-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||     

HOME   ଦେଶ ବିଦେଶ

ଆସନ୍ତା ୧୫ରେ ଓଡ଼ିଶା ବନ୍ଦ ଡାକରା, ବିଭିନ୍ନ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ କଂଗ୍ରେସ

10-Feb-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ): ବହୁ ଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ଶକ୍ତି ପ୍ରଦର୍ଶନ କରିବ । ଏଥିଲାଗି ଅଣ୍ଟା ଭିଡିଛି କଂଗ୍ରେସ । ଆସନ୍ତା ୧୫ତାରିଖରେ ରାଜ୍ୟବ୍ୟାପୀ ବନ୍ଦ ଡାକରା ଦେଇଛି କଂଗ୍ରେସ । ସକାଳ ୭ଟାରୁ  ଅପରାହ୍ନ ୧ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି । ଏନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ତୈଳ ଦର ବୃଦ୍ଧି, ଆଇନଶୃଙ୍ଖଳା ଓ କୋଟିଆ ଆଦି ପ୍ରସଙ୍ଗକୁ ନେଇ କଂଗ୍ରେସ ଏହି ବନ୍ଦ ଡାକରା ଦେଇଛି କଂଗ୍ରେସ ।

ନିରଞ୍ଜନ ପଟ୍ଟନାୟକ ପ୍ରେସମିଟ୍‌ରେ କହିଛନ୍ତି ଯେ, ପେଟ୍ରୋଲ, ଡିଜେଲ୍‌ ଓ ଗ୍ୟାସ୍‌ର ଦର ବଢିଚାଲିଛି। ଏହାସହ ନାରୀ ନିର୍ଯ୍ୟାତନା, ଶିଶୁ ନିଖୋଜ, ଚାଷୀଙ୍କ ସମସ୍ୟା ଦେଖାଦେଇଛି । ଏପରିକି ରାଜନୈତିକ ହିଂସାକାଣ୍ଡ ମଧ୍ୟ ରାଜ୍ୟରେ ବଢିଚାଲିଛି । କେନ୍ଦ୍ରରେ ଉପା ସରକାର ଥିବା ବେଳେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୧୦ ଡଲାରରୁ ୧୩୦ ଡଲାର ଥିବା ବେଳେ ଜନସାଧାରଣ ୮୦ ଟଙ୍କାରୁ କମ୍‌ ମୂଲ୍ୟରେ ପେଟ୍ରୋଲ, ଡିଜେଲ କିଣୁଥିଲେ । ଏବେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୬୦ ଡଲାରରୁ କମ୍‌ ରହିଛି । କିନ୍ତୁ ଓଡ଼ିଶାରେ ପେଟ୍ରୋଲ ଦର ୯୦ ଟଙ୍କା ହୋଇଥିବା ବେଳେ ଡିଜେଲ ୮୭ ଟଙ୍କାରେ ପହଞ୍ଚିଛି । ଏଥିଯୋଗୁ ଖାଦ୍ୟ ସାମଗ୍ରୀ ଦର ଆକାଶଛୁଆଁ ହେଲାଣି ।

ଓଡ଼ିଶାରେ ତୈଳ ଦର ୧୦ ଟଙ୍କା କମାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରାଯାଇଥିଲା । ତଥାପି ରାଜ୍ୟ ସରକାର କିଛି ନିଷ୍ପତ୍ତି ନେଲେନି । ଅନ୍ୟପଟେ କେନ୍ଦ୍ର ସରକାର ତୈଳ ଦର ଓ ଗ୍ୟାସ ସିଲିଣ୍ଡର ଦର ବଢ଼ାଇ ଚାଲିଛନ୍ତି । ଯାହାକି ଲୋକଙ୍କ ଉପରେ ଆର୍ଥିକ ବଢି ଚାଲିଛି । ସେହିପରି ରାଜ୍ୟ ସରକାରଙ୍କ ଅପାରଗତା ଯୋଗୁ ଓଡ଼ିଶାର କୋଟିଆରେ ଆନ୍ଧ୍ର ନିର୍ବାଚନ କରିବାକୁ ଯାଉଛି । ଶୀଘ୍ର ପଦକ୍ଷେପ ନିଆନଗଲେ, ଓଡ଼ିଶାର ୨୧ଟି ଗାଁକୁ ଆନ୍ଧ୍ର କବ୍‌ଜା କରିନେବ । ରାଜ୍ୟ ସରକାର ଠିକଣା ପଦକ୍ଷେପ ନେଇନଥିବାରୁ ଛତିଶଗଡ଼ ସରକାର ବ୍ୟାରେଜ୍‌ ନିର୍ମାଣ କରି ମହାନଦୀ ପାଣି ଅଟକାଇଛନ୍ତି ।

ଏହାସହ ରାଜ୍ୟରେ ଆଇନଶୃଙ୍ଖଳା ଭୁଶୁଡ଼ି ପଡ଼ିଲାଣି । ଶିଶୁ ଅପହରଣ, ନାରୀ ନିର୍ଯାତନା, ବେକାରୀ ସମସ୍ୟା, ରାଜନୈତିକ ହିଂସା ବଢ଼ି ଚାଲିଛି । ମାହାଙ୍ଗାରେ ରାଜନୈତିକ ହିଂସାକାଣ୍ଡ ସଭିଙ୍କୁ ସ୍ତବ୍ଧ କରିଛି । ହେଲେ ଏଯାବତ୍‌ ଅଭିଯୁକ୍ତମାନଙ୍କୁ ଧରାଗଲାନି । ଏସବୁ ପ୍ରସଙ୍ଗ ପ୍ରତିବାଦରେ କଂଗ୍ରେସ ରାସ୍ତାକୁ ଓହ୍ଲାଇବ । ଆସନ୍ତା ୧୫ରେ ରାଜ୍ୟବ୍ୟାପୀ ବନ୍ଦ ପାଳନକୁ ସଫଳ କରିବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି ନିରଞ୍ଜନ । ତେବେ ଏହି ବନ୍ଦ ପାଳନବେଳେ ସମସ୍ତ ଆବଶ୍ୟକୀୟ ଜରୁରୀ ସେବା (ଆମ୍ବୁଲାନ୍ସ, କ୍ଷୀର ଗାଡ଼ି) ବିନା ବାଧାରେ ଚାଲିବ । ପରୀକ୍ଷାର୍ଥୀମାନଙ୍କୁ କୌଣସି ଜାଗାରେ ଅଟକାଯିବ ନାହିଁ । ଗଣମାଧ୍ୟମ ପ୍ରତିନିଧିଙ୍କୁ ମଧ୍ୟ କୌଣସି ସ୍ଥାନରେ ବାଧା ଦିଆଯିବ ନାହିଁ ।


News Comment




Photo in News

Advertisment
Lastest News
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026
  ଜିଲ୍ଲା  
ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ   03-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   03-Jul-2026
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026

You Might Also Like