-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||     

HOME   ଜିଲ୍ଲା

ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍

17-Jul-2026



କଟକ,(ତପନ ମହାନ୍ତି ସାମ୍ବାଦିକ): ଦୀର୍ଘ ୨୬ ବର୍ଷ ଧରି ଗଣେଶ ଚତୁର୍ଥୀରେ ଜୟ ଭାରତ ଫାଉଣ୍ଡେସନ ତାର ପ୍ରତିଷ୍ଠା ଦିବସକୁ  ଧୁମ୍ ଧାମରେ ପାଳି ଆସୁଥିବା ବେଳେ ଚଳିତ ବର୍ଷ ୨୭ ତମ ପ୍ରତିଷ୍ଠା ଦିବସକୁ ଜାକଜମକରେ ପାଳନ କରିବ। ଏ ନେଇ ଏକ ପ୍ରସ୍ତୁତି ବୈଠକ ଭାରତ ମସଲା କମ୍ପାନୀ ପରିସରରେ ପରିଚାଳନା ନିର୍ଦ୍ଦେଶକ ସୁଶାନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । 

କମ୍ପାନୀ ତାର ଦାୟିତ୍ୱ ବୋଧତା କାର୍ଯ୍ୟକ୍ରମକୁ ସବୁବେଳେ ପ୍ରାଧାନ୍ୟ ଦେଇ ଆସୁଛି। ଵିଶେଷ କରି ଆମ ରାଜ୍ୟର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରି ଦେଶ ବିଦେଶରେ ନାଁ କରିଥିବା ବିଦ୍ୟାର୍ଥୀ ଓ ବ୍ୟକ୍ତି ବିଶେଷଙ୍କୁ ଭାରତ ଗୌରବ, ସେବା ଭାରତ,କଥା ଭାରତ,ସଂସ୍କୃତି ଭାରତ, କ୍ରୀଡ଼ା ଭାରତ,ବିଦ୍ୟା ଭାରତ ସମ୍ମାନ ସହ ପ୍ରୋତ୍ସାହନ ରାଶି ପ୍ରଦାନ କରି ଆସୁଛି। ତେବେ ଚଳିତ ବର୍ଷ ଫାଉଣ୍ଡେସନ ଏହି ଦାୟିତ୍ୱ ବୋଧାତା ଆଉ ଟିକେ ଗମ୍ଭୀର କରି ଦେଇଛି।ଫଳ ସ୍ୱରୂପ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କ ଦ୍ୱାରା ଉତ୍ପାଦିତ ଦ୍ରବ୍ୟ ବିଲାତି ବାଇଗଣ, ଶୁଖିଲା/କଞ୍ଚା ଲଙ୍କା, ଅଦା ଓ ମକା ଆଦି କୃଷି ଜାତ ଦ୍ରବ୍ୟ କ୍ରୟ କରି ସେମାନଙ୍କ ମଧ୍ୟରେ ଉଦ୍ୟୋଗୀ ହେବାର ସମ୍ଭାବନା ସୃଷ୍ଟି କରିଛି। ଏହି ପରିପ୍ରେକ୍ଷୀରେ ମହିଳା ଓ କୃଷକ ମାନଙ୍କୁ ପ୍ରୋତ୍ସାହନ ଯୋଗାଇଦେବା ପାଇଁ
 ଜୟ ଭାରତ ଫାଉଣ୍ଡେସନ ଚଳିତ ବର୍ଷ ନୂତନ ଭାଵେ 'ଲଘୁ ଉଦ୍ୟୋଗ ଭାରତ ' ସମ୍ମାନ ପ୍ରଦାନ ପାଇଁ ବୈଠକ ରେ ସ୍ଥିର ହୋଇଥିବା ଭାରତ ମସଲା ପରିଚାଳନା ନିର୍ଦେଶକ ସୁଶାନ୍ତ କୁମାର ପଣ୍ତା କହିଛନ୍ତି। ସେହିପରି ସାହିତ୍ୟର ମାନ କୁ
ଅକ୍ଷୁର୍ଣ୍ଣ ରଖିବାକୁ ଚଳିତ ବର୍ଷ ମଧ୍ୟ ନିର୍ଦେଶିକା ନନ୍ଦିତା ପଣ୍ତା ଙ୍କ ସମ୍ପାଦନାରେ "ସମ୍ଭାବାମି ଭାରତ" ପୁସ୍ତିକା ପ୍ରକାଶ ପାଇବ। ଏଥିରେ ବରିଷ୍ଠ ଲେଖକ ମାନଙ୍କର ଲେଖା ପ୍ରକାଶ ପାଇବ। ତେବେ ଇଚ୍ଛୁକ ଲେଖକ/ କବି(ନୂତନ)  ମାନଙ୍କ ଲେଖା ପସନ୍ଦ ହେଲେ ସେମାନଂକୁ ପୁରସ୍କୃତ କରାଯିବ ବୋଲି ସ୍ଥିର ହୋଇଛି। ଆଜିର ବୈଠକରେ ଜୟ ଭାରତ ଫାଉଣ୍ଡେସନର ଅଧ୍ୟକ୍ଷ ତଥା ପ୍ରତିଷ୍ଠାତା ସୁରେନ୍ଦ୍ର ନାଥ ପଣ୍ତା, ନିର୍ଦ୍ଦେଶକ ଶ୍ରୀମନ୍ତ କୁମାର ପଣ୍ତା, ଦିଗନ୍ତ କୁମାର ପଣ୍ତା, ଆଶୁତୋଷ ପଣ୍ଡା, ନିର୍ଦ୍ଦେଶିକା ଏସ୍ ଏନ୍ ମିଲେନିୟମ,ମହାପ୍ରବନ୍ଧକ ବିପିନ୍ ରାଉତ,ମହାପ୍ରବନ୍ଧକ ଅପରେସନ ଅରୁଣ କୁମାର ନାୟକ, ଉତ୍ପାଦନ ମୁଖ୍ୟ ନବକ୍ରୀଷ୍ଣା ପ୍ରଧାନ, ସମ୍ଭାବାମୀ ଭାରତ ପତ୍ରିକା ର ସହଯୋଗୀ ସମ୍ପାଦକ ପ୍ରଫୁଲ୍ଲ କୁମାର ମହାନ୍ତି, ପ୍ରୋଗ୍ରାମ ସହଯୋଗୀ ସନ୍ତୋଷ ଦାଶ ପ୍ରମୁଖ ଯୋଗ ଦେଇ ଆଗାମୀ କାର୍ଯ୍ୟକ୍ରମ ପାଇଁ ବିଭିନ୍ନ ପ୍ରସ୍ତାବ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026
  ଜିଲ୍ଲା  
ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   05-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   05-Sep-2026

You Might Also Like