-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଦେଶ ବିଦେଶ

ଅଳ୍ପରେ ଦେଶ ବିଦେଶର ଅନେକ ଖବର.....

20-Jul-2026



ଖବର ଆଜିର

ତାରିଖ:୨୦/୦୭/୨୬, ସୋମବାର 

♦️ଲଘୁଚାପ ବର୍ଷା ଓ ବନ୍ୟା ବଢ଼ାଇଲା ଚାଷୀଙ୍କ ଦୁଃଖ: ପାଣିରେ ବୁଡ଼ିଛି ହଜାର ହଜାର ହେକ୍ଟର ଫସଲ।

♦️ପୁରୀ:ଜନ୍ମବେଦିରେ ଜଗତ ମଣିମା, ଗୁଣ୍ଡିଚା ମନ୍ଦିରରେ  ଲାଗିଛି ଗହଳିଚହଳି।

♦️ଭୁବନେଶ୍ୱର: ମାଟ୍ରିକ ସପ୍ଲିମେଣ୍ଟାରୀ ଖାତା ଦେଖାରେ ସମସ୍ୟା,ଗଣିତ ଶିକ୍ଷକଙ୍କ ଆଇଡିରେ ଭୂଗୋଳ ଖାତା।

♦️RTO ଚାଲାଣ ସେଟଲମେଣ୍ଟ ନାଁରେ ଠକେଇ, କଟକରୁ ୨ ଅଭିଯୁକ୍ତ ଗିରଫ।

♦️ଭୁବନେଶ୍ୱର:IHM ପରୀକ୍ଷାରେ ବଡ଼ ଜାଲିଆତି, ନକଲି ପରୀକ୍ଷାର୍ଥୀ ଦେଇ ଧରାପଡ଼ିଲେ ଅସଲି ପରୀକ୍ଷାର୍ଥୀ।

♦️ଖୋଲିଲା ହୀରାକୁଦ ଜଳଭଣ୍ଡାରର ୪ଟି ଗେଟ୍। ବାମ ପାର୍ଶ୍ୱର ୩ ଓ ଡାହାଣ ପାର୍ଶ୍ୱର ଗୋଟିଏ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ।

♦️ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ତିଖିରି ସରପଞ୍ଚ ଚାମେଲି ଓଝା।

♦️ଭୁବନେଶ୍ୱର:ଅଣ୍ଡା ବଜାରରେ ମହଙ୍ଗା ମାଡ଼, ଯୋଗାଣ କମିବାରୁ ବଢ଼ୁଛି ଦାମ।

♦️କାମାକ୍ଷାନଗର:ବାହ୍ମଣୀରୁ ଡଙ୍ଗାରେ ବାଲି ଉଠାଣକୁ ନେଇ ଉତ୍ତେଜନା, ମୁହାଁମୁହିଁ ହେଲେ ଗ୍ରାମବାସୀ ଓ ଠିକାଦାର।

♦️ସିମୁଳିଆ:ବନ୍ୟଜନ୍ତୁଙ୍କ ଦାଉରୁ ଧାନ ତଳିକୁ ଉଦ୍ଧାର କରିବା ନିମନ୍ତେ ବିଦ୍ୟୁତ ଝଟକା ଲଗାଇ ନିଜେ ବିଦ୍ୟୁତର ଶିକାର ହେଲେ,୨ ମୃତ।

♦️ଆଗାମୀ ୨୪ ଘଣ୍ଟାରେ ପ୍ରବଳ ଝଡ଼,ବର୍ଷା ପାଇଁ ସତର୍କ ସୂଚନା ; ପାହାଡିଆ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ।

♦️ଭୁବନେଶ୍ୱର:କାନରା ବ୍ୟାଙ୍କରୁ ୧୧୦୯ କୋଟି ଠକେଇ,ଗୁପ୍ତା ପାଓ୍ବାରର ୪ ନିର୍ଦେଶକଙ୍କ ଘରେ CBI ଚଢ଼ାଉ।

♦️ସୋନମ ୱାଙ୍ଗଚୁକ୍‌ଙ୍କୁ ମିଳିଲାନି ଘରୋଇ ହସ୍ପିଟାଲ୍ ସୁବିଧା: ପତ୍ନୀଙ୍କ ଆବେଦନ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ।

♦️କାନପୁର:୫୦ ଥର ପ୍ରୟାସ ପରେ ବି ମିଳିଲାନି ସରକାରୀ ଚାକିରି,ହାରିଗଲା ସ୍ୱର୍ଣ୍ଣପଦକ ବିଜେତା ବି.ଟେକ୍ ଛାତ୍ର, ଫ୍ୟାନରେ ଝୁଲିପଡ଼ିଲେ ଆନନ୍ଦ କୁମାର।

♦️ଲଗାଣ ବର୍ଷା,ନାଗାଲାଣ୍ଡରେ ଭୟଙ୍କର ଭୂସ୍ଖଳନ, ୮ ମୃତ, ୧୨ ରୁ ଅଧିକ ଆହତ।

♦️ଆଜିଠୁ  ସଂସଦର ମୌସୁମୀ ଅଧିବେଶନ: ସର୍ବଦଳୀୟ ବୈଠକରୁ ହଙ୍ଗାମା, ଆସିପାରେ ୭ ଗୁରୁତ୍ୱପୂର୍ଣ୍ଣ ବିଲ୍।

♦️ଜାପାନ ଓପନ ବ୍ୟାଡମିଣ୍ଟନ:ଟାଇଟଲ ଜିତିଲେ ପି ଭି ସିନ୍ଧୁ।

♦️ଇଂଲଣ୍ଡ:ସବୁ ଚର୍ଚ୍ଚାର ଅନ୍ତ ! ଏକାଠି ବସିଲେ, ହସିଲେ ବିରାଟ-ଗମ୍ଭୀର; ସାଙ୍ଗରେ ଥିଲେ ରୋହିତ ଶର୍ମା।

♦️ଲର୍ଡସରେ ରୋହିତ-ବିରାଟଙ୍କ ସଂଘର୍ଷ ବେକାର: ଭାରତକୁ ହରାଇ ଦିନିକିଆ ସିରିଜ୍ ହାତେଇଲା ଇଂଲଣ୍ଡ।

♦️ନ୍ୟୁଜର୍ସି: ଆର୍ଜେଣ୍ଟିନାକୁ ୧-୦ ଗୋଲରେ ହରାଇ ସ୍ପେନ ହେଲା ବିଶ୍ଵ  ଚମ୍ପିୟାନ।

♦️ଗୁଏନାରେ ବଡ଼ ସମୁଦ୍ର ଦୁର୍ଘଟଣା, ବୁଡିଗଲା ୧୧୬ ଜଣଙ୍କୁ ନେଇ ଯାଉଥିବା ଫେରି।

♦️ସୀମା ଡେଇଁଲା ଆମେରିକା -ଇରାନ ଯୁଦ୍ଧ,କୁଏତର ଜଳ ବିଶୋଧନ କେନ୍ଦ୍ର, ଜୋର୍ଡାନର ବିମାନ ବନ୍ଦର ଉପରେ ଇରାନର ଆକ୍ରମଣ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like