-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l

16-Jul-2026



ଲୋଇସିଂହା, (ପ୍ରେରଣା ଖବର) ଆଜି ଲୋଇସିଂହା ଠାରେ 34 ନମ୍ବର ଜୋନ ବିଜେପି ମଣ୍ଡଳ ସଭାପତି ମଣ୍ଟୁ ସାହୁ ଙ୍କ ଅଧ୍ୟକ୍ଷତାରେ ବିଜେପି ସରକାର ଙ୍କର ଉପଲବ୍ଧି କୁ ନେଇ ଏକ କାର୍ଯ୍ୟକ୍ରମ କରିଥିଲେ l 34 ନ. ଜୋନ ରେ 2019 ରୁ 2027 ପର୍ଯ୍ୟନ୍ତ ଲୋଇସିଂହା ବିଧାୟକ ତଥା ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ ଦ୍ୱାରା ହୋଇଥିବା ଉନ୍ନତିମୂଳକ କାର୍ଯ୍ୟ ଉପରେ ମଣ୍ଡଳ ସଭାପତି ଶ୍ରୀ ସାହୁ ପ୍ରକାଶ କରିଥିଲେ l ତଳିଉଡାର ରୁ ରେଙ୍ଗାଲି ପର୍ଯ୍ୟନ୍ତ ପିଡ଼ବ୍ଲୁ ରାସ୍ତା, ଝାରମୁଣ୍ଡା ରୁ ବାଦିମୁଣ୍ଡା ପର୍ଯ୍ୟନ୍ତ ପିଡ଼ବ୍ଲୁ ରାସ୍ତା, ଝାରମୁଣ୍ଡା ର ଇଣ୍ଡୋର ଷ୍ଟାଡିୟମ l ଉପରବାହାଲ ରେ କ୍ଲଷ୍ଟର ବିଲଡିଂ, +2 ବିଦ୍ୟାଳୟ, ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ନିର୍ମାଣ l ସରଗାଡ଼ ରେ ଏଡିଟୋରିଅମ, ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ l ବୁରୋମୁଣ୍ଡା ରେ ଷଷ୍ଠ ରୁ ଅଷ୍ଟମ ପର୍ଯ୍ୟନ୍ତ ପ୍ରାଥମିକ ଗ୍ରାଣ୍ଟ ବିଦ୍ୟାଳୟ, ଅଢେଇ କୋଟି ଟଙ୍କାର ପି. ଆଇ. ଆର ପ୍ରସୂତି ଯାହାକି ଆଗାମୀ ନଭେମ୍ବର ସୁଦ୍ଧା ଆରମ୍ଭ ହେବ, ସୋଲାର ଯୋଗେ ପାଣି ଯୋଗାଣ l ଜଟିପାଳି ରେ ଓବର ଟେଂକ ଯୋଗେ ପାଣି ର ବ୍ୟବସ୍ଥା l ତଳିଉଡାର ରେ କଲ୍ୟାଣ ମଣ୍ଡପ ଓ ରାମଲୀଳା ମଣ୍ଡପ, ସ୍କୁଲ ରେ ଶ୍ରେଣୀ ଗୃହ ର ବ୍ୟବସ୍ଥା l କୁସଂଗ ରେ ଆଞ୍ଚଳିକ ଡିଗ୍ରୀ କଲେଜ ରେ ଅତିରିକ୍ତ ଶ୍ରେଣୀ ଗୃହ ଗୁଡିକର ର କାର୍ଯ୍ୟ ଚାଲିଛି l ଗେର୍ଡି ରେ ନୂତନ ହାଇସ୍କୁଲ ବିଲଡିଂ ଓ ନୂତନ ପଂଚାୟତ ଗୃହ l ତଲିଉଡାର - କୁସମେଲ - ଲୋୟର ସୁକ୍ତେଲ ପ୍ରକଳ୍ପ ପର୍ଯ୍ୟନ୍ତ ପି. ଡବ୍ଲୁ ଡି ରାସ୍ତା l ସରଗାଡ଼ ସିଂହଣିମୁଣ୍ଡା ରେ ଭୂମିହୀନ ଙ୍କ ପାଇଁ ଜମିଚିହ୍ନଟ ଓ 50 ଜଣ ଙ୍କୁ ପଟ୍ଟା ପ୍ରଦାନ ପ୍ରଭୃତି ଉନ୍ନତିମୂଳକ କାମ ବିଧାୟକ ଥିବା ସମୟରେ ଓ ସ୍ୱାସ୍ଥ୍ୟମନ୍ତ୍ରୀ ହେଲାପରେ କରିବା ସହ ଆଗାମୀ ଦିନରେ ଆହୁରି ଅନେକ ଜନହିତ କାମ ର ଯୋଜନା ରହିଛି ବୋଲି ମଣ୍ଡଳ ସଭାପତି ଶ୍ରୀ ସାହୁ ନୀଳାଞ୍ଚଳ ପାତ୍ର ଙ୍କ ଉପସ୍ଥିତି ରେ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like