-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁର ବିଜେପି ଯୁବ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା

21-Jul-2026




     ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ - ବିଜେପି ଯୁବ ମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଓ ସମ୍ବଲପୁର ବିଜେପି ଜିଲ୍ଲା ସଭାପତି ରାମ ଚନ୍ଦ୍ର ମେହେର ଙ୍କ ଅନୁମୋଦନ କ୍ରମେ ସମ୍ବଲପୁର ବିଜେପି ଯୁବ ମୋର୍ଚ୍ଚା ସଭାପତି ଇଂ.ପ୍ରଭୁଦତ୍ତ ପଣ୍ଡା ଆଜି ତାଙ୍କର ଜିଲ୍ଲା ଟିମ ର ସମସ୍ତ ପଦବୀ ର ପଦାଧିକାରୀ ଙ୍କ ନାମ ଘୋଷଣା କରିଛନ୍ତି ।
     ବିଜେପି ରାଜ୍ୟ ପ୍ରବକ୍ତା ତଥା କ୍ଷେତ୍ରିୟ ଗଣମାଧ୍ୟମ ସଂଯୋଜକ ମାନସ ରଞ୍ଜନ ବକ୍ସି ଙ୍କ ଦ୍ଵାରା ପ୍ରଦତ୍ତ ସୂଚୀ ମୁତାବକ ଜିଲ୍ଲା ଉପସଭାପତି ଭାବରେ ଅଭିଷେକ ମିଶ୍ର, କଞ୍ଚାନ ଲୁହା, ସୁବାସ ନାଏକ, ଶ୍ରୀଲୋଚନ କଠାର, ଉଦୟ ପ୍ରତାପ ସିଂ ଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିବା ବେଳେ ଜିଲ୍ଲା ସାଧାରଣ ସମ୍ପାଦକ ଭାବରେ ଚନ୍ଦ୍ର ଶେଖର ପତ୍ର ଓ ରୋଶନ ରାଜକୁମାର ସାହୁ ଙ୍କୁ ଦାୟିତ୍ୱ ଦିଆଯାଇଛି । 
      ଜିଲ୍ଲା ସମ୍ପାଦକ ଭାବରେ ଅର୍ପଣ କୁମାର ଦାଶ ନାୟକ, ଧିରୁ ଧନୱାର, ଲୋରିନା ପଟେଲ, ନୀତିଶ ଅଗ୍ରୱାଲ, ଅପ୍ପୁ ପ୍ରଧାନ, ଅଜିତ କୁମାର ବୁଡା ଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିବା ବେଳେ ପ୍ରିୟାନଶୁ ଅଗ୍ରୱାଲ ଙ୍କୁ ଜିଲ୍ଲା କୋଷଧକ୍ଷ ଦାୟିତ୍ୱ ଦିଆଯାଇଛି ।
      ସେହିପରି ଯୁବ ମୋର୍ଚ୍ଚା ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଭାବେ ହିମାଂଶୁ ବାଗ, ଜୟନ୍ତ ମହାପାତ୍ର, ସୌମ୍ୟ ରଞ୍ଜନ ବଡ଼ପଣ୍ଡା, ପ୍ରତାପ ତ୍ରିପାଠୀ, ଅମିତ ପ୍ରତାପ ସିଂ, ଓଁପ୍ରକାଶ ପ୍ରଧାନ, ବିବେକ ରାଏ, ପ୍ରଦୀପ ସେଠି, ରୋଚିସ ଦେ, ସୌଗନ ବିଶ୍ୱାଳ, ଶାନ୍ତନୁ ରୋହିଦାସ, ପପୁନ ମୁଦୁଲି, ସୁଭମ ନାଏକ, ରଞ୍ଜନ ବିଶ୍ୱାଳ, କୃତିକା ଲୁହା, ଦଶରଥ ମେହେର, ବିକୁ ନାଏକ, ରୋହିତ ପ୍ରଧାନ, ସ୍ୱାଗତ ବିଶ୍ୱାଳ, ବିରେନ୍ଦ୍ର ମୁଣ୍ଡା, ରିକୁ ପଟେଲ, ଅଜିତ କୁମାର ସାହୁ, ଗୋବିନ୍ଦ ଗଣ୍ଡ, ରାଜେଶ ଗରଡ଼ିଆ, ଶାନ୍ତନୁ କୁମାର ଦାନୀ ଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି । 
