-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ଜିଲ୍ଲା

*ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-

16-Jul-2026



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ )
ସ୍ଥାନୀୟ ନ୍ୟୁ ଟାଉନହଲ ଠାରେ  ରମେଶ ବସନ୍ତ ଟ୍ରଷ୍ଟ  ସୁବର୍ଣ୍ଣପୁରପ୍ରାୟୋଜିତ ଆର୍ ଏମ୍ ଡିଜିଟାଲ ନାମରେ ଏକ ଟିଭି ନ୍ୟୁଜ୍ ଚେନେଲ ର ଉଦଘାଟନ ହୋଇଯାଇଛି। ସଂପାଦିକା ପୂର୍ଣ୍ଣିମା ମିଶ୍ର ଙ୍କ ପୈ।ରହିତ୍ୟ ରେ ଅନୁଷ୍ଠିତ ହୋଇଥିବା ଉଦଘାଟନି ସଭାରେ  ମୁଖ୍ୟ ଅତିଥି ଭାବରେ ତେଲଣ୍ଡା ର ମାଁ ରାମଚଣ୍ଡୀ ମନ୍ଦିର ର ମୁଖ୍ୟ ପୂଜକ ବୃହସ୍ପତି ଥନାପତି  ଅନ୍ୟତମ ଅତିଥିଭାବେ ପୂର୍ବତନ ବିଚାରପତି ପ୍ରକାଶ କୁମାର ରଥ, ପୂର୍ବତନ ଜିଲ୍ଲା ଜଜ୍ ଧନୁର୍ଦ୍ଧର ସେନାପତି, ଆଇନଜୀବୀ ଅଦ୍ୱୈତ କୁମାର ପଣ୍ଡା, ଶ୍ୟାମାଓମ୍ ପ୍ରସାଦ ମିଶ୍ର, ଇନ୍ଦୁମତୀ ପୁରୋହିତ, କବୟିତ୍ରୀ ସସ୍ମିତା ମେହେର ଯୋଗଦେଇ ଏହି ଚ୍ୟାନେଲ ଜିଲ୍ଲା ରେ ସାମାଜିକ , ସାଂସ୍କୃତିକ ସଚେତନତା ସୃଷ୍ଟି କରିବା ସହ ମୁଖ୍ୟତଃ ଗରିବ ଅବହେଳିତ ନିଷ୍ପେସିତ ଲୋକଙ୍କ ସ୍ଵର ହୋଇ ତାର ସଂଗ୍ରାମ ଚାଲୁ ରଖିବାସହ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ଆଜି ସଭାରେ ଅତିଥିବୃନ୍ଦ ମତବ୍ୟକ୍ତ  କରିଥିଲେ। ଆନ୍ତର୍ଜାତିୟ ପୁରସ୍କାର ପ୍ରାପ୍ତ ସମାଜସେବୀ ଡଃ ନିବେଦିତା ରଥ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଜିଲ୍ଲା ର  ଜନମୁରା, ବଡଝିଙ୍କି, ମଝିପଡା, ଗ୍ରୀଡକୋ ଅଞ୍ଚଳ, ହିକୁଡି, ବିଜେପୁର, ଗୋପାଳପୁର ,ରକ୍ସା,ପଲାସ,ମେଟାକାନୀ ମନ୍ଦିର ପାଖ ବଜାର, ,ମରିଚପୁର, ନୂଆଗାଁ ,ଜାଲୋଏ, ହିଙ୍ଗମା ପ୍ରଭୃତି ଗ୍ରାମ ମାନଙ୍କରେ ମହିଳା ମାନଙ୍କୁ ଆତ୍ମନିର୍ଭରଶୀଳ କରାଇବା ଲକ୍ଷ୍ୟ ନେଇ ବିଗତ ଦିନରେ ଅନ୍ୟୁନ ୫୦୦୦ ମହିଳାଙ୍କୁ ନେଇ ସୁଚରିତା ମହିଳା ମହାସଂଘ ଗଠନ କରି ତାଙ୍କୁ ଆର୍ଥିକ ସହାୟତା ପ୍ରଦାନ କରି ତାଙ୍କୁ ଯଥାସମ୍ଭବ ରୋଜଗାର ର ପନ୍ଥା ଯୋଗାଇ ତାଙ୍କୁ ସ୍ବାବଲମ୍ବୀ କରାଯାଇଛି ଯାହାକି ଏ ଅଞ୍ଚଳରେ ଡଃ ନିବେଦିତା ସର୍ବସାଧାରଣ ରେ ବହୁ ପ୍ରଶଂସିତ ହୋଇଛନ୍ତି।

ଏହି ଅବସରରେ ସମାଜର ବିଭିନ୍ନ ସ୍ତରରେ ପାରଦର୍ଶିତା ଲାଭ କରିଥିବା ବିଭିନ୍ନ ବ୍ୟକ୍ତିବିଶେଷ ଙ୍କୁ ସେବା ସମ୍ମାନ ୨୦୨୬ ପ୍ରଦାନ କରାଯାଇଥିଲା।   ସୁଚରିତା ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଗଠନ ର ମୁଖ୍ୟ ଆନନ୍ଦିନୀ ବେହେରା, ଦିନେଶ ଦୀପ୍, ମାଧବ କୁମ୍ଭାର, ଇନ୍ଦୁମତି ପୁରୋହିତ, ଅଦ୍ୱୈତ କୁମାର ପଣ୍ଡା, ଶ୍ୟାମାଓମ୍ ପ୍ରସାଦ ମିଶ୍ର, ହିକୁଡି ଉପ୍ରା ସ୍କୁଲ ର ପ୍ରଧାନ ଶିକ୍ଷୟିତ୍ରୀ ସତ୍ୟଭାମା ମିଶ୍ର, ଶୁକ୍ଳାମ୍ୱର ପାଣିଗ୍ରାହୀ, ସାମ୍ବାଦିକ ଦିଲ୍ଲୀପ ପାତ୍ର, ମନୋରଞ୍ଜନ ତ୍ରିପାଠୀ, ରାଜକିଶୋର ତ୍ରିପାଠୀ, ମହାଦେବ ମଲ୍ଲିକ, ସନ୍ତୋଷ ମିଶ୍ର, ରଞ୍ଜନ ବାରିକ, ସମାଜ ସେବୀ ସିଦ୍ଧେଶ୍ୱର ମିଶ୍ର, ରାଜକୁମାର ମିଶ୍ର ପ୍ରମୁଖ ବିଭିନ୍ନ ବର୍ଗ ର ବ୍ୟକ୍ତି ବିଶେଷ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like