପା ଭୋଇ , ଭବାନୀ ନାଗ , ଫାଲ ସାହୁ , ଭାଗ୍ୟ ସାହୁ , ଇନ୍ଦ୍ରମଣି ସାହୁ , ଲବଣୀ ସାହୁ , ଦେବେନ୍ଦ୍ର ନାଗ , ସୁଜିତ ସରାଫ, ବିଘ୍ନରାଜ ମାଝୀ , ମିଥୁନ ତାଣ୍ଡି , ଗୌରାଙ୍ଗ ମହାନନ୍ଦ , କୈଳାଶ ତାଣ୍ଡି , ହେମନ୍ତ ବିଶ୍ବାଳ, ପୁର୍ବତନ ଚାନ୍ଦୋତରା ସମିତି କୁନ୍ତ ସାହୁ , ସତ୍ୟ ନାଏକ, ମୁକ୍ତଦାସ ସେନାପତି , ଦୈତାରି ଭୋଇ , ଦେବରାଜ ଯାଦବ, ବିଷ୍ଣୁ ପ୍ରସାଦ ଜୁଏଡ , ନବୀନ ଯୁଆଡି, ଠଣ ସୁନ୍ଦର ବେହେରା , ଦୀନବନ୍ଧୁ ବେହେରା , ଗୋପାଳ ମେହେର , ପବିତ୍ର ପୋଡ଼, ଦିଲୀପ ସାହୁ , ବରୁଣ ଲୁହା , ତପନ ଦୀପ ଖିରଧର ବେହେରା , ମୂଜାଫର ଖାନ , ଶୁଭମ ବେହେରା , ଦୁଷ୍ମନ୍ତ ବେହେରା , ଧନଞ୍ଜୟ ବେହେରା ଏବଂ 
ସିନ୍ଧେକେଲା ଅଞ୍ଚଳର ବିଭିନ୍ନ ପଞ୍ଚାୟତ ସହ ସହ ବିଜେଡି କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like