-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

*ନବରଙ୍ଗପୁର ଜିଲ୍ଲାରେ ହଜିବାକୁ ବସିଲାଣି ମଧୁର ଚୁନାମାଛ*

22-Jul-2026



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
ବୁଞ୍ଜି ମାଛ(ଚୁନା ମାଛ) ,ତୁରୁ ମାଛ, ପିତା ମାଛ, ବାମି, ତେଙ୍ଗନା, ଗଡସି ଆଦି ମାଛ ଦେହ ପାଇଁ ବେଶ ଉପକାରୀ କାରଣ, ଏଥିରେ ପ୍ରଚୁର ପରିମାଣରେ କ୍ୟାଲସିୟମ ରହିଥିବାରୁ ଏହାକୁ ଖାଇବା ପାଇଁ ଡାକ୍ତରମାନେ ପରାମର୍ଶ ଦେଇଥାନ୍ତି। ଏହି ଚୁନା ମାଛ ରୋଗ ପ୍ରତିରୋଧକ ଶକ୍ତି ବଢେଇବା ସହିତ ଉଚ୍ଚ ରକ୍ତଚାପ, ମଧୁମେହ ରୋଗୀମାନ ନଙ୍କ ପାଇଁ ଔଷଧ ପରି କାର୍ଯ୍ୟ କରିଥାଏ।ଏହି ମାଛ ଶରୀର ପାଇଁ ଉପକାରୀ ଓ ସୁସ୍ବାଦ ହୋଇଥିବାରୁ ଗାଁ ଠାରୁ ସହରୀ ବାବୁ ମାନଙ୍କର ଚାହିଦା ରହି ଥାଏ । ଅତୀତରେ, ଏହି ବର୍ଷା ଦିନେ ଗାଁ ଗହଳିରେ ନାଳ,ପୋଖରୀ, ଗାଡ଼ିଆ, ବିଲ ମାନଙ୍କରେ ଏହି ଚୁନା ମାଛ ପ୍ରବଳ ପରିମାଣରେ ଦେଖା ଯାଉଥ୍ଲା। ବିଶେଷକରି, ବର୍ଷା ଦିନେ ବିଲରେ ପାଣିର ସୁଅ ହୁଡ଼ା ଭାଙ୍ଗି ଚାଲିଥିବାବେଳେ ଚାଷୀମାନେ ବିଲହୁଡାରେ ବିଶର, ଦାନ୍ଦ୍ରର ଓ ମୁଗୁରା ବସେଇ ଚୁନା ମାଛ ପ୍ରଚୁର ପରିମାଣରେ ଧରିଥାନ୍ତି। ଯାହାକି ବର୍ତମାନ ଏହା ଦେଖୁବାକୁ ମିଳୁ ନାହିଁ । ଧାନ ଫସଲରେ କୀଟ ନାଶକ ଔଷଧ ପ୍ରୟୋଗ ଫଳରେ ଏହି ଚୁନା ମାଛ ଲୋପ ହେବାକୁ ବସିଲାଣି । ଯେଉଁଠି ମିଳୁଛି କମ ପରିମାଣରେ ମିଳୁଛି। ସ୍ଥାନୀୟ ଅଂଚଳରେ ଏହାର ଚାହିଦା ଅଧିକ। ସ୍ଥାନୀୟ ଜନସାଧାରଣ ବିଭିନ୍ନ ନଦୀ ନାଳରୁ ଧରି ବିକ୍ରି କରିଥାନ୍ତି ଏହି ଚୁନା ମାଛ କୁ । ଏହି ମାଛ ବର୍ଷା ମାସରେ ଅଧିକ ମିଳିଥାଏ କିନ୍ତୁ ଆସନ୍ତା କିଛି ବର୍ଷ ମଧ୍ୟରେ ଜଳ ପ୍ରଦୂଷଣ ଏବଂ କୀଟନାଶକ ଔଷଧ ପ୍ରଭାବରେ  ଏହି ଚୁନା ମାଛ ହଜିବାକୁ ବସିବ ବୋଲି  ପରିବେଶ ବିତ ମାନେ ମତ ପ୍ରକାଶ କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like