-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||     

HOME   ଜିଲ୍ଲା

କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.

17-Jul-2026



କୋକସରା  (ତ୍ରିନାଥ ବେଶ୍ରା )
 ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ଵିତୀୟା ତିଥି ଜଗତର ନାଥ ଶ୍ରୀଜଗନ୍ନାଥ ଙ୍କ ଘୋଷ ଯାତ୍ରା l ଏହି କ୍ରମ ରେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଅନ୍ତର୍ଗତ କାଉଡୋଳା ଗ୍ରାମ ଠାରେ ରଥଯାତ୍ରା ଭକ୍ତି ଓ ଶ୍ରଦ୍ଧା ସହିତ ଅନୁଷ୍ଠିତ ହୋଇଯାଇଛି.! କାଉଡୋଳା ରେ ସର୍ବ ପୁରାତନ ରଥଯାତ୍ରା ହୋଇଥିବାରୁ ଅନେକ ଦୂରଦୂରାନ୍ତ ରୁ ହଜାର ହଜାର ଭକ୍ତ ସାମିଲ ହେବା ସହ ଶ୍ରଦ୍ଧାଳୁ ମାନଙ୍କ ମଧ୍ୟ ରେ ପ୍ରବଳ ଉତ୍ସାହ ଓ ଉର୍ଦୀପନା ଦେଖିବାଳୁ ମିଳିଥିଲା l ଅପରାହ୍ନ ରେ ରୀତି ନୀତି ଅନୁଯାୟୀ ଚେରାପହରା, ଓ ପହଣ୍ଡି ବିଜେ ପରେ ରଥ ଟଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା.! ଘଣ୍ଟ, ମୃଦଙ୍ଗ, ଭଜନ କ୍ରୀତନ, ହରିବୋଲ, ହୁଳହୁଳି ରେ କାଉଡୋଳା ଗ୍ରାମ ଠାରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା!. କାଉଡୋଳା ଜଗନ୍ନାଥ କମିଟି ସଭାପତି ଶ୍ରୀଯୁକ୍ତ ବଂଶୀ ଧର ବେଶ୍ରା ଓ ସମସ୍ତ କର୍ମ କର୍ତ୍ତା   ଓ ଆମପାଣି ପୋଲିସ ର ସହଯୋଗ ରେ ରଥଯାତ୍ରା ଶାନ୍ତି ଶୃଙ୍ଖଳା ମଧ୍ୟରେ ଶେଷ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026
  ଜିଲ୍ଲା  
ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   05-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   05-Sep-2026

You Might Also Like