-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା

19-Jul-2026



ଅତାବିରା(ଆକାଶ ମିଶ୍ର): ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ଅତାବିରା ବ୍ଲକ ପକ୍ଷରୁ ଏକ ମହନୀୟ ତଥା ମାନବୀୟ ପଦକ୍ଷେପ ସ୍ଵରୂପ ସ୍ୱର୍ଗତ ସୁଶୀଲ ଭୁଏଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ୫,୦୦୦ ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି।ସୂଚନାଯୋଗ୍ୟ ଯେ, ଅତାବିରା ବ୍ଲକ ଅନ୍ତର୍ଗତ ନୂତନ ଅନୁଦାନ ପ୍ରାପ୍ତ ଲରାସରା ଉଚ୍ଚ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭାବେ କାର୍ଯ୍ୟରତ ଥିବା ସୁଶୀଲ ଭୁଏ ଗତ ୯ ତାରିଖ ଦିନ ବୁର୍ଲା ବଡ଼ ଡାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁବରଣ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କର ଆହୁରି ୧୨ ବର୍ଷର ଚାକିରି କାଳ ବାକି ରହିଥିଲା। ଓଷ୍ଟା ସଂଘର ନିୟମାନୁଯାୟୀ, ଅନୁଦାନ ପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ କାର୍ଯ୍ୟରତ କୌଣସି ଶିକ୍ଷକ ବା କର୍ମଚାରୀଙ୍କ ଅକାଳ ବିୟୋଗ ଘଟିଲେ ସଂଘ ପକ୍ଷରୁ ପରିବାରକୁ ଏହି ସହାୟତା ରାଶି ପ୍ରଦାନ କରାଯାଇଥାଏ।
ପ୍ରକାଶଥାଉ କି, ଓଷ୍ଟା କେବଳ ଶିକ୍ଷକ ଓ କର୍ମଚାରୀମାନଙ୍କ ହକ୍ ତଥା ନ୍ୟାଯ୍ୟ ଦାବି ପାଇଁ ଲଢ଼େଇ କରିବାରେ ସୀମିତ ନାହିଁ, ବରଂ ସର୍ବଦା ସେମାନଙ୍କ ସୁଖ-ଦୁଃଖର ସାଥୀ ହୋଇ ରହିଆସିଛି। ବିଭିନ୍ନ ସମୟରେ ରାଜ୍ୟରେ ଦେଖାଦେଉଥିବା ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ବିପନ୍ନଙ୍କ ପାଖରେ ପହଞ୍ଚି ଖାଦ୍ୟ ସାମଗ୍ରୀ ବଣ୍ଟନ କରିବା ସହ ଆର୍ଥିକ ସହାୟତା ଯୋଗାଇଦେଇ ସଂଘ ସଦାସର୍ବଦା ନିଜର ସାମାଜିକ ଦାୟିତ୍ୱବୋଧ ଓ ବଦାନ୍ୟତାର ପରିଚୟ ଦେଇ ଆସିଛି।
ଏହି ପରିପ୍ରେକ୍ଷୀରେ ଆଜି ଓଷ୍ଟାର ବ୍ଲକ ତଥା ଜିଲ୍ଲା ସ୍ତରୀୟ

କର୍ମକର୍ତ୍ତାମାନେ ସ୍ୱର୍ଗତ ଭୁଏଙ୍କ ବାସଭବନରେ ପହଞ୍ଚି ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଉକ୍ତ ଆର୍ଥିକ ସହାୟତା ରାଶି ହସ୍ତାନ୍ତର କରିଥିଲେ। ଏହି ଅବସରରେ ଓଷ୍ଟା ଜିଲ୍ଲା ଉପସଭାପତି ସଚ୍ଚିଦାନନ୍ଦ ପ୍ରଧାନ, ଯୁଗ୍ମ ସମ୍ପାଦକ ଯାଦବ ପ୍ରଧାନ, ବ୍ଲକ ସମ୍ପାଦକ ପ୍ରସନ୍ନ ବେହେରା, ଲରାସରା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନବୋଧ ମାଝୀ ଏବଂ ଶିକ୍ଷକ ରବି ନାରାୟଣ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ବିପତ୍ତି ସମୟରେ ଓଷ୍ଟା ସଂଘର ଏଭଳି ସହାନୁଭୂତିପୂର୍ଣ୍ଣ ସେବା ମନୋଭାବକୁ ସ୍ଥାନୀୟ ଅଞ୍ଚଳରେ ବେଶ୍ ପ୍ରଶଂସା କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like