-+91-9937148622 |

prerana_bgr@rediffmail.com |

  Thursday 16th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||      କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   (16-Jul-2026)       ||      କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   (16-Jul-2026)       ||      *ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   (16-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   (16-Jul-2026)       ||      *ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   (16-Jul-2026)       ||      ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   (16-Jul-2026)       ||      ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l    (16-Jul-2026)       ||      ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   (15-Jul-2026)       ||      ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   (15-Jul-2026)       ||      ନୂଆପଡ଼ା ଜିଲ୍ଲା ବର୍ଷୀୟାନ ଜନନାୟକ ସ୍ୱର୍ଗୀୟ ଘାସିରାମ ମାଝୀଙ୍କ ଜନ୍ମ ଜୟନ୍ତୀ ପାଳିତ   (15-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ଜନ ସଂଖ୍ୟା ଦିବସ ପାଳିତ* -   (15-Jul-2026)       ||      ତେନ୍ତୁଳିଖୁଣ୍ଟି ବିଦ୍ୟାଳୟରେ ପରିଚାଳନା କମିଟି ଗଠନ   (15-Jul-2026)       ||      ଜନ୍ମଦିନରେ ସମର୍ଥକ କଲେ ରକ୍ତଦାନ ଶିବିର, ନେତା କଲେ ରୋଗୀଙ୍କୁ ଫଳ ବଣ୍ଟନ।   (15-Jul-2026)       ||      *ନବରଙ୍ଗପୁର ଜିଲ୍ଲା ରେ ସାମ୍ବାଦିକ ପରିଚୟ ଦେଇ ଚାନ୍ଦା ଆଦାୟ ଅଭିଯୋଗ*   (15-Jul-2026)       ||      ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   (15-Jul-2026)       ||      *କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   (15-Jul-2026)       ||      ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   (15-Jul-2026)       ||     

HOME   ଜିଲ୍ଲା

ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ

16-Jul-2026



ବଲାଙ୍ଗିର(ପ୍ରେରଣା ଖବର): ଅଖିଳ ଭାରତୀୟ ୮୪ ଘର ଅଘରିଆ ସମାଜ ଆଞ୍ଚଳିକ କମିଟି ବଲାଙ୍ଗିର ଜିଲ୍ଲାର ବାର୍ଷିକ ମୁଖପତ୍ର ଚତୁର୍ବିଂଶ ସଂସ୍କରଣ "ଅଘରିଆ ଜ୍ଯୋତି" ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ଭାଲେର ମଣ୍ଡଳ ଅଧୀନସ୍ଥ କୁରୁଲ ଗୁଡ଼ି ର ଓଡ଼ିଆପାଲି ଜଗନ୍ନାଥ ମନ୍ଦିର ଠାରେ ଉନ୍ମୋଚିତ ହୋଇଯାଇଛି । ପ୍ରଥମେ ଓଡ଼ିଆପାଲି ରାମ ମନ୍ଦିର ଠାରେ ପ୍ରଭୁ ଶ୍ରୀରାମ ଚନ୍ଦ୍ର ଙ୍କ ପୂଜା କରି ଜଗନ୍ନାଥ ମନ୍ଦିରକୁ ଘଣ୍ଟ ଶଙ୍ଖ ମୃଦଙ୍ଗ ଓ ଝାଞ୍ଜ ର ତାଳେ ତାଳେ ଗ୍ରାମବାସୀ ପାଛୋଟି ନେଇଥିଲେ । ସେଠାରେ ପ୍ରଭୁ ଜଗନ୍ନାଥଙ୍କ ଠାରେ ପୁସ୍ତକକୁ ପୂଜା କରି ଉନ୍ମୋଚନ କରିଥିଲେ କେନ୍ଦ୍ର ସଭାପତି ଶୁଭ୍ରାଂଶୁ ଶେଖର ପଟେଲ, ପୁସ୍ତକ କମିଟି ମୁଖ୍ୟ ସମ୍ପାଦକ ସନ୍ତୋଷ କୁମାର ରାଉତ, ଉପ ସଭାପତି ଲିଲି ପଟେଲ, ସାଧାରଣ ସମ୍ପାଦକ ଦିଗାମ୍ବର ନାଏକ, ମଣ୍ଡଳ ସଭାପତି

