-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||     

HOME   ଜିଲ୍ଲା

ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I

17-Jul-2026



 

ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ )

ସମ୍ବଲପୁର ସହର ଭୁତାପଡା ମା' ମଙ୍ଗଳାଙ୍କ ମନ୍ଦିର ପରିସରରେ ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ ହୋଇଛି I ଏହି ଅବସରରେ ଆଷାଢ଼ ଶୁକ୍ଳପକ୍ଷ ଦ୍ଵିତୀୟା (ଶ୍ରୀଗୁଣ୍ଡିଚା) ଗୁରୁବାର ଦିନ ଶ୍ରୀ ବିଗ୍ରହଙ୍କ ସିଂହାସନ ବିଜେ ଅନୁଷ୍ଠିତ ହୋଇଥିଲା I ଏହି ଅବସରରେ ସକାଳ ୮ ଟା ସମୟରେ ପୂଜାଦିକର୍ମ, ହୋମ, ଆଳତୀ ପୁଷ୍ପାଞ୍ଜଳି ପରେ ଶ୍ରୀ ବିଗ୍ରହ ସିଂହାସନ ବିଜେ କରିଥିଲେ I ଏଥିରେ ସହରର ହଜାର ହଜାର ସଂଖ୍ୟାରେ ମହିଳା ଓ ପୁରୁଷ ଶ୍ରଦ୍ଧାଳୁ ଅଂଶ ଗ୍ରହଣ କରିଥିଲେ I ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନ ତାଙ୍କ ଶ୍ରୀମସ୍ତକରେ ଟାହିଆ ଶିରୋଭୂଷଣ କରି ପହଣ୍ଡି ବିଜେ ପରେ ସିଂହାସନକୁ ଧୀରେ ଧୀରେ ଆଗକୁ ପଛକୁ ହୋଇ ହଲି ହଲି ଯିବା ସମୟରେ ଭକ୍ତ ମାନଙ୍କର ହରିବୋଲ ଏବଂ ହୁଳହୁଳି ଧ୍ୱନିରେ ସମଗ୍ର ପରିବେଶ ପ୍ରକମ୍ପିତ ହୋଇଉଠିଥିଲା I କର୍ତ୍ତା ଦାୟିତ୍ୱ ନିର୍ବାହ କରିଥିବା ଦେବଗଡ଼ ସହର ନିବାସୀ ଶ୍ରୀ ଯାଦବ ଚନ୍ଦ୍ର ଦେହୁରୀ ଏବଂ ସ୍ଥାନୀୟ ଧୁଚୁରାପଡା ନିବାସୀ ଶ୍ରୀ ସରୋଜ ସାହୁ ଛେରା ପହଁରା କରିଥିଲେ I ପରେ ସିଂହାସନ ଉପରେ ବିରାଜମାନ ହୋଇ ପ୍ରଭୁ ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି I ଭୁତାପଡା ମଙ୍ଗଳା ମନ୍ଦିରର ପୂଜକ ମହେଶ୍ୱର ପଣ୍ଡା, ମୁଖ୍ୟ ଆଚାର୍ଯ୍ୟା ପଣ୍ଡିତ ବଂଶୀଧର ମିଶ୍ର, ପଣ୍ଡିତ ଆଦିତ୍ୟ ମିଶ୍ର, ପଣ୍ଡିତ ଜିତେନ୍ଦ୍ର ମିଶ୍ର, ପଣ୍ଡିତ ପ୍ରଣବ କୁମାର ମିଶ୍ର, ପ୍ରଦୀପ କୁମାର ଦାସ, ବିଦ୍ୟା ଦାସ, ଜୟନ୍ତ ମହାପାତ୍ର, ଦିଶାଙ୍କ ତ୍ରିପାଠୀ, ରାଜକୁମାର ଷଡ଼ଙ୍ଗୀ ପ୍ରମୁଖ ପୂଜାଦି କାର୍ଯ୍ୟ କରିଥିଲେ I ମଙ୍ଗଳା ମନ୍ଦିର କମିଟିର ରବୀନ୍ଦ୍ର ଜେନା, ଇନ୍ଦ୍ରମଣୀ ଦାସ, କଳ୍ପତରୁ ବେହେରା, ପ୍ରତାପ କୁମାର ମିଶ୍ର,ସୁରେଶ କୁମାର ମହାପାତ୍ର, ରସାନନ୍ଦ ବେହେରା, ପିତବାସ ବେହେରା, ଓମ ପ୍ରକାଶ ଦାସ, ଅସିତ ବିଶ୍ୱାଳ, ପଠାଣି ସାମନ୍ତ ଦାସ, ଅଲେଖ କୁମାର ଦାସ, ରବୀନ୍ଦ୍ର ବାରିକ ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ I ଗତ ୧୩ ତାରିଖ ସୋମବାର ସ୍ଥାନୀୟ ମହାନଦୀ ଘାଟରୁ ଜଳ ଆଣି ଵିଧି ମୁତାବକ ପୂଜନୋତ୍ସବ ଆରମ୍ଭ କରାଯାଇଥିବାବେଳେ ୧୪ ତାରିଖ (ମଙ୍ଗଳବାର) ନେତ୍ରୋତ୍ସବ/ପ୍ରାଣ ପ୍ରତିଷ୍ଠା, ୧୫ ତାରିଖ (ବୁଧବାର) ହୋମ ଯଜ୍ଞ ଏବଂ ୧୬ ତାରିଖ (ଗୁରୁବାର) ଆଷାଢ଼ ଶୁକ୍ଳପକ୍ଷ ଦ୍ଵିତୀୟା (ଶ୍ରୀଗୁଣ୍ଡିଚା) ଦିନ ଶ୍ରୀ ବିଗ୍ରହଙ୍କ ସିଂହାସନ ବିଜେ ଅନୁଷ୍ଠିତ ହୋଇଥିଲା I


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   05-Sep-2026
  ଜିଲ୍ଲା  
ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   05-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   05-Sep-2026
  ରାଜ୍ୟ  
ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   05-Sep-2026
  ଜିଲ୍ଲା  
ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026

You Might Also Like