-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ

18-Jul-2026



 

 

ସମ୍ବଲପୁର :(ସଂଜୀବ ପାଣିଗ୍ରାହୀ )  ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଅଧୀନ ମେରା ଯୁବ ଭାରତ (MY Bharat), ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା କମିଟି (District Advisory Committee) ଏବଂ ଜିଲ୍ଲା ସମନ୍ୱୟ କମିଟି (District Samanvay Committee) ର ବୈଠକ ଶନିବାର କଲେକ୍ଟରେଟ୍ ସ୍ଥିତ ଏସ୍.ଏସ୍. କନଫରେନ୍ସ ହଲ୍ ଠାରେ ଅନୁଷ୍ଠିତ ହୋଇଯାଇଛି।

 

ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ଅଶୋକ କୁମାର ଭୋଇ ଅଧ୍ୟକ୍ଷତା କରିଥିଲେ। ସେ ଜିଲ୍ଲାରେ ଯୁବମାନଙ୍କୁ ସାମାଜିକ ସେବା, ସ୍ୱେଚ୍ଛାସେବା, କୌଶଳ ବିକାଶ, ପରିବେଶ ସୁରକ୍ଷା, ନେତୃତ୍ୱ ବିକାଶ ଓ ରାଷ୍ଟ୍ର ଗଠନମୂଳକ କାର୍ଯ୍ୟରେ ସକ୍ରିୟ ଭାବେ ସାମିଲ କରିବା ଉପରେ ଗୁରୁତ୍ୱ ଦେଇଥିଲେ।

 

ବୈଠକରେ ଶ୍ରୀ ପ୍ରସନ୍ନ କୁମାର ପାତ୍ର (OAS-S), CDO-cum-EO, ଜିଲ୍ଲା ପରିଷଦ, ସମ୍ବଲପୁର କହିଥିଲେ ଯେ, ବ୍ଲକ୍ ସ୍ତରରେ ଯୁବ ଗୋଷ୍ଠୀକୁ ଅଧିକ ସଶକ୍ତ କରାଯିବ। ଯୁବମାନଙ୍କ ପାଇଁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସହ ଆର୍ଥିକ ସହାୟତା ଓ ସରକାରୀ ଯୋଜନାର ସୁବିଧା ଯୋଗାଇବାକୁ ପଦକ୍ଷେପ ନିଆଯିବ। MY Bharat ସ୍ୱେଚ୍ଛାସେବକମାନଙ୍କ ସହଯୋଗରେ ପ୍ରତ୍ୟେକ ବ୍ଲକ୍‌ରେ ଯୁବ ନେତୃତ୍ୱକୁ ମଜବୁତ କରାଯିବ।

 

ଜିଲ୍ଲା ଯୁବ ଅଧିକାରୀ ଶ୍ରୀ ପ୍ରସନ୍ନ ମେହେର ବୈଠକର ଉଦ୍ଦେଶ୍ୟ, MY Bharatର କାର୍ଯ୍ୟକ୍ରମ, ଯୁବ ସ୍ୱେଚ୍ଛାସେବକଙ୍କ ଭୂମିକା ଓ ଆଗାମୀ କାର୍ଯ୍ୟଯୋଜନା ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ।

 

ବୈଠକରେ ଡ଼. ସତ୍ୟନାରାୟଣ ତାଣ୍ଡି (OAS-I(JB), ଜିଲ୍ଲା କ୍ରୀଡ଼ା ଅଧିକାରୀ), ଡ଼. ଏସ୍.କେ. ତିରିୟା (CDM & PHO କାର୍ଯ୍ୟାଳୟ), ସତ୍ୟବ୍ରତ ସାହୁ (ADEO), କାର୍ତ୍ତିକୃଷ୍ଣ ବେହେରା (ଉପ ନିର୍ଦ୍ଦେଶକ, ଦକ୍ଷତା ବିକାଶ ଓ ନିଯୁକ୍ତି), କଳ୍ୟାଣୀ ପ୍ରଧାନ (JRA, DPO), ଦେବକିଶୋର ନାୟକ (LDM), ଯୋଗେଶ୍ୱର ପାଇକ (ସହକାରୀ ଶିଳ୍ପ ଅଧିକାରୀ), ଦେବାଶିଷ ସାହୁ (AIO), ପ୍ରତିମା ତାନ୍ତି (DSWO), ଅନୀତା ଏକ୍କା (POR), ନାଏବ ସୁବେଦାର ସନ୍ତୋଷ ଟେଟେ (୫ ଓଡ଼ିଶା NCC), ରୋଜାଲିନା ତିର୍କୀ (ସଚିବ, ରେଡକ୍ରସ), ଡ଼. ବୀରେନ୍ଦ୍ର ବେହେରା (କାର୍ଯ୍ୟକ୍ରମ ସମନ୍ୱୟକ, NSS ବ୍ୟୁରୋ, ସମ୍ବଲପୁର ବିଶ୍ୱବିଦ୍ୟାଳୟ), ଶାନ୍ତନୁ ପ୍ରଧାନ (DNO, NSS), ଡ଼. ସିଦ୍ଧାନ୍ତ ମହାନ୍ତି (NSS Programme Officer, ହୀରାକୁଦ କଲେଜ), ଡ଼. ମହେନ୍ଦ୍ର ଏନ୍. ଧାରୁଆ (NSS PO, OMCHR), ସୁରେଶ ଏକ୍କା (NSS PO, NSCB College), ଡ଼. ସନ୍ଧ୍ୟାମୟୀ ସାହୁ (NSS PO, Women's College), ଇନ୍ଦ୍ରଜିତ ପଟେଲ (ଅବସରପ୍ରାପ୍ତ ଆକାଉଣ୍ଟାଣ୍ଟ-cum-Programme Assistant), ଏବଂ MY Bharat Volunteers ମସୁଦ ଆଲମ, ପ୍ରତାପ ଦେଓ ଓ ନୟନ ସାହୁ ଙ୍କ ସହ ବିଭିନ୍ନ ବିଭାଗର ଅଧିକାରୀ ଏବଂ ସ୍ୱେଚ୍ଛାସେବୀମାନେ ଉପସ୍ଥିତ ଥିଲେ।

 

ବୈଠକରେ ଜିଲ୍ଲାରେ MY Bharat କାର୍ଯ୍ୟକ୍ରମକୁ ଅଧିକ ସୁଦୃଢ଼ କରିବା, ଯୁବମାନଙ୍କ ମଧ୍ୟରେ ନେତୃତ୍ୱ ବିକାଶ, ସାମାଜିକ ଦାୟିତ୍ୱବୋଧ ବୃଦ୍ଧି ଏବଂ ସରକାରୀ ବିଭାଗମାନଙ୍କ ସହ ସମନ୍ୱୟ ରଖି ବ୍ଲକ୍ ସ୍ତର ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ପହଞ୍ଚାଇବା ପାଇଁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। "ଯୁବ ଶକ୍ତି – ରାଷ୍ଟ୍ର ଶକ୍ତି" ସ୍ଲୋଗାନକୁ ସାମ୍ନାରେ ରଖି ସମସ୍ତେ ମିଳିତ ଭାବେ କାର୍ଯ୍ୟ କରିବାକୁ ଆହ୍ୱାନ ଜଣାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like