-+91-9937148622 |

prerana_bgr@rediffmail.com |

  Saturday 5th September 2026 |

| | | |

R.N.I. Regd No. ODIODI/2010/46693

Breaking News

*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||      ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   (05-Sep-2026)       ||      ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   (05-Sep-2026)       ||      ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   (04-Sep-2026)       ||      ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||     

HOME   ଜିଲ୍ଲା

*ଶ୍ରୀ ଜଗନ୍ନାଥ ଙ୍କ କୃଷ୍ଣ କାଳୀୟ ଦଳନ ବଳରାମ ବେଶ ଦର୍ଶନ ଓ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ବଲାଙ୍ଗିର କଳାକାର ଙ୍କ ସଙ୍ଗୀତ ରେ ବିଭୋର ଦର୍ଶକ*

22-Jul-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ଶ୍ରୀ ଗୁଣ୍ଡିଚା ରଥ ଯାତ୍ରା ମହୋତ୍ସବ ସୋନପୁର ର ଚତୁର୍ଥ  ଦିବସ ସନ୍ଧ୍ୟା ସାଂସ୍କୃତିକ କାର୍ଯ୍ୟ କ୍ରମ ରେ ନିର୍ଦ୍ଦେଶକ ଧନେଶ୍ଵର ଦାଶ  ଙ୍କ ନିର୍ଦ୍ଦେଶନା ରେ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ଧନେଶ୍ଵର ଦାଶ ଟ୍ରୁପ କଳାକାର ଙ୍କ ଦ୍ୱାରା ଭଜନ ସଙ୍ଗୀତ ପରିବେଷଣ କରା ଯାଇଥିଲା  l ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲା ପଂଚାୟତ ଅଧିକାରୀ ଶ୍ରୀ ଅର୍ଜୁନ ମାଝୀ, ସମ୍ମାନିତ ଅତିଥି ଭାବେ ଵିଶିଷ୍ଟ ଶିକ୍ଷାବିଦ ତଥା ବରିଷ୍ଠ ଆଇନ୍ ଜୀବୀ ଶ୍ରୀ ପ୍ରଦୀପ ପୁରୋହିତ, ସାମ୍ୱାଦିକ ମନୋରଞ୍ଜନ ତ୍ରିପାଠି  ଯୋଗ ଦେଇ ଏହି କାର୍ଯ୍ଯ କ୍ରମ କୁ ଶୁଭ ଉଦ୍ଘାଟନ କରି ଆୟୋଜକ ଓ କଳାକାର ଙ୍କୁ ପ୍ରଶଂଶା କରିଥିଲେ  l ପ୍ରଭୁ ଙ୍କ କୃଷ୍ଣ କାଳୀୟ ଦଳନ ବଳରାମ   ବେଶ ଦର୍ଶନ ଓ ଶ୍ରୀ କ୍ଷେତ୍ର ଭଜନ ସନ୍ଧ୍ୟା କଳାକାର ଙ୍କ ସଙ୍ଗୀତ ଉପଭୋଗ ପାଇଁ ଭକ୍ତ ଶ୍ରଦ୍ଧାଳୁ ଓ ଶ୍ରୋତା ଙ୍କ ଖୁବ୍ ଭିଡ଼ ଲଗି ରହି ଥିଲା l ଭଜନ ସନ୍ଧ୍ୟା କାର୍ଯ୍ଯ କ୍ରମ କୁ ଧନେଶ୍ଵର ଦାଶ  ସଂଯୋଜନା କରିଥିବା ବେଳେ  ଅଧ୍ୟାପକ ମଦନ ସୁନ୍ଦର ଖେତ୍ତି ସଭା ସଂଯୋଜନା କରିଥିଲେ l  କମିଟି ସଭାପତି ମିଲନ ମିଶ୍ର ଧନ୍ଯବାଦ ଅର୍ପଣ କରିଥିଲେ l ରାମେଶ୍ୱର ଦାଶ, ଧନେଶ୍ଵର ଦାଶ, ଗଗନ ବାଗ, ନିରୋଜ ପଟ୍ଟନାୟକ , ଓ ଜ୍ୟୋତିର୍ମୟୀ ବିଶି  ପ୍ରମୁଖ ବିଶିଷ୍ଟ କଳାକାର ମାନେ ସୁମଧୁର ଭଜନ ସଙ୍ଗୀତ ଗାନ କରି ଦର୍ଶକ ଙ୍କ ମନ ମୋହିଥିଲେ l ଭୁବନେଶ୍ୱର ଦାଶ ଗ୍ରୁପ ବାଦ୍ୟ ଯନ୍ତ୍ର ରେ ସହଯୋଗ କରିଥିଲେ  l   ଜୀବନ ର ଶେଷ ବନ୍ଧୁ ପ୍ରଭୁ ଜଗନ୍ନାଥ, "ଜୀବନ ର ଶେଷ ଗୀତ ରାମ ନାମ ସତ୍ୟ" , ଓ "ମିଛ ଦୁନିଆରେ ଗୋଟିଏ ସତ ଜଗନ୍ନାଥ ହେ ଜଗନ୍ନାଥ" ଓ "ଗୋପ ନଗରୀ ରୁ ଚିଠି ଆସିଛି" ଭଜନ ସଙ୍ଗୀତ ଦର୍ଶକ ଙ୍କ ପାଇଁ ଖୁବ୍ ମନ ଛୁଆଁ ଥିଲା l  ମୁଖ୍ୟ ଅତିଥି ଙ୍କ ଦ୍ଵାରା ଏହି ଶ୍ରୀ କ୍ଷେତ୍ର ଭଜନ ସନ୍ଧ୍ୟା ଧନେଶ୍ଵର ଦାଶ, ରାମେଶ୍ୱର ଦାଶ ଓ ଭୁବନେଶ୍ୱର ଦାଶ ଭଜନ ସନ୍ଧ୍ୟା ଟ୍ରୁପ କଳାକାର ଟ୍ରୁପ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l ଶ୍ରୀ ଗୁଣ୍ଡିଚା ଯାତ୍ରା ମହୋତ୍ସବ କମିଟି ସଭାପତି ମିଲନ ମିଶ୍ର, ସଂପାଦକ ସିଦ୍ଧାର୍ଥ ମିଶ୍ର, ସକ୍ରିୟ ସଦସ୍ୟ ବିଶ୍ୱଜିତ୍ ମିଶ୍ର,  ରାଜ କିଶୋର ତ୍ରିପାଠି, ବିବେକା ନନ୍ଦ ମିଶ୍ର, ଅଭିନବ ମହାପାତ୍ର, ଗଙ୍ଗା ତରିଆ, ବେଣୁ ନାଏକ୍, ନାରାୟଣ ଦତ୍ତ ପାଣ୍ଡେ , ପ୍ରମୁଖ ସମସ୍ତ ସଦସ୍ୟ ସାଂସ୍କୃତିକ କାର୍ଯ୍ୟ କ୍ରମ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   05-Sep-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବ୍ରାହ୍ମଣ ଏକତା ମଞ୍ଚର କାର୍ଯ୍ୟକର୍ତ୍ତା ସମ୍ମିଳନୀ।   05-Sep-2026
  ଜିଲ୍ଲା  
ଚୌଦ୍ବାର-କଟକ ବିଜେପି ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ପାଇଁ ପ୍ରସ୍ତୁତି   05-Sep-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ   04-Sep-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026

You Might Also Like