-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||      *ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ବଲାଙ୍ଗିର ସାଂସଦ ଙ୍କୁ ଦାବୀ ପତ୍ର ପ୍ରଦାନ*-   (18-Jul-2026)       ||      ନର୍ଲା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଜାତୀୟ ସ୍ତରରେ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ   (18-Jul-2026)       ||      *ଦୁର୍ଘଟଣା ରେ ଅଙ୍ଗନବାଡି କର୍ମୀ ମୃତ,ଅଙ୍ଗନବାଡି ସଂଘ ତରଫରୁ ଜାତୀୟ ରାଜପଥ ଅବରୋଧ*   (18-Jul-2026)       ||      ଆଇଆଇଏମ ସମ୍ବଲପୁରରେ ୮ମ ପିଏଚ୍‌ଡି ବ୍ୟାଚ୍ ଏବଂ ୭ମ ପିଏଚ୍‌ଡି–କାର୍ଯ୍ୟରତ ପେଶାଜୀବୀ (PhD-WP) ବ୍ୟାଚ୍ (୨୦୨୬)ର ସ୍ୱାଗତ   (18-Jul-2026)       ||      ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ   (18-Jul-2026)       ||      ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   (18-Jul-2026)       ||      ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   (18-Jul-2026)       ||      ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||     

HOME   ଜିଲ୍ଲା

*ଦୁର୍ଘଟଣା ରେ ଅଙ୍ଗନବାଡି କର୍ମୀ ମୃତ,ଅଙ୍ଗନବାଡି ସଂଘ ତରଫରୁ ଜାତୀୟ ରାଜପଥ ଅବରୋଧ*

18-Jul-2026



ପାପଡାହାଣ୍ଡି  (ପ୍ରିୟଦର୍ଶିନୀ ପାତ୍ର) ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ଥାନା ଅନ୍ତର୍ଗତ ପ୍ରଧାନୀଗୁଡା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ 26 ରେ ଆଜି ଦୁର୍ଘଟଣା ରେ କାର୍ଯ୍ୟରତ ଅଙ୍ଗନବାଡି କର୍ମୀ ଙ୍କ ମୃତ୍ୟୁ ହୋଇଯାଇଛି । ସୂଚନା ମୁତାବକ ଦୁଲପୁର ଗ୍ରାମର ଅଙ୍ଗନବାଡି କର୍ମୀ ଦୋମୟନ୍ତି ସୌରା ସ୍କୁଟି ( ଓଡି 24 ଏନ 8081 )  ସାହାର୍ଯ୍ୟରେ ନିଜ କାର୍ଯ୍ୟ ସ୍ଥଳୀ ନୂଆଗୁଡା ( ସି ) କୁ ଯାଉଥିବା ବେଳେ ପଛ ଆଡ଼ୁ ଟିପ୍ପର ( ଓଡି ୩୨ ଏଲ 3553 ) ଧକ୍କା ଦେଇଥିଲା । ଘଟଣା ସ୍ଥଳରେ ଦୋମୟନ୍ତି ଛିଟିକି ପଡି ସେହିଠାରେ ହିଁ ସେ ମୃତ୍ୟୁ ବରଣ କରିଥିଲେ । ଖବର ପାଇ ପାପଡାହାଣ୍ଡି ଏସଡିପିଓ ସତ୍ୟଜିତ କାଣ୍ଡାଂକେଲ, ଥାନା ଅଧିକାରୀ ଉମେଶ ଚନ୍ଦ୍ର ନାୟକ ଅନ୍ୟ କର୍ମଚାରୀ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି । ଘଟଣା ସ୍ଥଳରେ ପରିବାର ବର୍ଗ ଓ ଅଙ୍ଗନବାଡି ସଂଘ ଆସି ଦୁର୍ଘଟଣା ଘଟାଇଥିବା ଗାଡିକୁ ଧରି ୨୦ ଲକ୍ଷ  କ୍ଷତିପୂରଣ ଦେବାକୁ ଏକ ଘଣ୍ଟା ଧରି ରାସ୍ତା ରୋକ କରି ଦାବି କରିଥିଲେ  । ଯାହାକି ଜାତୀୟ ରାଜପଥ 26 ଏକ ଘଣ୍ଟା ପାଇଁ ଉଭୟ ପାର୍ଶ୍ୱରେ ଯାନବାହାନ ଅଟକି ରହିଥିଲା ।  ଘଟଣା ସ୍ଥଳରେ ପାପଡାହାଣ୍ଡି ତହସିଲଦାର ତପନ କୁମାର ନାୟକ ଆସି ରେଡ଼କ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା  ଦେବାରୁ ସମସ୍ତେ ରାସ୍ତା ରୁ ଓହରି ଥିଲେ । ପରେ ଗାଡି ଚଳାଚଳ ସ୍ବାଭାବିକ ହୋଇ ପାରିଥିଲା । ସାଥି କର୍ମୀଙ୍କ ମୃତ୍ୟୁ ଖବରରେ ପରିବାର ବର୍ଗ ତଥା  ଅଙ୍ଗନବାଡି ସଂଘରେ  ଶୋକର ଛାୟା ଖେଳିଯାଇଛି । ଶବ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯିବ ବୋଲି ପୋଲିସ କହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ରେ ପଞ୍ଚାୟତ ସମିତି ବୈଠକ   18-Jul-2026
  ଜିଲ୍ଲା  
*ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   18-Jul-2026
  ଜିଲ୍ଲା  
*ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   18-Jul-2026
  ଜିଲ୍ଲା  
*ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ବଲାଙ୍ଗିର ସାଂସଦ ଙ୍କୁ ଦାବୀ ପତ୍ର ପ୍ରଦାନ*-   18-Jul-2026
  ଜିଲ୍ଲା  
ନର୍ଲା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଜାତୀୟ ସ୍ତରରେ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ   18-Jul-2026
  ଜିଲ୍ଲା  
*ଦୁର୍ଘଟଣା ରେ ଅଙ୍ଗନବାଡି କର୍ମୀ ମୃତ,ଅଙ୍ଗନବାଡି ସଂଘ ତରଫରୁ ଜାତୀୟ ରାଜପଥ ଅବରୋଧ*   18-Jul-2026
  ଜିଲ୍ଲା  
ଆଇଆଇଏମ ସମ୍ବଲପୁରରେ ୮ମ ପିଏଚ୍‌ଡି ବ୍ୟାଚ୍ ଏବଂ ୭ମ ପିଏଚ୍‌ଡି–କାର୍ଯ୍ୟରତ ପେଶାଜୀବୀ (PhD-WP) ବ୍ୟାଚ୍ (୨୦୨୬)ର ସ୍ୱାଗତ   18-Jul-2026
  ଜିଲ୍ଲା  
ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ   18-Jul-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   18-Jul-2026
  ଜିଲ୍ଲା  
ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   18-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ସମିତି ବୈଠକ                                     18-Jul-2026
  ଜିଲ୍ଲା  
ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   18-Jul-2026

You Might Also Like