-+91-9937148622 |

prerana_bgr@rediffmail.com |

  Monday 20th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଦିଗୁଲମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଚାଳନା କମିଟି ଗଠିତ   (20-Jul-2026)       ||      *ଜିଲ୍ଲା ବିଜେପି ପକ୍ଷରୁ ସଂପର୍କ ଅଭିଜାନ ଉତ୍ସବ*- *ସାଂସଦ ଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ବହୁ ବିଶିଷ୍ଟ ବ୍ୟକ୍ତି*   (20-Jul-2026)       ||      କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||     

HOME   ଜିଲ୍ଲା

ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା

19-Jul-2026



ବରପାଲି(ସୁଦାମ ଦୀପ):  ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ପ୍ରାୟ ୨୨.୨୮ କୋଟି ଟଙ୍କା ବ୍ୟୟରେ ପୁନଃନିର୍ମିତ ବରପାଲି ରେଳ ଷ୍ଟେସନର ଲୋକାର୍ପଣ ଉତ୍ସବ  ଆଡମ୍ବରପୂର୍ଣ୍ଣ ଭାବେ ପାଳିତ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭର୍ଚୁଆଲ୍ ମାଧ୍ୟମରେ ଷ୍ଟେସନର ଲୋକାର୍ପଣ କରିଥିବା ବେଳେ ବରପାଲିରେ ଆୟୋଜିତ କାର୍ଯ୍ୟକ୍ରମରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ, ଜିଲ୍ଲାପାଳ ଆଦିତ୍ୟ ଗୋଏଲ, ଡିଆରଏମ୍ ସୁବାସ ଚନ୍ଦ୍ର ଚୌଧୁରୀ, ଏସ୍‌ପି ରବୀନ୍ଦ୍ରନାଥ ଶତପଥୀ, ପଦ୍ମଶ୍ରୀ ଭାଗବତ ପ୍ରଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।ତେବେ ସମଗ୍ର କାର୍ଯ୍ୟକ୍ରମରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ବରଗଡ଼ର କୁନି ପ୍ରତିଭା ନିଖିଳ ଶର୍ମା। ମାତ୍ର ୭ ବର୍ଷ ବୟସରେ ଏକ ମିନିଟ୍‌ରେ ସର୍ବାଧିକ ଫରୱାର୍ଡ ଓ ବ୍ୟାକୱାର୍ଡ କାର୍ଟହ୍ୱିଲ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ରେ ସ୍ଥାନ ପାଇ ସମଗ୍ର ବରଗଡ଼ ଜିଲ୍ଲା ପାଇଁ ଗୌରବ ଆଣିଥିବାରୁ ତାଙ୍କୁ ମଞ୍ଚ ଉପରେ ସ୍ୱତନ୍ତ୍ର ଭାବେ ସମ୍ବର୍ଦ୍ଧିତ କରାଯାଇଥିଲା। ସାଂସଦ ପ୍ରଦୀପ ପୁରୋହିତ ଓ ଅନ୍ୟାନ୍ୟ ଅତିଥିମାନେ ନିଖିଳଙ୍କ ଅସାଧାରଣ ସଫଳତାର ଉଚ୍ଚ ପ୍ରଶଂସା କରି କହିଥିଲେ, ଏତେ କମ୍ ବୟସରେ ଜାତୀୟ ସ୍ତରରେ ରେକର୍ଡ ସ୍ଥାପନ କରିବା କେବଳ ତାଙ୍କ ପରିବାର ପାଇଁ ନୁହେଁ, ସମଗ୍ର ବରଗଡ଼ ପାଇଁ ଗର୍ବର ବିଷୟ। ତାଙ୍କ ସଫଳତା ଆଗାମୀ ପିଢ଼ିର ଶିଶୁମାନଙ୍କ ପାଇଁ ପ୍ରେରଣାର ଉତ୍ସ ବୋଲି ମତ ପ୍ରକାଶ ପାଇଥିଲା।ନିଖିଳଙ୍କ ସମ୍ବର୍ଦ୍ଧନା ବେଳେ କରତାଳିରେ ପ୍ରକମ୍ପିତ ହୋଇଥିଲା ସମଗ୍ର ମଞ୍ଚ। ଅମୃତ ଭାରତ ଷ୍ଟେସନ ଉଦ୍‌ଘାଟନୀ ଉତ୍ସବରେ ଏହି କୁନି ପ୍ରତିଭାର ସମ୍ମାନନା ସମଗ୍ର କାର୍ଯ୍ୟକ୍ରମର ସବୁଠାରୁ ସ୍ମରଣୀୟ ଓ ଗୌରବମୟ ମୁହୂର୍ତ୍ତ ପାଲଟିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦିଗୁଲମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଚାଳନା କମିଟି ଗଠିତ   20-Jul-2026
  ଜିଲ୍ଲା  
*ଜିଲ୍ଲା ବିଜେପି ପକ୍ଷରୁ ସଂପର୍କ ଅଭିଜାନ ଉତ୍ସବ*- *ସାଂସଦ ଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ବହୁ ବିଶିଷ୍ଟ ବ୍ୟକ୍ତି*   20-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026

You Might Also Like