-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

ସିଂଘିଯୁବା ପଞ୍ଚାୟତ କାର୍ଯ୍ୟାଳୟରେ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ

20-Jul-2026



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ ଅନ୍ତର୍ଗତ ସିଂଘିଯୁବା ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଗ୍ରାମାଞ୍ଚଳର ଲୋକମାନଙ୍କ ମଧ୍ୟରେ ସଞ୍ଚୟ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏବଂ ଆର୍ଥିକ ଅନ୍ତର୍ଭୁକ୍ତିକରଣକୁ ପ୍ରୋତ୍ସାହନ ଦେବା ଏହି ଶିବିରର ମୁଖ୍ୟ ଉଦ୍ଦେଶ୍ୟ ଥିଲା।ଶିବିରରେ ଜିଲ୍ଲା ଆର୍ଥିକ ସେବା ଓ ସଞ୍ଚୟ ଅଧିକାରୀ ମଙ୍ଗଳ ପଧାନ,ଇଣ୍ଡିଆନ୍ ପୋଷ୍ଟ ପେମେଣ୍ଟସ୍ ବ୍ୟାଙ୍କ ମେନେଜର, ସୋନପୁର ସତ୍ୟବ୍ରତ ପ୍ରଧାନ ଏବଂ ସିଂଘିଯୁବା ପୋଷ୍ଟମାଷ୍ଟର ଉଦୟକର ସାହୁ ମଞ୍ଚାସୀନ ଥିଲେ। ସେମାନଙ୍କ ସହ ବିନିକାର ଏଜେଣ୍ଟ ସତ୍ୟବାନ ପୁରୋହିତ ମଧ୍ୟ ଉପସ୍ଥିତ ରହି ବିଭିନ୍ନ ଡାକଘର ସଞ୍ଚୟ ଯୋଜନା ଓ ସେବା ସମ୍ପର୍କରେ ଉପସ୍ଥିତ ଲୋକଙ୍କୁ ସଚେତନ କରିଥିଲେ।କାର୍ଯ୍ୟକ୍ରମରେ ଶ୍ରୀ ମଙ୍ଗଳ ପଧାନ କନ୍ୟା ସନ୍ତାନଙ୍କ ଭବିଷ୍ୟତକୁ ସୁରକ୍ଷିତ କରିବା ଉଦ୍ଦେଶ୍ୟରେ ପରିଚାଳିତ ସୁକନ୍ୟା ସମୃଦ୍ଧି ଯୋଜନାର ବିଭିନ୍ନ ସୁବିଧା ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ। ଅନ୍ୟ ବକ୍ତାମାନେ ମଧ୍ୟ ଡାକଘରର ବିଭିନ୍ନ ସଞ୍ଚୟ ଯୋଜନା ସମ୍ପର୍କରେ ସୂଚନା ଦେଇ ସୁରକ୍ଷିତ ଓ ବିଶ୍ୱସନୀୟ ସଞ୍ଚୟ ପ୍ରଣାଳୀ ଗ୍ରହଣ କରିବାକୁ ଲୋକଙ୍କୁ ପ୍ରେରିତ କରିଥିଲେ।
ଏହି ଶିବିରରେ ସ୍ୱୟଂ ସହାୟକ ଗୋଷ୍ଠୀ (ଏସ୍‌.ଏଚ୍‌.ଜି.)ର ମହିଳା ସଦସ୍ୟ, ବ୍ୟାଙ୍କ ମିତ୍ର ଏବଂ ସିଂଘିଯୁବା ପଞ୍ଚାୟତର ବହୁ ସଂଖ୍ୟକ ଜନସାଧାରଣ ଯୋଗଦେଇଥିଲେ। ଏଥିସହ ପାଞ୍ଚଜଣ ଡାକଘର ଏଜେଣ୍ଟ ଉପସ୍ଥିତ ରହି ବିଭିନ୍ନ ଯୋଜନା ଓ ସେବା ସମ୍ପର୍କରେ ଲୋକଙ୍କୁ ପରାମର୍ଶ ଦେଇଥିଲେ। ରାଜ୍ୟ ସରକାରଙ୍କ ଆର୍ଥିକ ଅନ୍ତର୍ଭୁକ୍ତିକରଣ ପ୍ରୟାସକୁ ସୁଦୃଢ଼ କରିବା ସହ ଲୋକଙ୍କୁ ବିଭିନ୍ନ ଠକ ସଞ୍ଚୟ ସଂସ୍ଥା (ଚିଟ୍‌ଫଣ୍ଡ)ର ପ୍ରତାରଣାରୁ ସଚେତନ କରିବା ଏହି କାର୍ଯ୍ୟକ୍ରମର ଅନ୍ୟତମ ଲକ୍ଷ୍ୟ ଥିଲା।ସମଗ୍ର କାର୍ଯ୍ୟକ୍ରମକୁ ସଞ୍ଚୟ ଓ ଆର୍ଥିକ ସେବା କାର୍ଯ୍ୟାଳୟ, ସୁବର୍ଣ୍ଣପୁର ର କିରାଣୀ ସଞ୍ଜୟ ବାରିକ ସୁଚାରୁରୂପେ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like