-+91-9937148622 |

prerana_bgr@rediffmail.com |

  Thursday 16th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   (16-Jul-2026)       ||      ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   (16-Jul-2026)       ||      ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l    (16-Jul-2026)       ||      ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   (15-Jul-2026)       ||      ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   (15-Jul-2026)       ||      ନୂଆପଡ଼ା ଜିଲ୍ଲା ବର୍ଷୀୟାନ ଜନନାୟକ ସ୍ୱର୍ଗୀୟ ଘାସିରାମ ମାଝୀଙ୍କ ଜନ୍ମ ଜୟନ୍ତୀ ପାଳିତ   (15-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ଜନ ସଂଖ୍ୟା ଦିବସ ପାଳିତ* -   (15-Jul-2026)       ||      ତେନ୍ତୁଳିଖୁଣ୍ଟି ବିଦ୍ୟାଳୟରେ ପରିଚାଳନା କମିଟି ଗଠନ   (15-Jul-2026)       ||      ଜନ୍ମଦିନରେ ସମର୍ଥକ କଲେ ରକ୍ତଦାନ ଶିବିର, ନେତା କଲେ ରୋଗୀଙ୍କୁ ଫଳ ବଣ୍ଟନ।   (15-Jul-2026)       ||      *ନବରଙ୍ଗପୁର ଜିଲ୍ଲା ରେ ସାମ୍ବାଦିକ ପରିଚୟ ଦେଇ ଚାନ୍ଦା ଆଦାୟ ଅଭିଯୋଗ*   (15-Jul-2026)       ||      ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   (15-Jul-2026)       ||      *କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   (15-Jul-2026)       ||      ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   (15-Jul-2026)       ||      ୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (15-Jul-2026)       ||      ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ    (15-Jul-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   (15-Jul-2026)       ||      କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   (15-Jul-2026)       ||      ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   (15-Jul-2026)       ||      ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟିକୁ ରାଜନୀତିର ଉର୍ଦ୍ଧ୍ୱ ରେ ରଖାଯାଉ   (14-Jul-2026)       ||     

