-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||     

HOME   ଜିଲ୍ଲା

ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ

17-Jul-2026



ଭୁବନେଶ୍ୱର: ରାଜ୍ୟର ଅନ୍ୟତମ ସ୍ୱେଚ୍ଛାସେବୀ ସଂଗଠନ ‘ପିକକ୍‌’ର ୩୭ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଅନୁଷ୍ଠାନର ସମ୍ପାଦକ ରଞ୍ଜନ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ କାର୍ଯ୍ୟନିର୍ବାହୀ ସମ୍ପାଦିକା ଅନୁରାଧା ମହାନ୍ତି, ଅଧ୍ୟକ୍ଷ ମିନତୀ ପଣ୍ଡା, ଉପଦେଷ୍ଟା ଅବସରପ୍ରାପ୍ତ ଆଇଏଏସ୍ ଅଶ୍ୱନୀ କୁମାର ଦାଶ, ପ୍ରଦୋଷ ପଟ୍ଟନାୟକ ପ୍ରମୁଖ ସଂଗଠନର ବିଭିନ୍ନ ସଫଳତା ନେଇ ଆଲୋଚନା କରିଥିଲେ। ସଂଗଠନର ସମ୍ପାଦକ ଶ୍ରୀ ମହାନ୍ତି ଗତ ୧୯୯୦ ମସିହାରେ ପ୍ରତିଷ୍ଠିତ ଏହି ସଂସ୍ଥା ଆଜି ଏକ ମହାନ ବଟବୃକ୍ଷରେ ପରିଣତ ହୋଇଥିବା ନେଇ ସମାଜ ପରିବର୍ତ୍ତନରେ ବହି ହିତକାକ୍ଷିଂକ ସହଯୋଗ ଓ ସଦିଚ୍ଛାକୁ ଭୂୟଂଶୀ ପ୍ରଶଂସା କରିଥିଲେ। ଏହି ସଂଗଠନର ବୋର୍ଡରେ କୌଣସି ରାଜନୈତିକ ମତବାଦୀ ବ୍ୟକ୍ତି ନଥିବାବେଳେ କେବଳ ସମାଜର ତଳସ୍ତରରେ ଥିବା ଅବହେଳିତଙ୍କ ନିକଟରେ କିଭଳି ପହଞ୍ଚି ପାରିବେ ତାହା ଏକମାତ୍ର ଲକ୍ଷ୍ୟ ବୋଲି କହିଥିଲେ।  ଦେଶର ୨୩ ଟି ରାଜ୍ୟ ଓ ୯ଟି କେନ୍ଦ୍ରଶାସିତ ଅଞ୍ଚଳରେ ଏହାର ସେବା ପହଞ୍ଚିଥିବାବେଳେ ଓଡିଶାର ୧୫୩୫ ଟି ଗାଁ, ୧୨୦ଟି ବସ୍ତିରେ ତାର କାର୍ଯ୍ୟକ୍ରମକୁ ବିସ୍ତାର କରିପାରିଛି। ସେହିପରି ୩୬,୩୪୦ ଶିଶୁ ଶ୍ରମିକ ଉଚ୍ଛେଦ, ଥଇଥାନ ଓ ଉଦ୍ଧାର କରିପାରିଥିବାବେଳେ ୨,୧୩,୪୪୪ ଜଣ ମହିଳାଙ୍କୁ ସଶକ୍ତିକରଣ କରିପାରିଛି। ସେହିପରି ପ୍ରକୃତି ଓ ପରିବେଶ ର ସୁରକ୍ଷା ନେଇ ଯୁବଶକ୍ତିକୁ ସଂଗଠିତ କରି ୮,୩୭୦୦୦ ବୃହତ୍ତ ବୃକ୍ଷରୋପଣ ହୋଇଛି। ସ୍ୱାକ୍ଷରତା ଅଭିଯାନ କାର୍ଯ୍ୟକ୍ରମକୁ ବ୍ୟାପକ କରିବା ସହିତ ୨୩୦ ନିଶାଯୁକ୍ତଙ୍କୁ ନିଶାମୁକ୍ତ କରାଯାଇ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଯାଇଥିବା ସୂଚନା ମିଳିଛି। ଏହି ଅବସରରେ ସଂଗଠନ ପାଇଁ ସମୟଶକ୍ତି ଦାନ କରିଥିବା ବାଞ୍ଛାନିଧି ପଟ୍ଟନାୟକ, ବିବି ଆଚାର୍ଯ୍ୟ, ଡା. ସେବା ମହାପାତ୍ର, ଅଶୋକ ପଟ୍ଟନାୟକ, ରଶ୍ମିତା ନନ୍ଦ, ଆହୁରି ବରାଳ, ଡ ସ୍ନେହପ୍ରଭା ସାମନ୍ତରାୟ ପ୍ରମୁଖ ନିଜ ନିଜର ଅନୁଭୂତି ବର୍ଣ୍ଣନା କରି ଆଗାମୀ ଦିନରେ ସଂଗଠନ ରାଜ୍ୟର ସେବା କ୍ଷେତ୍ରରେ ପ୍ରଥମ ସ୍ଥାନ ବଜାୟ ରଖିବ ସେ ନେଇ ମତବ୍ୟକ୍ତ କରିଥିଲେ। ଏହି ଅବସରରେ ‘ପିକକ୍‌’ ପକ୍ଷରୁ ପ୍ରସ୍ତୁତି ‘ମୋ କଥା, ଆମ କଥା’ ପ୍ରମାଣିକ ଚଳଚ୍ଚିତ୍ର ଉନ୍ମୋଚିତ ହୋଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026
  ଜିଲ୍ଲା  
ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   05-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   05-Sep-2026
  ରାଜ୍ୟ  
ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   05-Sep-2026
  ଜିଲ୍ଲା  
ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   05-Sep-2026

You Might Also Like