-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||     

HOME   ଜିଲ୍ଲା

ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ

17-Jul-2026



ବରପାଲି (ସୁଦାମ ଦୀପ)ବରପାଲି ପୋଲିସ ଏକ ବଡ଼ ସଫଳତା ହାସଲ କରି ମୋଟରସାଇକେଲ ଚୋରି ର ପର୍ଦ୍ଦାଫାସ କରିଛି। ପୋଲିସ ଚଢ଼ାଉ କରି ୨୦ଟି ଚୋରା ମୋଟରସାଇକେଲ ଉଦ୍ଧାର କରିବା ସହ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି।ପୋଲିସ ସୂଚନା ଅନୁସାରେ, ବରପାଲି ଥାନାରେ ରୁଜୁ ହୋଇଥିବା ଏକ ମୋଟରସାଇକେଲ ଚୋରି ମାମଲାର ତଦନ୍ତ ବେଳେ ପ୍ରଥମେ ଜଣେ ଅଭିଯୁକ୍ତଙ୍କ ନିକଟରୁ ଏକ HF Deluxe ମୋଟରସାଇକେଲ ଜବତ କରାଯାଇଥିଲା। ପରେ ଅଭିଯୁକ୍ତଙ୍କୁ ପଚରାଉଚରା କରିବା ପରେ ଅନ୍ୟ ଦୁଇ ଜଣଙ୍କ ସମ୍ପୃକ୍ତତା ସାମ୍ନାକୁ ଆସିଥିଲା।
ତଦନ୍ତକୁ ଆହୁରି ଜୋରଦାର କରି ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ମୋଟ ୨୦ଟି ଚୋରା ମୋଟରସାଇକେଲ ଜବତ କରିଥିଲା। ଏହି ମୋଟରସାଇକେଲ ଗୁଡ଼ିକ ବରପାଲି ସମେତ ବରଗଡ଼ ଓ ସମ୍ବଲପୁର ଜିଲ୍ଲାର ବିଭିନ୍ନ ସ୍ଥାନରୁ ଚୋରି ହୋଇଥିବା ଜଣାପଡ଼ିଛି।
ଗିରଫ ଅଭିଯୁକ୍ତମାନେ ହେଲେ:
ବିକି ସେଠ (ବୟସ ୨୪ ବର୍ଷ), ବରପାଲି,
ନିହାଲ ସେଠ (ବୟସ ୨୪ ବର୍ଷ), ବରପାଲି,
ଭାବୁଲ ନିଶାଦ (ବୟସ ୨୪ ବର୍ଷ), ବରପାଲି 
ଅଭିଯୁକ୍ତମାନଙ୍କୁ କୋର୍ଟଚାଲାଣ କରାଯାଇଥିବା ବେଳେ ସେମାନଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତା (BNS) ର ସମ୍ପର୍କିତ ଧାରାରେ ମାମଲା ରୁଜୁ କରାଯାଇଛି। ପୋଲିସ ଏହି ଚୋରି  ସହ ଆଉ କେହି ସମ୍ପୃକ୍ତ ଅଛନ୍ତି କି ନାହିଁ, ସେ ଦିଗରେ ତଦନ୍ତ ଜାରି ରଖିଛି।
ଏହି ସଫଳ ଅଭିଯାନ ବରପାଲି ପୋଲିସର ଅପରାଧ ଦମନ କ୍ଷେତ୍ରରେ ଏକ ଉଲ୍ଲେଖନୀୟ ସଫଳତା ବୋଲି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   05-Sep-2026
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026
  ଜିଲ୍ଲା  
ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   05-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   05-Sep-2026
  ରାଜ୍ୟ  
ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   05-Sep-2026
  ଜିଲ୍ଲା  
ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026

You Might Also Like