-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ

18-Jul-2026



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ଯାଦବ ଭବନ ଠାରେ ତହଁକ କୁଟୁମ ତରଫରୁ ଆୟୋଜିତ ହୋଇଥିବା ସରସ୍ବତୀ ମିଶ୍ରଙ୍କ  କୋସଲି କବିତା ସଂକଳନ " ଛନେ ଆ" ର ଉନ୍ମୋଚନ ହୋଇଯାଇଛି  । ମୁଖ୍ୟ ଅତିଥି ଡ. ଗୋପବନ୍ଧୁ ରଥ, ସମ୍ମାନିତ ଅତିଥି କବି ଆନଦ ଚନ୍ଦ୍ର ସାହୁ, କବି ନିରଞ୍ଜନ ପଣ୍ଡା,  ଲେଖକ ପରିଷଦ ସଂପାଦକ ଶୁସାନ୍ତ ବାଗ,  ତହଁକ ସଂପାଦକ ରାଜେଶ ଦଣ୍ଡସେନା ମଞ୍ଚାସୀନ ରହି ପୁସ୍ତକ ମର୍ମତତ୍ବ ଏବଂ କୋସଲି ଭାଷାର ଭଣ୍ଡାରକୁ ଅବଦାନ ବାବଦରେ ଆଲୋକପାତ କରିଥିଲେ  । ପୁସ୍ତକକୁ କବି ଅର୍ଜୁନ କୁମାର ସାହୁ ସମୀକ୍ଷା କରିଥିବାବେଳେ କବି ସନ୍ଦିପ କୁମାର କୁଅଁର ସଭା ପରିଚାଲନା କରିଥିଲେ  । କବୟତ୍ରୀଙ୍କ  କବିତାକୁ ପୂର୍ଣିମା ପଣ୍ଡା, ସୁଷମା ବେହେରା, ଜ୍ୟୋତିର୍ମୟୀ ତ୍ରିପାଠୀ, ଜ୍ୟୋତିରାଣୀ ମିଶ୍ର,  ନିର୍ମାଲ୍ୟ ସ୍ଵାଇଁ,   ରଶ୍ମି ପାତ୍ର ପ୍ରମୁଖ କବିତା ପାଠ କରିଥିଲେ । ପରେ ପୁଷ୍ପାଞ୍ଜଳି ମେହେର ଓ  କବିତା ମିଶ୍ରଙ୍କ ସଂଯୋଜନାରେ କବିତା ଆସର ଅନୁଷ୍ଠିତ ହୋଇଥିଲା ଏଥିରେ ଅନେକ କବି କବିତା ପାଠ କରିଥିଲେ । ମିଲନ ପଣ୍ଡା, ମାନସୀ ସାହୁ,  ଗୋପାଳ ମେହେର ସହଯୋଗ କରିଥିଲେ ଶେଷରେ ନଲିନୀପ୍ରଭା ଶତପଥୀ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like