-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||     

HOME   ଜିଲ୍ଲା

କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ

16-Jul-2026



କଟକ, ତା ୧୬-୭-୨୬,(ତପନ ମହାନ୍ତି )
କଟକରେ ଚାନ୍ଦିନୀ ଚୌକ, ଦୋଳମୁଣ୍ଡାଇ, ରାଣୀହାଟ ସମେତ ଯୋବ୍ରା,ତୁଳସୀପୁର, ପିଠାପୁର, ମହାନଦୀ ବିହାର ଏବଂ ପ୍ରଥମକରି ଆରମ୍ଭ ହୋଇଥିବା ସେକ୍ଟର -୬,ସି ଡି ଏ ଆଦି ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏଥି ନିମନ୍ତେ ପ୍ରସାଶନିକ ସ୍ତରରେ ସମ୍ପୃକ୍ତ ବିଭାଗ ମଧ୍ୟରେ ସମସ୍ତ ସହଯୋଗ କରାଯିବା ସହ ପୋଲିସ ପ୍ରଶାସନ ଦ୍ୱାରା ଟ୍ରାଫିକ ଓ ଭିଡ଼ ନିୟନ୍ତ୍ରଣ ବ୍ୟବସ୍ଥା କରାଯାଇ ଶାନ୍ତି ଶୃଙ୍ଖଳା ରକ୍ଷା କରାଯାଇଛି। 
ଏହି ଅବସରରେ ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ୍ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ବିଭିନ୍ନ ରଥଯାତ୍ରା କମିଟି ଦ୍ଵାରା ଅନୁଷ୍ଠିତ ହେଉଥିବା ରଥଯାତ୍ରା ଆୟୋଜନରେ ଯୋଗ ଦେଇ ପ୍ରଭୁଙ୍କ ପୂଜାର୍ଚ୍ଚନା ସହ ଆଶୀର୍ବାଦ ପ୍ରାପ୍ତ କରିଥିଲେ ଏବଂ ସମ୍ବର୍ଦ୍ଧନା ସଭାରେ ଯୋଗଦେଇଥିଲେ।ଏହି ଅବସରରେ ପରଂପରା ଅନୁଯାୟୀ ଅପରାହ୍ନ ୪ଘଟିକା ସମୟରେ ରାଣୀହାଟଠାରେ ବଳଦେବଜୀଉ ରଥଯାତ୍ରା କମିଟି ପକ୍ଷରୁ ଶ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିରର ରଥରେ ମହାପ୍ରଭୁଙ୍କ ନିତିକାନ୍ତ ଅନୁଷ୍ଠିତ ହେବା ପରେ ଜିଲ୍ଲାପାଳ ଶ୍ରୀ ଶିନ୍ଦେ କୀର୍ତ୍ତନ,ମୂର୍ଦ୍ଦଙ୍ଗ ବାଜା ସହ ପାଟ ପଟୁଆର ପଦଯାତ୍ରାରେ ଆସି ରଥାରୂଢ଼ ତିନି ଠାକୁରଙ୍କ ରଥର ଛେରା ପହଁରା ଓ ପୂଜା ଅର୍ଚ୍ଚନା କରିଥିଲେ ।

 ଏହା ପରେ ପରେ ଭକ୍ତ ମାନଙ୍କ ଦ୍ଵାରା ରଥଟଣା ଅନୁଷ୍ଠିତ ହୋଇଥିଲା। ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ପ୍ରକାଶିତ ହୋଇଥିବା ଉତ୍କଳ ପ୍ରସଙ୍ଗ ବହିକୁ କଟକର ଜଗନ୍ନାଥ ପ୍ରେମୀ ଓ ଭକ୍ତ ତଥା ପାଠକଙ୍କ ଠାରେ ଉପଲବ୍ଧ କରାଇବା ନିମନ୍ତେ ଜିଲ୍ଲାପାଳ ପୂଜା କମିଟିର ପରିଚାଳକ ଓ ଅଧିକାରୀମାନଙ୍କ ଉପସ୍ଥିତିରେ ଶୁଭାରଂଭ କରିବା ସହ ଦୋଳମୁଣ୍ଡାଇଠାରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଖୋଲାଯାଇଥିବା ସୂଚନା କେନ୍ଦ୍ର ଷ୍ଟଲଟିର ଉନ୍ମୋଚନ କରିଥିଲେ।ଚଳିତ ବର୍ଷ ଶାନ୍ତି ଶୃଂଖଳାର ସହ ରଥଯାତ୍ରା ଅନୁଷ୍ଠିତ ହୋଇଥିବାରୁ ଜିଲ୍ଲାପାଳ ସମସ୍ତ ରଥଯାତ୍ରା କମିଟିର କର୍ମକର୍ତ୍ତାଙ୍କ ସହ କଟକ ବାସୀ ତଥା ସଂପୃକ୍ତ ସମସ୍ତ ବିଭାଗୀୟ ଅଧିକାରୀ,ଯନ୍ତ୍ରୀ, ପୋଲିସ ପ୍ରଶାସନ ଏବଂ ଅଗ୍ନିଶମ କର୍ମଚାରୀଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026

You Might Also Like