HOME   ଜିଲ୍ଲା

ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ

16-Jul-2026



ଡୁଙ୍ଗୁରିପାଲି(ଆରବିନ୍ଦ ମିଶ୍ର): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଦିଗଶିରା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ନୂତନ ପରିଚାଳନା କମିଟି ବୁଧବାର ଗଠନ କରାଯାଇଛି |ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅକ୍ଷୟ କୁମାର ଦାସଙ୍କ ଅଧକ୍ଷତାରେ ଅନୁଷ୍ଠିତ ବୈଠକରେ  ଅଭିଭାବିକା ଅଭିଭାବକଙ୍କ ମଧ୍ୟରୁ ବିଭିନ୍ନ ବର୍ଗର ୧୫ଜଣଙ୍କୁ  ପରିଚାଳନା କମିଟିର ସଦସ୍ୟ ଭାବେ ମନୋନୀତ କରାଯାଇଥିଲା | ସର୍ବସମ୍ମତି କ୍ରମେ ସହଦେଵ ପଧାନଙ୍କୁ ସଭାପତି ଏବଂ ସୁମିତ୍ରା ପଧାନଙ୍କୁ ଉପସଭାପତି ଭାବେ ଚୟନ କରାଯାଇଥିଲା | ସେହିପରି  ନଳିନୀ ବାଗ, ରିତା ବିଭାର, ଯଶସ୍ବୀନ ଶିକା, ସୁଜାତା ମେହେର, ହରିପ୍ରିୟା ମେହେର, ତପସ୍ୱିନୀ ମେହେର, ସୁରଭି ମେହେର, ବବିତା ମେହେର, ଅଶୋକ ପଧାନ, ବିଜୟ ପୁଟେଲ, ମହେଶ୍ୱର ସୁନା, ବିଜୁ ସାହୁ ଏବଂ ଦିଲୀପ ରଣା ପ୍ରମୁଖଙ୍କୁ କମିଟିର  ସଦସ୍ୟ ଭାବେ ମନୋନୀତ କରାଯାଇ ଥିଲା | ଅଙ୍ଗନୱାଡ଼ି କର୍ମୀ  ଦୀପିକା ଜେନା,ଆଶା ରଞ୍ଜିତା ରଣା ଏବଂ ୱାର୍ଡ ମେମ୍ବର ଆନନ୍ଦ ମେହେରଙ୍କୁ ଉପଦେଷ୍ଟା ଭାବେ ମନୋନୀତ କରାଯାଇଛି |ସିଆରସିସି ଦିଲୀପ କୁମାର ପଧାନ କମିଟି ଗଠନରେ ଯୋଗ ଦେଇ ପରିଚାଳନା କମିଟି ଗଠନର ଉଦେଶ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ | ନୂତନ କମିଟି ଗଠନ ହେଵା ଦ୍ଵାରା ବିଦ୍ୟାଳୟ ରେ ଗୁଣାତ୍ମକ ଶିକ୍ଷାର ପ୍ରସାର, ମଧ୍ୟାହ୍ନ ଭୋଜନର ତଦାରଖ, ଛାତ୍ରୀଛାତ୍ରଙ୍କ ସୁରକ୍ଷା,ସ୍କୁଲ ପରିବେଶର ଯତ୍ନ ନେବା ଓ ସ୍ୱାସ୍ଥ୍ୟ ସମ୍ୱନ୍ଧୟୀ ବିଭିନ୍ନ ପ୍ରସଙ୍ଗର ସମୀକ୍ଷା ପାଇଁ ପ୍ରତି ମାସ ବୈଠକ କରିବ ବୋଲି ସିଆରସିସି ପଧାନ ସୂଚନା ପ୍ରଦାନ କରିଥିଲେ |ଅନ୍ୟ ପକ୍ଷେ ନୂତନ ଭାବେ ପରିଚାଳନା କମିଟି ମନୋନୀତ ସଭାପତି ସହଦେଵ ପଧାନ, ଛାତ୍ରୀଛାତ୍ରଙ୍କ ଖାଇବା ମଧ୍ୟାହ୍ନ ଭୋଜନ ଗୃହ ଖୁବ ଶୀଘ୍ର କରାଯିବ ବୋଲି କହିଥିଲେ | ନୂତନ ମନୋନୀତ କମିଟିରେ ୯ଜଣ  ମହିଳା ଓ ୬ ଜଣ ପୁରୁଷ ରହିଛନ୍ତି। କମିଟି ଗଠନରେ ବରିଷ୍ଠ ଶିକ୍ଷୟତ୍ରୀ ଅଞ୍ଜନା ବାଗ, ବାବୁଲାଲ ବଣିଆ ଉପସ୍ଥିତ ରହି ସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   16-Jul-2026
  ଜିଲ୍ଲା  
ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   16-Jul-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l   16-Jul-2026
  ଜିଲ୍ଲା  
ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   15-Jul-2026
  ଜିଲ୍ଲା  
ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   15-Jul-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ବର୍ଷୀୟାନ ଜନନାୟକ ସ୍ୱର୍ଗୀୟ ଘାସିରାମ ମାଝୀଙ୍କ ଜନ୍ମ ଜୟନ୍ତୀ ପାଳିତ   15-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ଜନ ସଂଖ୍ୟା ଦିବସ ପାଳିତ* -   15-Jul-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବିଦ୍ୟାଳୟରେ ପରିଚାଳନା କମିଟି ଗଠନ   15-Jul-2026
  ଜିଲ୍ଲା  
ଜନ୍ମଦିନରେ ସମର୍ଥକ କଲେ ରକ୍ତଦାନ ଶିବିର, ନେତା କଲେ ରୋଗୀଙ୍କୁ ଫଳ ବଣ୍ଟନ।   15-Jul-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲା ରେ ସାମ୍ବାଦିକ ପରିଚୟ ଦେଇ ଚାନ୍ଦା ଆଦାୟ ଅଭିଯୋଗ*   15-Jul-2026
  ଜିଲ୍ଲା  
ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   15-Jul-2026
  ଜିଲ୍ଲା  
*କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   15-Jul-2026

You Might Also Like