-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

ବରପାଲିରେ ରାଜ୍ୟ ସ୍ତରୀୟ ଶ୍ରୀ ଜଗନ୍ନାଥ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଯାପିତ।

20-Jul-2026



ବରପାଲି;(ସୁଦାମ ଦୀପ) ବରଗଡ ଜିଲ୍ଲା ଅନ୍ତର୍ଗତ ବରପାଲି ସ୍ଥିତ ରାଉତ ଆର୍ଟ ଗ୍ୟାଲେରୀ ଆୟୋଜିତ ଚାରିଦିନିଆ ରାଜ୍ୟ ସ୍ତରୀୟ ଚିତ୍ରକଳା ପ୍ରଦର୍ଶନୀ। ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଚଳଚିତ୍ର ଅଭିନେତା ଅଶୋକ କୁମାର ଦାଶ, ମୁଖ୍ୟବକ୍ତା ଅବସର ପ୍ରାପ୍ତ ଅଧ୍ୟକ୍ଷ ରବୀନ୍ଦ୍ର ଗଡତିଆ, ସମ୍ମାନୀତ ଅତିଥି ବିଶିଷ୍ଟ ସଂଗୀତ ନିର୍ଦେଶକ ତଥା ଗାୟକ ନବ କିଶୋର ମହତ୍ତମ ଓ ଚିତ୍ରକର ପଦ୍ମଲୋଚନ ସାହୁ ଚିତ୍ରଶିଳ୍ପୀମାନଙ୍କୁ ସମ୍ମାନୀତ କରିଥିଲେ। ଅତିଥିମାନେ ଆର୍ଟ୍ ଗ୍ୟାଲେରୀ ପରିଦର୍ଶନ କରି ଚିତ୍ରକରମାନଙ୍କର କଳାକୃତି ଦେଖି ଭୂୟସୀ ପ୍ରଶଂସା କରିଥିଲେ। ଚଳିତ ବର୍ଷ ବିଷ୍ଣୁଙ୍କ ଦଶ ଅବତାରକୁ ନେଇ ଓଡ଼ିଶlର ବିଭିନ୍ନ ଜିଲ୍ଲାର ଯୁବ ଚିତ୍ରଶିଳ୍ପୀ ଭାଗବତ ପ୍ରସାଦ ମିଶ୍ର, ଲୀନା ମେହେର, ବନ୍ଦନା ପଣ୍ଡା,  ସାଂସ୍କୃତିକା ପୁରୋହିତ, ସଂଘମିତ୍ରା ପଣ୍ଡା, ପାୟଲ ଶର୍ମା, ମାହି ୟାଦବ, ମଧୁସ୍ମିତା ନାୟକ, ଝରଣା ଝାଙ୍କର, ଆର୍ଯ୍ୟନ ଶର୍ମା, ଦିପ୍ତିମୟୀ ପଧାନ, ଶିବାନୀ ସ୍ୱାଇଁ, ରୁପାଳି ଶବର, ଦିପ୍ତିମୟୀ ରଥ, ସମ୍ବେଦନl ଦାଶ ମହାପାତ୍ର, ଲିସା ବେହେରା, ଶୁଭ୍ରସ୍ମିତା ମେହେର, ଏଲିଶା ପଟ୍ଟନାୟକ, ଅନୁଭା ମୁଣ୍ଡା, ତୃପ୍ତିମୟୀ ମେହେର, କ୍ଷିତିଶ ବୁଡ଼େକ, କଲ୍ୟାଣୀ ତ୍ରିପାଠୀ, ପ୍ରିୟଙ୍କା ପରିଡା, ରଞ୍ଜୁ ରାହା, ପ୍ରଣବ ପ୍ରକାଶ ସାହୁ, କେଶବ କୁଅଁର, ନେବେଦିତା ବାରିକ, ସ୍ପନ୍ଦନ ମହଲା, ନିତ୍ୟାନନ୍ଦ ପଣ୍ଡା ଓ ଏକତା ପଣ୍ଡା ପ୍ରମୁଖଙ୍କ ପେଣ୍ଟିଙ୍ଗ୍ ରାଉତ ଆର୍ଟ ଗ୍ୟାଲେରୀରେ ପ୍ରଦର୍ଶିତ ହୋଇଥିଲା। ଏସବୁ ଦର୍ଶକ ମଣ୍ଡଳୀ ଦ୍ୱାରା ଉଚ୍ଚ ପ୍ରଶଂସିତ ହୋଇଥିଲା। ଏହି ପ୍ରଦର୍ଶନୀ ରାଉତ ଆର୍ଟ ଫାଉଣ୍ଡେସନ ଆୟୋଜକ ସରୋଜ ରାଉତଙ୍କ ପ୍ରଚେଷ୍ଟାରେ ଆୟୋଜିତ ହୋଇ ପ୍ରଦର୍ଶିତ ହୋଇଥିଲା। ତୃଣମୂଳ ସ୍ତରରୁ କଳାକାରମାନଙ୍କୁ ପ୍ରୋତ୍ସାହନ ଦେଇ ଏକ ପ୍ରତିଷ୍ଠିତ କଳାକାର ତିଆରି ରାଉତ ଆର୍ଟ ଫାଉଣ୍ଡେସନର ମୂଳ ଲକ୍ଷ୍ୟ। ଏହି ପ୍ରଦର୍ଶନୀ ଚିତ୍ରଶିଳ୍ପୀ କେଦାର ନାୟକ, ବୃନ୍ଦାବନ ବିଶି ଓ କେଶବ କୁଅଁରଙ୍କ ସହାୟତାରେ ରାଉତ ଆର୍ଟ ଫାଉଣ୍ଡେସନ ତରଫରୁ ରଥଯାତ୍ରା ଉପଲକ୍ଷେ ଆୟୋଜିତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like