-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-

19-Jul-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ମହାନଦୀ ଯୋଗ ବିହାର ସ୍ଥିତ ଶ୍ରୀ ଗୋପାଲଜୀ ତମଶ୍ଵା ଯୋଗାଳୟ ର ସାଧନା କକ୍ଷରେ ଯୋଗାଳୟ ର ବରିଷ୍ଠ ସଦସ୍ୟ ତଥା ଜଣେ ଲବ୍ଧ ପ୍ରତିଷ୍ଠିତ ସାହିତ୍ୟିକ ଶ୍ରୀଯୁକ୍ତ ଯୋଗୀନ୍ଦ୍ର ପ୍ରସାଦ ପଣ୍ଡାଙ୍କର ପଞ୍ଚମ ସାରସ୍ୱତ ସୃଷ୍ଟି- "କୋସଲି ବରନବୋଧ,, ପାଣ୍ଡୁଲିପି ର ଏକ ଉନ୍ମୋଚନ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଡ଼କ୍ଟର ସନ୍ତୋଷ କୁମାର ପାଢ଼ୀ ,ସମ୍ମାନୀତ ଅତିଥି ଭାବରେ କବି ଆର୍ତ୍ତତ୍ରାଣ ବାବୁ , କବି ଯୁଧିଷ୍ଠିର ଖମାରୀ, ଡ଼ ଦେବାଶିଷ ପାଣ୍ଡିଆ ଯୋଗ ଦେଇ , ଲେଖକ ଶ୍ରୀଯୁକ୍ତ ପଣ୍ଡାଙ୍କର ଉଦ୍ୟମ କୁ ଭୂୟସୀ ପ୍ରଶଂସା କରିବା ସହିତ କୋସଲି ବରନବୋଧ ସମଗ୍ର କୋସଲାଞ୍ଚଳ ପାଇଁ ଏକ ଅମୂଲ୍ୟ ବସ୍ତାବିଚ୍ ହେବା ସହ ଶିକ୍ଷାକ୍ଷେତ୍ରରେ ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ଉପାଦେୟ ଗ୍ରନ୍ଥ ହେବ ବୋଲି ମତପ୍ରକାଶ କରିଥିଲେ । ଲେଖକ ଶ୍ରୀଯୁକ୍ତ ପଣ୍ଡା ପୁସ୍ତକ ରଚ଼ନାର ଆବଶ୍ୟକତା ଓ ଆଭିମୁଖ୍ୟ ଉପରେ ଆଲୋକପାତ କରିବା ସହିତ ପୁସ୍ତକରେ କୌଣସି ତ୍ରୁଟି ବିଚ୍ୟୁତିକୁ ଦର୍ଶାଇ ସଂଶୋଧନ ପୂର୍ବକ ନିର୍ଭୁଲ ତଥା ପରି ମାର୍ଜିତ ପୁସ୍ତକ ବାହାର କରିବା ପାଇଁ ସାହାଯ୍ୟ, ପରାମର୍ଶ, ଉପଦେଶ ଯୋଗାଇ ଦେବାକୁ ଦେବାକୁ ଅତିଥି ମାନଙ୍କୁ ଅନୁରୋଧ ଜଣାଇଥିଲେ । ପାଣ୍ଡୁଲିପି କୁ ସମୀକ୍ଷା କରିଥିଲେ ଐତିହାସିକ ସୁଦାମ ନାଏକ । ଶିକ୍ଷାବିତ୍ ପ୍ରଦୀପ ପୁରୋହିତ ସଭାକୁ ସଂଯୋଜନା କରିଥିବା ବେଳେ, ଧନ୍ୟବାଦ ପ୍ରଦାନ କରିଥିଲେ କବି ଅଖୋଜ କୁମାର ଷାଣ୍ଢ । ଏହି ସାରସ୍ଵତ ସଭାରେ ଯୋଗାଳୟ ର ସମସ୍ତ ଯୋଗୀ ମାନଙ୍କ ସହିତ, ସହରର ଅନେକ ବୁଦ୍ଧିଜୀବୀ ଅଂଶଗ୍ରହଣ କରି ସଭାକୁ ସାଫଲ୍ୟ ମଣ୍ଡିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like