-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||     

HOME   ଜିଲ୍ଲା

ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ

18-Jul-2026



ଅତାବିରା: (ପ୍ରେରଣା ଖବର )
ବରଗଡ଼ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଛକରେ ଏକ ଅତ୍ୟନ୍ତ ହୃଦୟବିଦାରକ ଘଟଣା ସାରା ଅଞ୍ଚଳକୁ ସ୍ତବ୍ଧ କରିଦେଇଛି। ବିଦ୍ୟୁତ ଆଘାତରେ ଜଣେ ୨୦ ବର୍ଷୀୟ ଯୁବକଙ୍କ ମୃତ୍ୟୁ ପରେ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ମୃତଦେହକୁ ରାସ୍ତା ଉପରେ ରଖି ଗୋଡ଼ଭଗା–ତୁରୁମ ମୁଖ୍ୟ ସଡ଼କ ସହ ୫୪ ନମ୍ବର ରାଜ୍ୟ ରାଜପଥକୁ ଦୀର୍ଘ ସମୟ ଧରି ଅବରୋଧ କରିଥିଲେ। ଏହି ଘଟଣା ପରେ ବିଦ୍ୟୁତ ବିଭାଗର ଅବହେଳା ଓ ୧୦୮ ଆମ୍ବୁଲାନ୍ସ ସେବାର କାର୍ଯ୍ୟକ୍ଷମତାକୁ ନେଇ ଜନସାଧାରଣଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

ମୃତ ଯୁବକ ହେଲେ ଦିନେଶ ଅଦାବର (୨୦)। ସୂଚନା ଅନୁସାରେ, ଗତ ଗୁରୁବାର ରାତି ପ୍ରାୟ ସାଢେ ୯ଟା ସମୟରେ ଦିନେଶ ନିଜ ଘରେ ଥିବା ବେଳେ ଘରକୁ ସଂଯୋଗ ହୋଇଥିବା ମୁଖ୍ୟ ବିଦ୍ୟୁତ ତାର ଏକ ସ୍ଥାନରେ ଛିଣ୍ଡିଯାଇ ଘରର ଆଜବେଷ୍ଟସ୍ ଛାତକୁ ଧରିଥିବା ଲୁହା ଏଙ୍ଗଲରେ ଲାଗିଯାଇଥିଲା। ଅଜାଣତରେ ଦିନେଶ ସେହି ଲୁହା ଏଙ୍ଗଲକୁ ଛୁଇଁବା ମାତ୍ରେ ସେ ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ଆହତ ହୋଇପଡ଼ିଥିଲେ।

ପୁଅକୁ ବଞ୍ଚାଇବା ପାଇଁ ଦୌଡ଼ି ଆସିଥିବା ତାଙ୍କ ମା' ମଧ୍ୟ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ। ସୌଭାଗ୍ୟବଶତଃ ସେ ଅଳ୍ପକେ ବର୍ତ୍ତିଯାଇଥିଲେ, କିନ୍ତୁ ଦିନେଶଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହୋଇପଡ଼ିଥିଲା। ଏହା ଦେଖି ସ୍ଥାନୀୟ ଲୋକେ ତୁରନ୍ତ ୧୦୮ ଆମ୍ବୁଲାନ୍ସକୁ ଫୋନ୍ କରିଥିଲେ। ମାତ୍ର ଦୀର୍ଘ ସମୟ ଅପେକ୍ଷା କରିବା ସତ୍ତ୍ୱେ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚିନଥିଲା। ଫଳରେ ନିକଟସ୍ଥ ଗୋଡ଼ଭଗା ପୁଲିସ ଫାଣ୍ଡିର ଗାଡ଼ିରେ ଦିନେଶଙ୍କୁ ବୁର୍ଲା ଭୀମସାର ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଶୁକ୍ରବାର ଦିନ ଶବ ବ୍ୟବଚ୍ଛେଦ ପରେ ଦିନେଶଙ୍କ ମୃତଦେହ  ପହଞ୍ଚିବା ପରେ ଶୋକାକୁଳ ପରିବେଶ ଉତ୍ତେଜନାରେ ପରିଣତ ହୋଇଥିଲା। ମୃତକଙ୍କ ପରିବାର ଓ ସ୍ଥାନୀୟ ଲୋକେ କ୍ଷତିପୂରଣ, ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଏବଂ ପରିବାରକୁ ସରକାରୀ ସହାୟତା ଦାବିରେ ମୃତଦେହକୁ ୫୪ ନମ୍ବର ରାଜ୍ୟ ରାଜପଥ ଉପରେ ରଖି ରାସ୍ତାରୋକ କରିଥିଲେ। ଫଳରେ ଉଭୟ ପାର୍ଶ୍ୱରେ ଦୀର୍ଘ ଧାଡ଼ିରେ ଗାଡ଼ି ଅଟକି ରହିଥିଲା ଏବଂ ଯାତାୟାତ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିଲା।

ଖବର ପାଇ ଗୋଡ଼ଭଗା ଫାଣ୍ଡି ଅଧିକାରୀ ଗଣେଶ ବାରିକ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରି ରାସ୍ତାରୋକ ହଟାଇବାକୁ ପ୍ରୟାସ କରିଥିଲେ। କିନ୍ତୁ ଆନ୍ଦୋଳନକାରୀମାନେ ନିଜ ଦାବିରେ ଅଟଳ ରହିଥିଲେ। ପରେ ଅତାବିରା ଅତିରିକ୍ତ ମାଜିଷ୍ଟ୍ରେଟ ଅଙ୍କିତ ପଣ୍ଡା ଓ ଅତାବିରା ଥାନା ଅଧିକାରୀ ପ୍ରକାଶ କର୍ଣ୍ଣ ଘଟଣାସ୍ଥଳରେ ପହଞ୍ଚି ପ୍ରଶାସନ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।

ଏହି ଘଟଣା ପରେ ସାଧାରଣରେ ଏକ ବଡ଼ ପ୍ରଶ୍ନ ଉଠିଛି—ଜରୁରୀ ସ୍ୱାସ୍ଥ୍ୟସେବା ପାଇଁ ଆରମ୍ଭ ହୋଇଥିବା ୧୦୮ ଆମ୍ବୁଲାନ୍ସ ସେବା ପ୍ରକୃତରେ କେତେ ଦୂର କାର୍ଯ୍ୟକ୍ଷମ? ଗୁରୁତର ପରିସ୍ଥିତିରେ ବାରମ୍ବାର ଫୋନ୍ କରାଯାଇଥିଲେ ମଧ୍ୟ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚିନଥିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ସ୍ଥାନୀୟ ବାସିନ୍ଦାମାନେ କହିଛନ୍ତି। ସେହିପରି ବିଦ୍ୟୁତ ବିଭାଗର ଅବହେଳା ଯୋଗୁଁ ଜଣେ ନିରୀହ ଯୁବକଙ୍କ ଜୀବନ ଚାଲିଯାଇଥିବାରୁ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ସହ ମୃତକଙ୍କ ପରିବାରକୁ ଯଥୋଚିତ କ୍ଷତିପୂରଣ ଓ ନ୍ୟାୟ ପ୍ରଦାନ କରିବାକୁ ସ୍ଥାନୀୟ ଅଞ୍ଚଳରେ ଦାବି ଜୋର ଧରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   05-Sep-2026
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026

You Might Also Like