-+91-9937148622 |

prerana_bgr@rediffmail.com |

  Tuesday 21st July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅନ୍ତର୍ହିତ ହେଲେ ବରପାଲି ଆକାଶର ଧ୍ରୁବତାରା ବିଶିଷ୍ଟ ସମାଜସେବୀ ଧ୍ରୁବ ଚରଣ ମେହେରଙ୍କ ପରଲୋକ   (20-Jul-2026)       ||      ଦ୍ୱିତୀୟ ଦିନ ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍♦️ ୧୧ ବର୍ଷ ବାଳକ ଫାଇନାଲରେ ସମର୍ଥ ଓ ଅର୍ଣ୍ଣବ ମୁକାବିଲା   (20-Jul-2026)       ||      ବଡ଼ଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (20-Jul-2026)       ||      ବରପାଲିରେ ରାଜ୍ୟ ସ୍ତରୀୟ ଶ୍ରୀ ଜଗନ୍ନାଥ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଯାପିତ।   (20-Jul-2026)       ||      ହେରା ପଞ୍ଚମୀରେ ଗୁଣ୍ଡିଚା ଆଡ଼ପ ମଣ୍ଡପରେ ପ୍ରଭୁଙ୍କ ରାମ-ଲକ୍ଷ୍ମଣ ଅବତାର ବେଶ   (20-Jul-2026)       ||      ସିଂଘିଯୁବା ପଞ୍ଚାୟତ କାର୍ଯ୍ୟାଳୟରେ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ   (20-Jul-2026)       ||      ପ୍ରଧାନ ଶିକ୍ଷକଙ୍କ ବଦଳି ସ୍ଥଗିତ ଦାବୀରେ ଗ୍ରାମବାସୀ ସ୍କୁଲରେ ତାଲା ମାରିଲେ ।   (20-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ ବେଶ ଦର୍ଶନ ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ପାଇଁ ଚଳ ଚଞ୍ଚଳ ଶ୍ରୀ ଗୁଣ୍ଡିଚା ମନ୍ଦିର*-   (20-Jul-2026)       ||      ଆମେରିକାର ରୋଡ଼ସ ଆଇଲ୍ୟାଣ୍ଡରେ ରଥଯାତ୍ରାର ଭବ୍ୟ ଆୟୋଜନ*   (20-Jul-2026)       ||      ସୁପ୍ରିୟା ମାର୍ଗ ରେ ରୌପ୍ୟ ଜୟନ୍ତୀ♦️♦️ ରଥଯାତ୍ରା ଅବସରରେ ନିଆରା କାର୍ଯ୍ୟକ୍ରମ    (20-Jul-2026)       ||      ଅଳ୍ପରେ ଦେଶ ବିଦେଶର ଅନେକ ଖବର.....   (20-Jul-2026)       ||      ଦିଗୁଲମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଚାଳନା କମିଟି ଗଠିତ   (20-Jul-2026)       ||      *ଜିଲ୍ଲା ବିଜେପି ପକ୍ଷରୁ ସଂପର୍କ ଅଭିଜାନ ଉତ୍ସବ*- *ସାଂସଦ ଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ବହୁ ବିଶିଷ୍ଟ ବ୍ୟକ୍ତି*   (20-Jul-2026)       ||      କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||     

