-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି

18-Jul-2026



ରାଉରକେଲା(ପ୍ରେରଣା ଖବର): କଠିନ ଆବର୍ଜନା ଓ ଫ୍ଲାଏ ଆଶ ର ଅବୈଧ ଡମ୍ପିଂ ପାଇଁ ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ରାଉରକେଲା ଆଞ୍ଚଳିକ ଶାଖା ବିଭିନ୍ନ ଶିଳ୍ପ ପ୍ରତିଷ୍ଠାନ ଓ ସଂସ୍ଥା ଙ୍କ ଠାରୁ ୨୦୨୫-୨୬ ଆର୍ଥିକ ବର୍ଷ ରୁ ଆଜି ପର୍ଯ୍ୟନ୍ତ ପ୍ରାୟ ୧.୮୦ କୋଟି ଟଙ୍କା ପରିବେଶଗତ କ୍ଷତିପୂରଣ ଆଦାୟ କରିଛି।

  ପ୍ରଦୂଷଣ ନିୟନ୍ତ୍ରଣ ନିୟମ ଉଲ୍ଲଂଘନ ଅଭିଯୋଗରେ ଆଜି ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ରାଉରକେଲା ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ରାଜଗାଙ୍ଗପୁରସ୍ଥିତ ଅଗ୍ରସେନ ସ୍ପଞ୍ଜର ୩ଟି ୟୁନିଟକୁ ସିଲ୍ କରାଯାଇଛି।ଏସପିସିବି ର ଅତିରିକ୍ତ ମୁଖ୍ୟ ପରିବେଶ ବୈଜ୍ଞାନିକ ତଥା

ରାଉରକେଲା ଆଞ୍ଚଳିକ ଅଧିକାରୀ ଡ଼ ଅନୁପ କୁମାର ମଲ୍ଲିକ ଙ୍କ ନିର୍ଦେଶରେ , କାରଖାନା ପରିସର ମଧ୍ୟରେ ୩ଟି ସ୍ଥାନରେ ଏକସଙ୍ଗେ ଏହି କାର୍ଯ୍ୟାନୁଷ୍ଠାନ ହୋଇଛି। ସେଗୁଡ଼ିକ ହେଲା: ପିଏଲସି କଣ୍ଟ୍ରୋଲ ରୁମ୍, କଞ୍ଚାମାଲ ଫିଡିଂ ପଏଣ୍ଟ ଏବଂ ୩୩ କେଭି ବିଦ୍ୟୁତ ସଂଯୋଗ ସ୍ଥଳ।

ଏସପିସିବି, ରାଉରକେଲା ପକ୍ଷରୁ କୁହାଯାଇଛି ଯେ ବାୟୁ ଏବଂ ଜଳ ଆଇନ ଅନୁଯାୟୀ ଦିଆଯାଇଥିବା ସର୍ତ୍ତାବଳୀ ଉଲ୍ଲଂଘନ କରି କାରଖାନା ଚାଲୁଥିଲା। ବାରମ୍ବାର ନିୟମ ଅଣଦେଖା ଏବଂ ନିର୍ଦ୍ଧାରିତ ପରିବେଶ ମାନଦଣ୍ଡ ପୂରଣ ନକରିବା ଯୋଗୁଁ  ବିଭିନ୍ନ ଶିଳ୍ପ କାରଖାନା ରେ ଏହି ସିଲ୍ କାର୍ଯ୍ୟାନୁଷ୍ଠାନ ନିଆଯାଉଛି।

ଏସପିସିବି, ରାଉରକେଲାର ଏକ ଟିମ୍,  ସ୍ଥାନୀୟ ପ୍ରଶାସନ, ଟିପିଡବ୍ଲୁଓଡି ଏବଂ ପୋଲିସ ଉପସ୍ଥିତିରେ ସିଲ୍ କାର୍ଯ୍ୟ ସମ୍ପନ୍ନ କରିଛି। ସିଲ୍ ହୋଇଥିବା ସ୍ଥାନରେ ନୋଟିସ୍ ମଧ୍ୟ ଲଗାଯାଇଛି ଯେ ବୋର୍ଡର ପରବର୍ତ୍ତୀ ଅନୁମତି ନମିଳିବା ପର୍ଯ୍ୟନ୍ତ କାର୍ଯ୍ୟ ଆରମ୍ଭ କରାଯାଇପାରିବ ନାହିଁ।

