-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   (15-Jul-2026)       ||      ୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (15-Jul-2026)       ||      ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ    (15-Jul-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   (15-Jul-2026)       ||      କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   (15-Jul-2026)       ||      ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   (15-Jul-2026)       ||      ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||     

HOME   ଜିଲ୍ଲା

ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ

15-Jul-2026



ସଇଁତଳା (ପ୍ରେରଣା ଖବର): ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ଏକ ବୈଠକ ବାଳିକା ବିଦ୍ୟାଳୟ ସଇଁତଲାରେ ଅନୁଷ୍ଠିତ ହୋଇଛି। ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ନାରାୟଣ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକ ରେ କେରମେଲୀ ଜୋନ ର ସଭାପତି  ସରୋଜ ମିଶ୍ର, ଟିକ୍ରାପଡା ଜୋନ ସଭାପତି ଭୀମସେନ ଦେହେରୀ, ଗଣ୍ଡପତରାପାଲି ର ଜୋନ ସଭାପତି, ଅନିଲ ସାହୁ, ଶିଷକେଲାର ପ୍ରଧାନ ଶିକ୍ଷକ ମନୋଜ ବେହେରା ବ୍ଲକ ସମ୍ପାଦିକା ରଞ୍ଜିତା ମିଶ୍ର ମଂଚାସୀନ ହୋଇଥିଲେ।ପ୍ରତ୍ୟେକ ଜୋନ ର ସମ୍ପାଦକ, ପ୍ରସନନ ବାଗ, ଜିତେନ୍ଦ୍ର ନାୟକ, ରଂଜିତ କୁଆଁର, ନରୋତ୍ତମ ମଲ୍ଲିକ, କାର୍ଯ୍ୟକାରୀ ସଦସ୍ୟ, ଖେଳ ଶିକ୍ଷକ ସୁଦର୍ଶନ ନାୟକ, ବିନୋଦ ବିହାରୀ ବେହେରା ଉପସ୍ଥିତ ଥିଲେ। ଏଥିରେ ବ୍ଲକ ସମ୍ପାଦିକା, ଗତ ବର୍ଷ ର ବଜେଟ ଓ ଚଳିତ ବର୍ଷର ବଜେଟ ଉପସ୍ଥାପନା

କରିଥିଲେ। ତତ ସହିତ ଗତ ବର୍ଷର ସମସ୍ତ ଖେଳକୁଦର ବିବରଣୀ ପଠନ କରିଥିଲେ। ଗତ ବର୍ଷ ୪୯ଖେଳାଳି ରାଜ୍ୟ ସ୍ତରୀୟ ଖେଳରେ ଅଂଶଗ୍ରହଣ କରିଥିଲେ ଓ ୧୬ ଜଣ ଖେଳାଳି ଜାତୀୟ ସ୍ତରୀୟ ଖେଳ ରେ ଅଂଶଗ୍ରହଣ କରିଥିବା କଥା ବ୍ଲକ ସମ୍ପାଦିକା ସୂଚନା ଦେଇଥିଲେ।ଏହି ଖେଳକୁ ଜୋନ ରୁ କିପରି ଭଲ ଭାବରେ ହୋଇ, ବ୍ଲକକୁ ଖେଳାଳି ଆସିବେ ଏବଂ ରାଜ୍ୟ ଓ ଜାତୀୟସ୍ତରରେ ଆହୁରି ଅଂଶଗ୍ରହଣ କରିବେ ସେହି ଉପରେ ସମସ୍ତେ ଆଲୋଚନା କରି ଦିଗଦର୍ଶନ ଦେଇଥିଲେ। ଜୋନ ସମ୍ପାଦକ ମାନେ ତାଙ୍କ ଜୋନ ର ବିବରଣୀ ଦେଇ ଥିଲେ। ଶେଷରେ ପ୍ରଶାସନ ବାଗ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   15-Jul-2026
  ଜିଲ୍ଲା  
୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   15-Jul-2026
  ଜିଲ୍ଲା  
ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ   15-Jul-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   15-Jul-2026
  ଜିଲ୍ଲା  
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   15-Jul-2026
  ଜିଲ୍ଲା  
ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   15-Jul-2026
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026

You Might Also Like