-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ଜିଲ୍ଲା

ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ

15-Jul-2026



ଡୁଙ୍ଗୁରିପାଲି(ଆରବିନ୍ଦ ମିଶ୍ର): ସୁବର୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅଂଚଳରେ ଆଜି ମଦ ପିଇ ଗୋଟିଏ ପରିବାରର ଦୁଇ ଭାଇଙ୍କ ମୃତ୍ୟୁ ହୋଇଥିବା ଅଂଚଳରେ ଚର୍ଚ୍ଚାର ବିଷୟ ପାଳଟିଛି । ପ୍ରାପ୍ତ ସୂଚନା ଅନୁସାରେ ଗଜବନ୍ଧ ଗ୍ରାମର ସନ୍ତୋଷ ରାଜହଂସ (୩୮), ତେଜରାଜ ରାଜହଂସ (୪୨) ଏବଂ ଅନ୍ୟ ଭାଇ ସବୁଠାରୁ ବଡ । ସନ୍ତୋଷ ରାଜହଂସ ଅତାବିରା ଅଂଚଳରେ ଏକ ସିକ୍ୟୁରିଟି ଗାଡ ଭାବରେ କାମ କରନ୍ତି। ଅନ୍ୟ ଭାଇ ମାନେ ଗାଁରେ ରହନ୍ତି । ବଡଭାଇର ଝିଅ ଗାଁରେ ବିବାହ କରିଛି । ତାଙ୍କର ଏକ ପୁଅର ଆଜି ଅନ୍ନ ପ୍ରାସନ କାର୍ଯ୍ୟକ୍ରମ ରହିଥିଲା । ସନ୍ତୋଷ ଏବଂ ମଝିଆ ଭାଇ ତେଜରାଜ ଦୁହେଁ ମଦ ପିଇଥିଲେ । ବଡ ଭାଇ ପରେ ପିଇବି ବୋଲି କହିଥିଲେ ବୋଲି ଅଂଚଳରେ ଆଲୋଚନା ହେଉଛି । ଦୁଇ ଭାଇ ମଦ ପିଇବା ପରେ ଅସୁସ୍ଥ ହୋଇ ପଡିଥିଲେ। ସଙ୍ଗେ ସଙ୍ଗେ ସାନ ଭାଇ ସନ୍ତୋଷକୁ ଡୁଙ୍ଗୁରିପାଲି ଡାକ୍ତରଖାନାକୁ ଆଣିଥିଲେ । ସେତେବେଳକୁ ତାଙ୍କର ମୃତ୍ୟୁ ହୋଇଯାଇଥିବା ଡାକ୍ତର ପ୍ରକାଶ କରିଛନ୍ତି । ଅନ୍ୟ ଭାଇ ତେଜରାଜକୁ ବରପାଲି ଡାକ୍ତରଖାନା ନିଆଯାଇଥୁଲା । ସେଠାରେ ତାଙ୍କର ମୃତ୍ୟୁ ଘଟିଛି । ଖବର ପାଇ ରାମପୁର ଥାନାଧୁକାରିଣୀ ବିନୋଦିନୀ ବରିହା ଡୁଙ୍ଗୁରିପାଲି ଡାକ୍ତରଖାନା ପହଂଚି ଶବ ଜବତ କରି ଏକ ଅପମୃତ୍ୟୁ ମାମଲା ଋଜୁ କରି ଶବ ବ୍ୟବଚ୍ଛେଦ ପାଇଁ ବିନିକା ପଠାଇଛନ୍ତି । ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣା ପଢିବ ବୋଲି ପୁଲିସ ପକ୍ଷରୁ ସଫେଇ ଦିଆଯାଇଥିବା ବେଳେ ପରିବାରର ଜଣେ ସଦସ୍ୟ ‘ମଦ ପିଇ ମୋର କାକାର ମୃତ୍ୟୁ ହୋଇଛି’ ବୋଲି ବୟାନ ଦେଇଛି । ମଦ

କେଉଁଠି ଆସିଥିଲା, ତାହା ବିଷାକ୍ତ ଥୁଲା କି, ସେଥ୍‌ରେ ଅନ୍ୟ କୌଣସି ରାସାୟନିକ ଦ୍ରବ୍ୟ ମିଶା ଯାଇଥୁଲା କି ? ଯାହାକି ପୁଲିସ ପାଇଁ ଏକ ଚାଲେଞ୍ଜ ସୃଷ୍ଟି କରିଛି । ଗତ କିଛି ଦିନ ହେବ ରାମପୁର ଥାନା ଅଂଚଳରେ ଦେଶୀ ରନ୍ଧା ମଦର ବନ୍ୟା ଛୁଟିଥୁବା ଖୋଦ ରାମପୁର ସରପଂଚ ମନୋଜ ପୁରୋହିତଙ୍କ ସମେତ ଗ୍ରାମର ଶତାଧୁକ ମହିଳା, ସଚେତନ ବ୍ୟକ୍ତି ଥାନା ଏବଂ ପ୍ରସାଶନ ନିକଟରେ ଅଭିଯୋଗ କରିଆସିଥିଲେ । ଏହି ଅଂଚଳ ନିଶା କାରବାରର ହପ ପାଳଟିଛି ବୋଲି ମଧ୍ଯ ଏମାନେ ଆଗରୁ ଅଭିଯୋଗ କରି ଆସୁଛନ୍ତି । ଯାହାକି ଆଜି ପ୍ରମାଣିତ ହେବାରେ ଲାଗିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like