-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ଜିଲ୍ଲା

ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ

15-Jul-2026



କଟକ(ତପନ ମହାନ୍ତି)ରାଜ୍ୟର ସାସ୍କୃତିକ ପ୍ରାଣକେନ୍ଦ୍ର କଟକ ସହରରେ ଆଜି ଲୋକାର୍ପିତ ହୋଇଛି ବହୁ ପ୍ରତୀକ୍ଷିତ ଓଡ଼ିଶାର ସର୍ବବୃହତ୍ ବିଶ୍ଵନାଥ ପଣ୍ଡିତ କେନ୍ଦ୍ରୀୟ ପାଠାଗାର | ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଅତ୍ୟାଧୁନିକ ସ୍ମାର୍ଟ ଲାଇବ୍ରେରୀର ଉଦଘାଟନ କରିଥିଲେ | ଜ୍ଞାନ, ଗବେଷଣା ଓ ପଠନ ସଂସ୍କୃତିର ବିକାଶ ଦିଗରେ ଏହି ପାଠାଗାର କଟକ ତଥା ସମଗ୍ର ଓଡ଼ିଶା ପାଇଁ ଏକ ନୂତନ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ବୋଲି ସେ କହିଛନ୍ତି | ଏ ସହରକୁ ଆହୁରି ସରସ ସୁନ୍ଦର କରିବା ଦାୟିତ୍ଵ ଆମ ସମସ୍ତଙ୍କରା ଆମେ ସବୁବେଳେ ବିକାଶର ରାସ୍ତାରେ ଯିବାକୁ ପ୍ରଚେଷ୍ଟା କରୁଛୁ। ଯେତେବେଳେ ସବୁ ଅଞ୍ଚଳ ବିକଶିତ ହେବ, ସେତେବେଳେ ଆମର ଲକ୍ଷ୍ୟ ମଧ୍ୟ ପୂରଣ ହେବ ବୋଲି ନଗର ଉନ୍ନୟନ ମନ୍ତ୍ରୀ କହିଥିଲେ |
କାର୍ଯ୍ୟକ୍ରମରେ କଟକ ମହାନଗର ନିଗମ (କେଏମ୍‌ସି)ର ମେୟର ସୁବାସ ସିଂ, ଚୌଦ୍ଵାର-କଟକ ବିଧାୟକ ସୌଭିକ ବିଶ୍ବାଳ, ବାରବାଟୀ-କଟକ ବିଧାୟିକା ଇଂ. ସୋଫିଆ ଫିରଦୋସ, କଟକ ସଦର ବିଧାୟକ ଇଂ. ପ୍ରକାଶ ଚନ୍ଦ୍ର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ | ଜ୍ଞାନର ଦୀପ ଜଳିଲେ, ପ୍ରଗତିର ପଥ ଆପେ ଆପେ ଆଲୋକିତ ହୁଏ; ତେଣୁ ପୁସ୍ତକ
ବିଶ୍ବନାଥ ପଣ୍ଡିତ କେନ୍ଦ୍ରୀୟ ପାଠାଗାରର ସହ ବନ୍ଧୁତା ହିଁ ଜୀବନର ସର୍ବଶ୍ରେଷ୍ଠ ବିନିଯୋଗ ବୋଲି ଅତିଥିମାନେ ମତ ବ୍ୟକ୍ତ କରିଥିଲେ ବିଶ୍ଵନାଥ ପଣ୍ଡିତ କେନ୍ଦ୍ରୀୟ ପାଠାଗାରର ଉଦଘାଟନ ଉତ୍ସବ ଅବସରରେ ଲାଇବ୍ରେରୀ ମ୍ୟାନେଜମେଣ୍ଟ ସିଷ୍ଟମ୍‌ର ଉଦଘାଟନ ମଧ୍ୟ ହୋଇଛି ପାଠାଗାର ଉଦ୍‌ଘାଟନ ଅବସରରେ କଟକର ୩୫ ଜଣ ପ୍ରତିଷ୍ଠିତ ପ୍ରକାଶକଙ୍କୁ ସ୍ବତନ୍ତ୍ର ସମ୍ବଦ୍ଧନା ପ୍ରଦାନ କରିଥିଲେ ମନ୍ତ୍ରୀ ଡା. ମହାପାତ୍ର ଓ ଅନ୍ୟ ଅତିଥିଗଣ ଏଥିସହ କେଏମସିର ୧୫୦ ବର୍ଷ ପୂର୍ତ୍ତି ଅବସରରେ ବର୍ଷବ୍ୟାପୀ କାର୍ଯ୍ୟକ୍ରମ ପାଇଁ ଏକ ସ୍ବତନ୍ତ୍ର ଲୋଗୋ ମଧ୍ୟ ଉନ୍ମୋଚିତ ହୋଇଛି | ଗୁରୁଡ଼ିଝାଟିଆଠାରେ ୫ ଏକର ଜମିରେ ୨୧ କୋଟି ଟଙ୍କା ବିନିମୟରେ ହେବାକୁ ଥିବା ଗୋଶାଳାର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପିତ ହୋଇଛି।ଅତ୍ୟାଧୁନିକ ସୁବିଧାସମ୍ପନ୍ନ ଏହି ପାଠାଗାରରେ ଏକ ଲକ୍ଷରୁ ଅଧିକ ପୁସ୍ତକ ସହ ୧ ହଜାରରୁ ଅଧିକ ପିଲାଙ୍କ ପାଇଁ ବସି ପାଠ ପଢ଼ିବାର ବ୍ୟବସ୍ଥା କରାଯାଇଛି | ଏଥିସହ ପୂରା ଲାଇବ୍ରେରୀରେ ଇଣ୍ଟରନେଟ୍, ଫଟୋ କପି ଆଦି ସୁବିଧା ବି ରଖାଯାଇଛି ଇ-ଲାଇବ୍ରେରୀ, ଶିଶୁ ପଠନ କ୍ଷେତ୍ର, ଗବେଷଣା ସୁବିଧା, କେନ୍ଦ୍ରୀୟ ଏସି ବ୍ୟବସ୍ଥା ଓ ଅନ୍ୟାନ୍ୟ ଆଧୁନିକ ସୁବିଧା ମଧ୍ୟ ଏଠାରେ ଉପଲବ୍ଧ ରହିଛି |

ବାଦାମବାଡ଼ି ଅଞ୍ଚଳରେ ୩ ଏକର ପରିମିତ ଜମି ଉପରେ ୪୨ କୋଟି ଟଙ୍କା ଖର୍ଚ୍ଚରେ ନିର୍ମାଣ ହୋଇଛି ଏହି ପାଠାଗାର |


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like