-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଅନ୍ୟାନ୍ୟ

ଆଗକୁ ମହଙ୍ଗା ହୋଇପ।ରେ ମୋବାଇଲ ସେବ।

12-Oct-2020



ଏହି ଆକଳନ ଅନୁସାରେ ଜଣେ ଉପଭୋକ୍ତା ବର୍ତମାନ ମାସକୁ ମୋବାଇଲ ନିମନ୍ତେ ହାରାହାରି ୧୫୦ରୁ ୧୬୦  ଟଙ୍କା ବ୍ୟୟ କରୁଛନ୍ତି। ୨୦୨୪-୨୫ ଆର୍ଥିକ ବର୍ଷ ବେଳକୁ ଏହି ପରିମାଣ ୨୩୦ରୁ ୨୫୦ ଟଙ୍କା ପର୍ଯ୍ୟନ୍ତ ପହଞ୍ଚି ପାରେ । ପ୍ରତ୍ୟେକ ଘରକୁ ଫାଇବର ଅପଟିକାଲ ସେବା ଯୋଗାଇବା, ଟେଲିକମ୍ ସଂଯୋଗ ନିମନ୍ତେ ଆବଶ୍ୟକ ଅର୍ଥ ଏଥିରୁ ଭରଣା କରାଯାଇ ପାରିବ । ତେବେ ରିପୋର୍ଟରେ କୁହାଯାଇଛି ଯେ ନିକଟ ଭବିଷ୍ୟତକୁ ଦୃଷ୍ଟିରେ ରଖି ବଜାରରେ ପ୍ରତିଯୋଗିତାକୁ ଦୃଷ୍ଟିରେ ରଖି ଶୁଳ୍କ ବୃଦ୍ଧିରେ ଅନିଶ୍ଚିତତା ରହିଛି।  | 

ପୂର୍ବରୁ ଏକ ସମୟ ଥିଲା ଯେତେବେଳେ ୧   ଜିବି ଡ଼ାଟା ପାଇଁ ମାସକୁ ପ୍ରାୟ ୩ ଶହ ଟଙ୍କା ବ୍ୟୟ କରିବାକୁ ପଡ଼ୁଥିଲା । ଏହାପରେ କିଛିଦିନ ଲୋକଙ୍କୁ ମାଗଣା ଡ଼ାଟା ମିଳିଲା । ଏବେ ମାସକୁ ହାରାହାରି ୪୫ ଜିବି ଡ଼ାଟା ପାଇଁ ଜଣେ ଉପଭୋକ୍ତାଙ୍କୁ ଦେଢ଼ଶହରୁ ୨ଶହ ଟଙ୍କା ଖର୍ଚ କରିବାକୁ ପଡ଼ୁଛି । ମାତ୍ର ଆଗାମୀ ଦିନରେ ମୋବାଇଲ ଡ଼ାଟା ଓ କଥା ହେବା ଆହୁରି ମହଙ୍ଗା ହେବାର ଆଶଙ୍କା ରହିଛି ।    ବର୍ତ୍ତମାନ ଆପଣଙ୍କର ମୋବାଇଲ୍ ଫୋନ୍ ବିଲ୍ ବୃଦ୍ଧି ହେବାକୁ ଯାଉଛି | ସୋମବାର ଜେଏମ ଫାଇନାନସିଆଲ ଦ୍ୱାରା ‘A tale of supremacy, defence and survival’  ପ୍ରକାଶିତ ରିପୋର୍ଟରେ ମୋବାଇଲ ଉପଭୋକ୍ତାଙ୍କ ଉପରେ ମୋବାଇଲ ଜନିତ ବ୍ୟୟ ବୃଦ୍ଧି ପାଇବାର ଆଶଙ୍କା ବ୍ୟକ୍ତ କରିଛି ।   ଟେଲିକମ୍ ଇଣ୍ଡଷ୍ଟ୍ରିରେ ଶୁଳ୍କ ବୃଦ୍ଧି ସମେତ ଅନ୍ୟାନ୍ୟ ପଦ୍ଧତି ମାଧ୍ୟମରେ ଉପଭୋକ୍ତା ପ୍ରତି ହାରାହାରି ରାଜସ୍ୱ (ARPU – Average Revenue Per User) ବୃଦ୍ଧି ଘଟିବ ବୋଲି ଏଥିରେ ଆକଳନ କରାଯାଇଛି । ARPU ମାଧ୍ୟମରେ ଟେଲିକମ୍ କମ୍ପାନୀଗୁଡିକ ପ୍ରତି ମାସରେ ଜଣେ ଉପଭୋକ୍ତାଙ୍କଠାରୁ ମିଳୁଥିବା ରାଜସ୍ବକୁ ଅନୁଧ୍ୟାନ କରାଯାଉଛି । ଏଥିରେ ଖୁବ୍ ଶୀଘ୍ର ପରିବର୍ତନ ହୋଇପାରେ ବୋଲି ଏହି ରିପୋର୍ଟରେ ଉଲ୍ଲେଖ କରାଯାଇଛି ଏବଂ ୨୦୨୫ ମସିହା ସୁଦ୍ଧା ଦେଶରେ ମୋବାଇଲ ଓ ଟେଲିକମ୍ ଶିଳ୍ପର ଆୟ ବୃଦ୍ଧି ପାଇ ୨୬୦୦୦୦ କୋଟି ଟଙ୍କାରେ ପହଞ୍ଚିବ ବୋଲି ଏଥିରେ ଆକଳନ କରାଯାଇଛି ।*

Attachments area


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like