-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||     

HOME   ଜିଲ୍ଲା

ବିଧାନସଭା ଅଧିବେଶନ ପୂର୍ବରୁ ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସମସ୍ୟାକୁ ନେଇ  ବିଧାୟକଙ୍କ ମତବିନିମୟ କାର୍ଯ୍ୟକ୍ରମ, ଲୋୟର ସୁକତେଲ, ମଣ୍ଡି ସମସ୍ୟା, ଭୀମ ଭୋଇ ମେଡିକାଲ କଲେଜରେ ଡାକ୍ତର ଅଭାବ ଓ ଗନ୍ଧରେଲ ଡ୍ୟାମର ସୌନ୍ଦର୍ଯ୍ୟକରଣ ଉପରେ ଆଲୋଚନା 

10-Feb-2021



ବଲାଙ୍ଗୀର, (ସନ୍ତୋଷ କୁମାର ଠାକୁର)- ଆଗକୁ ଅଛି ବିଧାନସଭାର ଅଧିବେଶନ । ଏହାକୁ ଦୃଷ୍ଟିରେ ରଖି ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସମସ୍ୟା ତଥା ସାଧାରଣ ଲୋକଙ୍କ ସ୍ୱରକୁ ବିଧାନସଭାରେ ପହଞ୍ଚାଇବା ପାଇଁ ଆଜି ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ମିଶ୍ରଙ୍କ ପକ୍ଷରୁ ଏକ  ମତବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସ୍ଥାନୀୟ ସାର୍କିଟ ହାଇସ ଠାରେ ଜିଲ୍ଲାର କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧି ମାନଙ୍କ ସହ ବିଧାୟକ ଶ୍ରୀ ମିଶ୍ର ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସମସ୍ୟା ଉପରେ ସବିଶେଷ ଆଲୋଚନା କରିଥିଲେ । ଗଣମାଧ୍ୟମ ପ୍ରତିନିଧି ମାନେ ଜିଲ୍ଲାରେ ଦେଖାଦେଇଥିବା ବିବିଧ ସମସ୍ୟା ଓ ତାର ସମାଧାନ ପାଇଁ ରାଜ୍ୟ ସରକାରଙ୍କ ଉପରେ ଚାପ ସୃଷ୍ଟି କରିବା ପାଇଁ ବିଧାୟକ ଶ୍ରୀ ମିଶ୍ରଙ୍କୁ ଅନୁରୋଧ କରିିଥିଲେ । ବର୍ତ୍ତମାନ ଜିଲ୍ଲାର ବହୁପ୍ରତୀକ୍ଷିତ  ଲୋୟର ସୁକତେଲ ପ୍ରକଳ୍ପର କାମ କଛପ ଗତିରେ ଚାଲିଥିବା ବେଳେ ଏହି ପ୍ରକଳ୍ପର ତ୍ୱରାନ୍ୱିତ ଉପରେ ଜୋର ଦେଇଥିଲେ । ସେହିପରି ଜିଲ୍ଲାର ବିଭିନ୍ନ ଧାନମଣ୍ଡିରେ ଚାଲିଥିବା ଦଲାଲରାଜ ଓ ଅସାଧୁ ମିଲର ମାନଙ୍କ ଶୋଷଣ ମନୋବୃତ୍ତିକୁ ବିଧାୟକ ଶ୍ରୀ ମିଶ୍ର ଦୃଢ଼ ନିନ୍ଦା କରିବା ସହ ମଣ୍ଡି  ସମସ୍ୟାକୁ ନେଇ ଆସନ୍ତା ବିଧାନସଭାରେ ସରଗରମ ଆଲୋଚନା ହେବ ବୋଲି କହିଥିଲେ । ଜିଲ୍ଲାର ଗନ୍ଧରେଲ ଡ୍ୟାମର ସୌନ୍ଦର୍ଯ୍ୟକରଣ ଓ ଏହାର ପୁନଃରୁଦ୍ଧାର ଉପରେ ସାମ୍ବାଦିକ ମାନଙ୍କ ବିଭିନ୍ନ ପ୍ରସ୍ତାବ ଉପରେ ଉତ୍ତର ଦେଇ ଏହି ପ୍ରକଳ୍ପ କାମକୁ ଶେଷ କରିବା ପାଇଁ ସବୁ ପ୍ରକାର ପଦକ୍ଷେପ ଗ୍ରହଣ କରାଯିବ ବୋଲି ପ୍ରତିଶୃତି ଦେଇଥିଲେ । ଏଥିସହ ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାମ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରୁ ଅଧିକ ଅର୍ଥ ବ୍ୟୟ ବରାଦ ପାଇଁ ସେ ବିଧାନସଭାରେ ସ୍ୱର ଉତ୍ତୋଳନ କରିବେ ବୋଲି ପ୍ରତିଶୃତି ଦେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସାମ୍ବାଦିକ ପାର୍ଥବନ୍ଧୁ ମହାପାତ୍ର, ବିରେନ୍ଦ୍ର ଝାଙ୍କର, ଚନ୍ଦ୍ରଭାନୁ ମୌଲାନା ପ୍ରମୁଖ ଜିଲ୍ଲାର ବିଭିନ୍ନ ସମସ୍ୟାକୁ ବିଧାୟକଙ୍କ ଆଗରେ ଉତ୍‌ଥାପନ କରି ଏହାର ସମାଧାନ ଦିଗରେ ବିଧାୟକ ସମୟୋଚିତ ପଦକ୍ଷେପ ଗ୍ରହଣ କରିବେ ବୋଲି ଆଶାବ୍ୟକ୍ତ କରିଥିଲେ । ଚଳିତ ବିଧାନସଭାରେ ଜିଲ୍ଲାର ପ୍ରମୁଖ ସମସ୍ୟା ଗୁଡିକୁ ବିଧାନସଭାରେ ଉତ୍‌ଥାପନ କରାଯିବା ସହ ବଲାଙ୍ଗୀରବାସୀଙ୍କ ହକ୍ ପାଇଁ ଆଗାମୀ ଦିନରେ ଲଢ଼େଇ କରାଯିବ ବୋଲି ଶ୍ରୀ ମିଶ୍ର ପ୍ରତିଶୃତି ଦେଇଛନ୍ତି ।  ଏହି ମତବିନିମୟ କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ମିଶ୍ରଙ୍କ ସମେତ କଂଗ୍ରେସ ଜିଲ୍ଲା ସଭାପତି ଦିଲୀପ ବେହେରା ଓ କାଉନସିଲର ମିଲନୀ ସାହୁ ପ୍ରମୁଖ ମଂଚାସୀନ ରହି ସାମ୍ବାଦିକଙ୍କ ବିଭିନ୍ନ ପ୍ରସ୍ତାବ ଉପରେ  ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026
  ଜିଲ୍ଲା  
ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ   03-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   03-Jul-2026
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026
  ଜିଲ୍ଲା  
ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   03-Jul-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   03-Jul-2026
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026

You Might Also Like