ଉଲ୍ଲଂଘନକୁ ସୁଧାରି ଅନୁପାଳନ ରିପୋର୍ଟ ଦାଖଲ କରିବା ପରେ ହିଁ କାରଖାନା ପରିଚାଳନାକୁ ଡି-ସିଲ୍ ପାଇଁ ଆବେଦନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ବୋର୍ଡ ପକ୍ଷରୁ  ୨୦୨୫-୨୬ ଆର୍ଥିକ ବର୍ଷ ଓ  ଚଳିତ ଏପ୍ରିଲରୁ ଏବେ ପର୍ଯ୍ୟନ୍ତ ଆରଓଏସପିସିବି, ରାଉରକେଲା ଦ୍ୱାରା ନିୟମ ଉଲ୍ଲଂଘନକାରୀ ଶିଳ୍ପଗୁଡ଼ିକ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

୨୦୨୫-୨୬ରେ ଓଏସପିସିବି, ରାଉରକେଲା ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ୪୧ ଟି ଶିଳ୍ପ କୁ ବନ୍ଦ କରିବା ନିର୍ଦ୍ଦେଶ ନୋଟିସ୍ ଜାରି କରାଯାଇଛି l 
୩୧ଟି ଶିଳ୍ପ ସଂସ୍ଥା କୁ ସିଲ୍ କରାଯାଇଥିବା ବେଳେ 
୧୦୦ ଟି ଶିଳ୍ପ କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି l ସେହିପରି ୭ଟି ଶିଳ୍ପ କାରଖାନା କୁ କାର୍ଯ୍ୟ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି l 

ବିଭାଗୀୟ ଅଧିକାରୀଙ୍କ କହିବାନୁସାରେ, ପରିବେଶ ସୁରକ୍ଷା ଆଇନ ଏବଂ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ନିର୍ଦ୍ଦେଶାବଳୀ ଅନୁଯାୟୀ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅନୁମତି ସର୍ତ୍ତ ଉଲ୍ଲଂଘନ କରି କଠିନ ଆବର୍ଜନା, ଫ୍ଲାଏ ଆସ୍ ଏବଂ ଅନ୍ୟାନ୍ୟ ବିପଜ୍ଜନକ ପଦାର୍ଥ ଡମ୍ପ କରୁଥିବା ଶିଳ୍ପଗୁଡ଼ିକ ଉପରେ ମୁଖ୍ୟ ଧ୍ୟାନ ଦିଆଯାଉଛି।

ବୋର୍ଡ ପକ୍ଷରୁ ରାଉରକେଲା, ରାଜଗାଙ୍ଗପୁର, କୁଆଁରମୁଣ୍ଡା, କଳୁଙ୍ଗା, ବଣାଇ ଭଳି ଶିଳ୍ପ କାରଖାନା ରେ ଯାଞ୍ଚ ତୀବ୍ର କରାଯାଇଛି। 

ଏସପିସିବି ର ଅତିରିକ୍ତ ମୁଖ୍ୟ ପରିବେଶ ବୈଜ୍ଞାନିକ ତଥା ରାଉରକେଲା ଆଞ୍ଚଳିକ ଅଧିକାରୀ ଡ଼. ଅନୁପ କୁମାର ମଲ୍ଲିକ କହିଛନ୍ତି ଯେ , ନିର୍ଦ୍ଧାରିତ ସମୟ ମଧ୍ୟରେ ଶିଳ୍ପ କାରଖାନା ଗୁଡିକ ତ୍ରୁଟି ସୁଧାର ନକଲେ ଆଗାମୀ ଦିନରେ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। 


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like