ଭାଲେର ରାଜକିଶୋର ନାଏକ, ଗୋବିନ୍ଦ ଚନ୍ଦ୍ର ପଟେଲ, ବଲାଙ୍ଗିର, କୁଶଙ୍ଗ ମଣ୍ଡଳ ସଭାପତି ଦୁଷ୍ମନ୍ତ ପଟେଲ, ଭଇସା ମଣ୍ଡଳ ଉପ ସଭାପତି ବିରଞ୍ଚି ରାଉତ, କୁରୁଲ ଗୁଡ଼ି ସଭାପତି ଦୁଃଶାସନ ନାଏକ,ଉପଦେଷ୍ଟା ଦ୍ୱାରିକା ନାଥ ପଟେଲ, ଚିତ୍ତ ରଞ୍ଜନ ପଟେଲ, ରାଜ କୁମାର ପଟେଲ, ପୁସ୍ତକ କମିଟି ସହ ସମ୍ପାଦକ ଭକ୍ତ ଚରଣ ନାଏକ, ସଭ୍ୟ ସୁରେନ୍ଦ୍ର ପଟେଲ ଓ ଦାଶରଥି ପଟେଲ । ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ ବୁଢାବାହାଲ ନିବାସୀ ବିଜୟ କୁମାର ନାଏକ । କାର୍ଯ୍ୟକ୍ରମରେ ଚାରି ମଣ୍ଡଳର କର୍ମକର୍ତ୍ତା , ଅଠର ଗୁଡ଼ି ସଭାପତି ଓ କର୍ମକର୍ତ୍ତା,

ମହିଳା ମଞ୍ଚ, ଯୁବାମଞ୍ଚ, କୃଷକ ମଞ୍ଚ, କେନ୍ଦ୍ର କମିଟି, ନିର୍ବାଚନ ଅଧିକାରୀ, ସମୀକ୍ଷକ, ଶିକ୍ଷା କମିଟି ଓ ନିର୍ମାଣ କମିଟି ସହ କୁରୁଲ ଗୁଡ଼ି ଅଧୀନସ୍ଥ ସମସ୍ତ ଗ୍ରାମ୍ୟ କମିଟି ସଭାପତି ଓ କର୍ମକର୍ତ୍ତା ଉପସ୍ଥିତ ଥିଲେ । ଓଡ଼ିଆପାଲି ଜାତି ଭାଇର ଯୁବା ବନ୍ଧୁ ଓ ମହିଳା ମାନଙ୍କ ମିଳିତ ପ୍ରୟାସରେ କାର୍ଯ୍ୟକ୍ରମ ସଫଳ ହୋଇଥିଲା। ଅତିଥି ଆମନ୍ତ୍ରଣ କରିଥିଲେ କୁରୁଲଗୁଡ଼ି ସଭାପତି ଦୁଃଶାସନ ନାଏକ,ସଭା ପରିଚାଳନା କରିଥିଲେ ଦିଗାମ୍ବର ନାଏକ ଓ ଶେଷରେ ଧନ୍ଯବାଦ ଅର୍ପଣ କରିଥିଲେ ଗୁଡ଼ି ସଭ୍ୟ ନିତ୍ୟାନନ୍ଦ ସାଏ । ଶେଷରେ ସମସ୍ତଙ୍କ ପାଇଁ ପ୍ରସାଦ ବଣ୍ଟନର ବ୍ୟବସ୍ଥା କରାଇଥିଲେ କସାବହାଲ ନିବାସୀ ବୁଦ୍ଧଦେବ ନାଏକ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ   16-Jul-2026
  ଜିଲ୍ଲା  
ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ   16-Jul-2026
  ଜିଲ୍ଲା  
ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   16-Jul-2026
  ଜିଲ୍ଲା  
କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   16-Jul-2026
  ଜିଲ୍ଲା  
କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   16-Jul-2026
  ଜିଲ୍ଲା  
*ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   16-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   16-Jul-2026
  ଜିଲ୍ଲା  
*ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   16-Jul-2026
  ଜିଲ୍ଲା  
ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   16-Jul-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l   16-Jul-2026
  ଜିଲ୍ଲା  
ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   15-Jul-2026
  ଜିଲ୍ଲା  
ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   15-Jul-2026

You Might Also Like