-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||     

HOME   ଜିଲ୍ଲା

ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ

17-Jul-2026



ବିନିକା(ହିମାଂଶୁ ଶେଖର ପୁଟେଲ)ଇଫମା IFMA (ଇଣ୍ଡିଏନ ଫିଲ୍ମ ମେକର ଏସୋସିଏସନ)ଦ୍ୱାରା ଆୟୋଜିତ ଓଲିଉଡ଼ ଇଣ୍ଟରନେସ ନାଳ ଫିଲ୍ମ ଫେଷ୍ଟିଭାଲ ଭୁବନେଶ୍ୱର ଜୟଦେବ ଭବନ ଠାରେ ଭୀମଭୋଇଙ୍କ ଜୀବନୀ ଉପରେ ଆଧାରିତ କୋଶଲି ଚଳଚିତ୍ର ସନ୍ଥ ଭୀମଭୋଇ best biopic ଫିଲ୍ମ 2026 ଭାବରେ ପୁରସ୍କୃତ ହୋଇଛି। ଏହି ଚଳଚିତ୍ରକୁ ନନ୍ଦକାନହାଁ ପୁଝାରୀ ଓ ସନ୍ତୋଷ ରଣା ନିର୍ଦେଶନା ଦେଇଥିବା ବେଳେ କାହାଣୀ ଅଖୋଜ କୁମାର ଷାଣ୍ଢ ଓ ଗଜାନନ ସାଥୁଆ,ପ୍ରୟୋଜନା ଜୁବଲୀ ଜୟଶ୍ରୀ ବାଘ ଓ ଜନାର୍ଦନ ପୁଝାରୀ, ସଂଗୀତ ନିର୍ଦେଶନା ପଞ୍ଚାନନ ଜଗଦଲା, କାଷ୍ଟିଙ୍ଗ ନିର୍ଦେଶକ ଟଙ୍କଧର ବାରିକ,ଚିତ୍ର ଉତ୍ତୋଳନ ନିର୍ଦେଶନା କୀର୍ତ୍ତିଚନ୍ଦ୍ର ଗହିର, କଳା ନିର୍ଦେଶନା ଜିମୂତ ତରିଆ, ପରିଚାଳକ ଲକ୍ଷ୍ମଣ ବସ୍ତିଆ ଓ ରାମେଶ୍ୱର ଛତ୍ରିଆ ଦେଇଛନ୍ତି । ସେହିପରି ଚଳଚ୍ଚିତ୍ରର ବିଭିନ୍ନ ଭୂମିକାରେ ଛବିଳ ପଧାନ, ତପସ୍ୱିନୀ ଗୁରୁ,ସେବକ ମେହେର,ମନୀଷା ଜୟପୁରିଆ,ସୁଜିତ ସାହୁ,ରଞ୍ଜନ ସା,ଲଳିତ ପୂଜାରୀ,ବସୁମତୀ ନନ୍ଦ,ଗୋପାଳ ଚନ୍ଦ୍ର ପଣ୍ଡା,ବିଷ୍ଣୁ ଗୁରୁ,କୃପାସିନ୍ଧୁ ମହାକୁର,କନକ ଦଣ୍ଡସେନା,ମଲ୍ଲୀକା,ସଂଜିତ ପଣ୍ଡା,ଧୀରେନ୍ଦ୍ର ନାୟକ,ଲୋକନାଥ ସା, ହରିବଲ ଷାଣ୍ଢ,ସଂଜୀବ ନାଏକ, ବବିତା ବେହେରା, ସସ୍ମିତା, ମନ୍ଦାକିନୀ ପାଣ୍ଡେ,ନିରୁପମା ଷାଣ୍ଢ,ସୁରେନ୍ଦ୍ର ସାହୁ,ଗନ୍ଧର୍ବ ମାହାର,ଶୁଶିଲ ହୋତା,ସଂଗ୍ରାମ ହୋତା,ସାନୁର୍ଜ କଳତା,ବାଳଗୋପାଳ ବଗର୍ତି,ପୂର୍ଣଚନ୍ଦ୍ର ମେହର,ମଙ୍ଗନିଆଁ ମହାକୁର, ଭଗବାନ ସାହୁ,ସୀତାଂଶୁ ନାଏକ,ବଜରଂଜି ମହାକୁର,ଯୁବରାଜ ଛତ୍ରିଆ , ଶିବ କମ୍ପ,ସୁଦର୍ଶନ ହୋତା ପ୍ରମୁଖ କଳାକାର ନିଜ ନିଜର କଳା ନୈପୁର୍ଣ୍ୟ ପ୍ରଦର୍ଶନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026
  ଜିଲ୍ଲା  
ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   05-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   05-Sep-2026
  ରାଜ୍ୟ  
ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   05-Sep-2026
  ଜିଲ୍ଲା  
ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026

You Might Also Like