HOME   ଜିଲ୍ଲା

ଦିଗୁଲମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଚାଳନା କମିଟି ଗଠିତ

20-Jul-2026



ଖୁଣ୍ଟିଗୋରା (ମକରନ୍ଦ ସାହୁ) ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ  ଖମନମୁଣ୍ଡା ପଞ୍ଚାୟତ  ଦିଗୁଲମାଲ  ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ , ପରିଚାଳନା କମିଟି ଗଠିତ ହୋଇ ଯାଇଛି। ପୂର୍ବତନ ଚେୟାର ପର୍ସନ ମଞ୍ଜୁରୀ ଭୋଇ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକ ରେ ସର୍ବ ସମ୍ମତୀ କ୍ରମେ  ସନ୍ତୋଷ ନାଗ, ସଭାପତି ଭାବେ ଓ ମଞ୍ଜୁଳା ମହାକୁଡ଼ ଉପ ସଭାପତି ଭାବେ ମନୋନୀତ ହୋଇଛନ୍ତି ।  ଏନେଇ  ପିତା, ମାତା, ଅଭିଭାବିକା, ଅଭିଭାବକ, ଶିକ୍ଷକ ବୈଠକରେ ସଭ୍ୟ ନିର୍ବାଚିତ ହୋଇ କମିଟି ଗଠନ କରାଯାଇଥିଲା ।ବୈଠକ ଅନୁସାରେ.୨୦  ଜଣିଆ ସଦସ୍ୟା,ସଦସ୍ୟ ମଧ୍ୟରେ କାନ୍ତି ଭୋଇ, ଧନବନ୍ତ କୁଦେଇ, ଦେବକୀ ଭୋଇ, ମହାଦେଇ ପ୍ରଧାନ, ପଙ୍କଜ ନାଗ, ଲଲିତ ବାଘ, ପାର୍ବତୀ ନାଗ, ମଞ୍ଜୁ ପୋଢ,ଗୁରୁବାରୀ ନାଗ,ପାଳେଶ୍ଵର ତାଣ୍ଡି, ମତିଲାଲ ଭୋଇ, ବବିତା ବିଶ୍ଵାଳ, କନକ ଭୋଇ, ସଭ୍ୟା ଭାବେ ମନୋନୀତ ହୋଇଥିଲେ। ଏଥି ସହ  ଅଙ୍ଗନୱ୍ଵାଡ଼ି କର୍ମୀ ଜନ୍ମବୀ ପ୍ରଧାନ,,ଆଶା କର୍ମୀ ଦିପାଞ୍ଜଳି ପାତ୍ର, ୱlର୍ଡସଭ୍ୟା   ମାଘବତୀ  ଭୋଇ, ଶିକ୍ଷକ ପ୍ରତିନିଧି ହେମ ସାଗର ଭୋଇ, ଦାଇତ୍ଵ ନିର୍ବାହ କରିବା ପାଇଁ ସ୍ଥିର ହୋଇ ଥିଲା  ଶେଷରେ  ପ୍ରଧାନ ଶିକ୍ଷକ଼ ବସନ୍ତ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅନ୍ତର୍ହିତ ହେଲେ ବରପାଲି ଆକାଶର ଧ୍ରୁବତାରା ବିଶିଷ୍ଟ ସମାଜସେବୀ ଧ୍ରୁବ ଚରଣ ମେହେରଙ୍କ ପରଲୋକ   20-Jul-2026
  ଜିଲ୍ଲା  
ଦ୍ୱିତୀୟ ଦିନ ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍♦️ ୧୧ ବର୍ଷ ବାଳକ ଫାଇନାଲରେ ସମର୍ଥ ଓ ଅର୍ଣ୍ଣବ ମୁକାବିଲା   20-Jul-2026
  ଜିଲ୍ଲା  
ବଡ଼ଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   20-Jul-2026
  ଜିଲ୍ଲା  
ବରପାଲିରେ ରାଜ୍ୟ ସ୍ତରୀୟ ଶ୍ରୀ ଜଗନ୍ନାଥ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଯାପିତ।   20-Jul-2026
  ଜିଲ୍ଲା  
ହେରା ପଞ୍ଚମୀରେ ଗୁଣ୍ଡିଚା ଆଡ଼ପ ମଣ୍ଡପରେ ପ୍ରଭୁଙ୍କ ରାମ-ଲକ୍ଷ୍ମଣ ଅବତାର ବେଶ   20-Jul-2026
  ଜିଲ୍ଲା  
ସିଂଘିଯୁବା ପଞ୍ଚାୟତ କାର୍ଯ୍ୟାଳୟରେ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ   20-Jul-2026
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କ ବଦଳି ସ୍ଥଗିତ ଦାବୀରେ ଗ୍ରାମବାସୀ ସ୍କୁଲରେ ତାଲା ମାରିଲେ ।   20-Jul-2026
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ବେଶ ଦର୍ଶନ ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ପାଇଁ ଚଳ ଚଞ୍ଚଳ ଶ୍ରୀ ଗୁଣ୍ଡିଚା ମନ୍ଦିର*-   20-Jul-2026
  ଜିଲ୍ଲା  
ଆମେରିକାର ରୋଡ଼ସ ଆଇଲ୍ୟାଣ୍ଡରେ ରଥଯାତ୍ରାର ଭବ୍ୟ ଆୟୋଜନ*   20-Jul-2026
  ଜିଲ୍ଲା  
ସୁପ୍ରିୟା ମାର୍ଗ ରେ ରୌପ୍ୟ ଜୟନ୍ତୀ♦️♦️ ରଥଯାତ୍ରା ଅବସରରେ ନିଆରା କାର୍ଯ୍ୟକ୍ରମ   20-Jul-2026
  ଦେଶ ବିଦେଶ  
ଅଳ୍ପରେ ଦେଶ ବିଦେଶର ଅନେକ ଖବର.....   20-Jul-2026
  ଜିଲ୍ଲା  
ଦିଗୁଲମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଚାଳନା କମିଟି ଗଠିତ   20-Jul-2026

You Might Also Like