-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

*ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*

18-Jul-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ଡାକ୍ତରୀ ପ୍ରବେଶିକା ପରୀକ୍ଷା NEET-2026 ରେ ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବଡ଼ବଜାର ର ପୁଅ ଆଶୀର୍ବାଦ ତ୍ରିପାଠୀ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି । ସେ ସମଗ୍ର ଭାରତରେ 1237 ତମ ରେଙ୍କ ଅଧିକାର କରି ଜିଲ୍ଲାବାସୀଙ୍କୁ ଗର୍ବିତ କରିଛନ୍ତି । ଆଶୀର୍ବାଦ ମୋଟ ୭୨୦ ମଧ୍ୟରୁ ୬୫୩ ମାର୍କ ପାଇଛନ୍ତି । ତାଙ୍କ ପିତା ଶ୍ରୀ ନନ୍ଦକିଶୋର ତ୍ରିପାଠୀ ଜଣେ ଓକିଲ ଏବଂ ମାତା ଶ୍ରୀମତୀ ରଞ୍ଜିତା ତ୍ରିପାଠୀ ଗୃହିଣୀ । ସେ ବରିଷ୍ଟ ଆଇନଜୀବୀ ହରି ନାରାୟଣ ତ୍ରିପାଠୀ ଓ ଆଇ ଶୋଭାଗିନୀ ତ୍ରିପାଠୀ ଙ୍କ ନାତି ହୋଇଥିବା ବେଳେ କାକା ରାଜ କିଶୋର ତ୍ରିପାଠୀ ଜଣେ ଯୁବ ସାମ୍ୱାଦିକ ଓ ଖୁଡି ରଶ୍ମିତା ମିଶ୍ର ଅଟନ୍ତି । ଆଶୀର୍ବାଦ ବଲାଙ୍ଗୀରର ପ୍ରସିଦ୍ଧ ଶିକ୍ଷାନୁଷ୍ଠାନ ଯୁବୋଦୟରେ ଶିକ୍ଷା ଲାଭ କରୁଥିଲେ । କଠିନ ପରିଶ୍ରମ ଓ ଶିକ୍ଷକମାନଙ୍କ ମାର୍ଗଦର୍ଶନ ଫଳରେ ସେ ଏହି ସଫଳତା ପାଇପାରିଥିବା କହିଛନ୍ତି ।
ତାଙ୍କର ଏହି ସଫଳତା ପାଇଁ ପରିବାର ଲୋକ, ଶିକ୍ଷକ ଏବଂ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି । ବିଭିନ୍ନ ମହଲରୁ ଆଶିର୍ବାଦଙ୍କୁ  ଅଭିନନ୍ଦନ ଜଣାଇଛନ୍ତି । ଆଶୀର୍ବାଦ ଭବିଷ୍ୟତରେ ଜଣେ ଭଲ ଡାକ୍ତର ହୋଇ ସମାଜ ସେବା କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ ଜଣେ ମେଧାବୀ ଛାତ୍ର ହୋଇଥିବା ବେଳେ ପ୍ରଥମ କ୍ଲାସ ରୁ ଯୁକ୍ତ ୨ ପର୍ଯ୍ୟନ୍ତ ଶ୍ରେଣୀରେ ପ୍ରଥମ ସ୍ଥାନ ଅଧିକାର କରି ଆସୁଥିଲେ । ପ୍ରଥମେ ସୋନପୁର ଶ୍ରୀ ଅରବିନ୍ଦ ଇଣ୍ଟିଗ୍ରାଲ ସ୍କୁଲରେ ପାଠ୍ୟକ୍ରମ ଆରମ୍ଭ କରିଥିବା ଆଶିର୍ବାଦ ମାଟ୍ରିକରେ ୯୫.୫୦ ପ୍ରତିଶତ ମାର୍କ ରଖିବା ସହ ଜିଲ୍ଲାରେ ଦ୍ୱିତୀୟ ସ୍ଥାନ ଅର୍ଜନ କରିଥିଲେ । ବଲାଙ୍ଗୀର ଯୁବୋଦୟ କଲେଜରେ ଯୁକ୍ତ ୨ ପାଠ୍ୟକ୍ରମରେ ମଧ୍ଯ ସେ ୯୪ ପ୍ରତିଶତ ମାର୍କ ରଖିବାରେ ସଫଳ ହୋଇଥିଲେ । ସେହିପରି ସେ ଚଳିତ ବର୍ଷ ଅନୁଷ୍ଠିତ ହୋଇଥିବା ଜେଇଇ ମେନ୍ ପରୀକ୍ଷାରେ ମଧ୍ୟ ୯୮ ପ୍ରତିଶତ ମାର୍କ ରଖି କୃତକାର୍ଯ୍ୟ ହୋଇଥିବା ଶିକ୍ଷାନୁଷ୍ଠାନ ପକ୍ଷରୁ ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like