-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ ରେ ସମିତି ବୈଠକ                                  

18-Jul-2026



ଆଗଲପୁର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ସ୍ବର୍ଗତ ଲଳିତମୋହନ ମେହେର ସ୍ମୁତି ସଭା ଗୃହ ରେ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଅଛି l ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ସଭାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ। ଦେବକୀ ସାହୁ , ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ଦାସ, ଜିଲ୍ଲା ପରିଷଦ ଜୋନ 2 ସମିତି ସଭ୍ୟା ବୀଣାପାଣି ଦାସ , ବ୍ଲକ ଉପାଧ୍ୟକ୍ଷା ନିରୁପମା ପଧାନ , ସାଂସଦ ଙ୍କ ଆଗଲପୁର ପ୍ରତିନିଧି ଉମେଶ ପଟେଲ୍, ବିଧାୟକ ଙ୍କ ଆଗଲପୁର ପ୍ରତିନିଧି ପିତାମ୍ବର କଣ୍ଟା ମଂଚାସୀନ ଅତିଥି ଭାବେ ଯୋଗଦେଇ ଥିଲେ ।ଏହି ସଭାରେ 20 ଟି ଗ୍ରାମ ପଞ୍ଚାୟତ ର ସମିତି ,ସରପଞ୍ଚ , ପି ଇ ଓ , ବ୍ଲକ ପ୍ରଶାସନ ର ପ୍ରତ୍ୟକ ବିଭାଗ ର ମୁଖ୍ୟ ଅଧିକାରୀ ମାନେ ଅଂଶ ଗ୍ରହଣ କରିବା ସହିତ ସହଯୋଗ କରିଥିଲେ । ଏଥିରେ ବନ୍ୟା ,ବାତ୍ୟା, କୃଷି , ଉଦ୍ୟାନ ,ମତ୍ସ୍ୟ, ଜଳ ଓ ପରିମଳ, ଶିକ୍ଷା , ସ୍ବାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଓ ଉନ୍ନୟନ କାର୍ଯ୍ୟ ଉପରେ ଆଲୋଚନା ହୋଇ ଆଗାମୀ ଦିନରେ କିପରି କାର୍ଯ୍ୟକାରୀ ତାହା ପ୍ରସ୍ତାବ ନିଆ ଯାଇଥିଲା । ଏହିପରି ଲୋକ ପ୍ରତିନିଧି ଓ ପ୍ରଶାସନ ବିଗତ ଦିନରେ କିଛି ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା , ପି ଡି ଏସ ବଣ୍ଟନ ରେ ଅନିୟମିତତା, ପ୍ରଧାନମନ୍ତ୍ରୀ ଆବାସ ଗୃହ ତଥା ଅନ୍ୟାନ୍ୟ ସମସ୍ୟା ଉପରେ ତର୍କ ବିତର୍କ ହେତୁ ଅଧା ରେ ବୈଠକ ବନ୍ଦ ହୋଇଥିବା ଲୋକ ପ୍ରତିନିଧି ମାନଙ୍କ ଠାରୁ ସୂଚନା ମିଳିଛି । ଏଣୁ ଅଶାନ୍ତ ପରିବେଶ ଭିତରେ ଆଜିର ଏହି ବୈଠକ ହୋଇଥିଲା l ବ୍ଲକ ର ମୁଖ୍ୟ ପ୍ରଶାସନ ଓ ବ୍ଲକ ରୁ ନିର୍ବାଚିତ ଲୋକ ପ୍ରତିନିଧି ର ମୁଖ୍ୟ ହୋଇ ଜିଲ୍ଲା ସ୍ତର ମୁଖ୍ୟ ହୋଇଥିବା ରୁ ବ୍ଲକ ର ବୈଠକ ରେ  ହୋ ହାଲ୍ଲା ହେବା  ବ୍ଲକ ରେ ନୂଆ ଇତିହାସ । ତେଣୁ ବ୍ଲକ ରେ ଉନ୍ନତିମୂଳକ କାର୍ଯ୍ୟ କିପରି ହେବ ତାହା ପରିହାସ ର ବିଷୟ ବୋଲି ଉପସ୍ଥିତ ଲୋକ ପ୍ରତିନିଧି ମାନଙ୍କ ଠାରୁ ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   05-Sep-2026
  ଜିଲ୍ଲା  
ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026

You Might Also Like