     ଏହା ସହିତ ବିଭିନ୍ନ ପ୍ରକୋଷ୍ଠ ର ସଂଯୋଜକ ଓ ସହ ସଂଯୋଜକ ଙ୍କ ନାମ ମଧ୍ୟ ଘୋଷଣା କରାଯାଇଛି । ସମସ୍ତ ପ୍ରକୋଷ୍ଠ ର ଭାରପ୍ରାପ୍ତ ଅଧିକାରୀ ଭାବେ ଅଭିନବ ପ୍ରଣିଗ୍ରାହୀ ଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି । ଆଇନ ପ୍ରକୋଷ୍ଠ ର ସଂଯୋଜକ ଭାବେ ସ୍ୱାଗତ ଘଡେଇ ଏବଂ ସହ ସଂଯୋଜକ ଭାବେ ପ୍ରତୀକ ମହାପାତ୍ର ଓ ସ୍ୱାଗତ ପାଢୀ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ପ୍ରକୋଷ୍ଠ ର ସଂଯୋଜକ ଭାବରେ ସଂଳାପ ମହାପାତ୍ର ଓ ସହ ସଂଯୋଜକ ଭାବେ ରୌନକ ସାହୁ, ସାମାଜିକ ଗଣମାଧ୍ୟମ ସଂଯୋଜକ ଭାବରେ ସୌମ୍ୟ ରଞ୍ଜନ ସାସନୀ ଓ ସହ ସଂଯୋଜକ ଭାବେ ସୋମ ପ୍ରକାଶ ମେହେର, ଗଣମଧ୍ୟାମ ସଂଯୋଜକ ଭାବରେ ଆୟୁଷ୍ମାନ ଦାଶ ଓ ସହ ସଂଯୋଜକ ଭାବରେ ଦୀପକ କୁମାର ସାହୁ ଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି । ସେହିପରି ସ୍ୱଚ୍ଛ ଭାରତ ଅଭିଯାନ ଜିଲ୍ଲା ସଂଯୋଜକ ଭାବେ ସୁମନ୍ତ କୋକ୍, ସାଂସ୍କୃତିକ ସଂଯୋଜକ ଭାବେ ଧୀରଜ କରାଳୀ,
ଆର.ଟି.ଆଇ ସଂଯୋଜକ ଭାବେ ବିନାୟକ ରାମ, ମନ କି ବାତ ସଂଯୋଜକ ଭାବେ ରିଙ୍କୁଲାଲ ପ୍ରଧାନ, ରକ୍ତଦାନ ସଂଯୋଜକ ଭାବେ ଆଦିତ୍ୟ ପୁରୋହିତ, ବେଟି ବଚାଓ ବେଟି ପଢାଓ ସଂଯୋଜିକା ଭାବେ ତପସ୍ୱିନୀ ସାହୁ, ଖେଲୋ ଇଣ୍ଡିଆ ସଂଯୋଜକ ଭାବେ ମନୋଜ ଷଣ୍ଢ,  ବୃକ୍ଷରୋପଣ ଓ କୃଷି ଉଦ୍ୟମିତା ସଂଯୋଜକ ଭାବେ ମଲୟ ଦେହୁରୀ, ଯୁବ କ୍ଲବ ଆଉଟ୍ରିଚ୍ ଓ ଜନସମ୍ପର୍କ ସଂଯୋଜକ ଭାବେ ଦୀପକ କୁମ୍ଭାର ଓ କ୍ରୀଡ଼ା ସଂଯୋଜକ ଭାବେ ରାଜା ଜୟପୁରିଆ ଙ୍କୁ ଗୁରୁଦାୟିତ୍ୱ ପ୍ରଦାନ କରାଯାଇଛି ।
       ଜିଲ୍ଲା ସଂଗଠନକୁ ଅଧିକ ସୁଦୃଢ଼ କରିବା, ସାଙ୍ଗଠନିକ କାର୍ଯ୍ୟକ୍ରମକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ଏବଂ ଯୁବମାନଙ୍କୁ ସଂଗଠନ ସହ ଯୋଡ଼ିବା ଲକ୍ଷ୍ୟରେ ଏହି ନୂତନ କାର୍ଯ୍ୟକାରିଣୀ ଗଠନ କରାଯାଇଛି । ନୂତନ ପଦାଧିକାରୀମାନେ ସଂଗଠନର ନୀତି, ଆଦର୍ଶ ଓ କାର୍ଯ୍ୟକ୍ରମକୁ ସାଧାରଣ ଲୋକଙ୍କ ମଧ୍ୟରେ ପହଞ୍ଚାଇବା ସହ ଜିଲ୍ଲାରେ ଯୁବ ମୋର୍ଚ୍ଚାକୁ ଆହୁରି ସକ୍ରିୟ କରିବା ପାଇଁ କାମ କରନ୍ତୁ ବୋଲି ବିଜେପି ରାଜ୍ୟ ପ୍ରବକ୍ତା ତଥା ପୂର୍ବତନ ଯୁବ ମୋର୍ଚ୍ଚା ସଭାପତି ମାନସ ରଞ୍ଜନ ବକ୍ସି ଆହ୍ୱାନ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like