-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||     

HOME   ଜିଲ୍ଲା

ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର

22-Jul-2026



♦️-ଭୁବନେଶ୍ୱର:୨୩ଟି ବୃହତ୍ ଶିଳ୍ପ ପ୍ରକଳ୍ପ ପାଇଁ ୪,୫୭୩.୮୭ କୋଟିର ବିନିଯୋଗକୁ ଅନୁମୋଦନ, ସୃଷ୍ଟି ହେବ ୨୨,୮୭୩ ନିଯୁକ୍ତି ସୁଯୋଗ।

♦️-ପୁରୀ:ପ୍ରବଳ ବର୍ଷା ପାଇଁ ଅଧାରେ ଅଟକିଲା ଦକ୍ଷିଣ ମୋଡ଼; ଆଜି ମୋଡ଼ ନେବ ତାଳଧ୍ୱଜ ରଥ ଓ ନନ୍ଦିଘୋଷ ରଥ।

♦️-ବ୍ରହ୍ମପୁର:ପଡିଶାରୁ ଓଡ଼ିଶାକୁ ଡେଇଁଲା,MKCGରେ ଭର୍ତ୍ତି ହେଲେ ୩ କରୋନା ଆକ୍ରାନ୍ତ।

♦️-କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଇସ୍ତଫା ଦିଅନ୍ତୁ: ନବୀନ,
ଆହତ ଛାତ୍ରଙ୍କୁ ଭେଟିଲେ ବିଜେଡି ସାଂସଦ।

♦️-ଭୁବନେଶ୍ୱର-କଟକରେ ପ୍ରବଳ ବର୍ଷା, ଜଳବନ୍ଦୀ ଓ ଟ୍ରାଫିକ୍ ଜାମରେ ଜନଜୀବନ ପ୍ରଭାବିତ।

♦️-ଏସ୍ଆଇଆର୍:ରାଜ୍ୟରେ ୧୨ ଲକ୍ଷ ଭୂତ ମତଦାତା,୪୬ ଲକ୍ଷ ଲୋକଙ୍କର ରହିଛି ସାମାନ୍ୟ ତ୍ରୁଟି।

♦️-ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି। ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ।

♦️-କୋରେଇ,କଚରାସାହି: ଭିଜିଲାନ୍ସ ଜାଲରେ ପଞ୍ଚାୟତ ଏକ୍ସିକ୍ୟୁଟିଭ ଅଫିସର, ୫ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡିଲେ।

♦️-ଜଳେଶ୍ଵର:ବାଲି ମାଫିଆଙ୍କୁ ପାନେ, ଜବତ ୧୦ ହଜାର ସିଏମ୍ ବାଲି ୮୪.୪୭ ଲକ୍ଷରେ ହେଲା ନିଲାମ।

♦️-ଭୁବନେଶ୍ୱର:ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର, ମାତ୍ର ଜଣେ ଲେଖାଏଁ ଶିକ୍ଷକରେ ଚାଲୁଛି ୧୪୫୮ ବିଦ୍ୟାଳୟ।

♦️-କାରାଗାର ବିକାଶ ବୋର୍ଡ ବୈଠକ: ଜେଲ ସୁରକ୍ଷା ଉପରେ ଅଧିକ ଗୁରୁତ୍ୱ, ସମସ୍ତ ଜେଲରେ ଲାଗିବ ଏଆଇ କ୍ୟାମେରା।

♦️-ବର୍ଷା ବିପର୍ଯ୍ୟୟ ନେଇ ମନ୍ତ୍ରୀଙ୍କ ସ୍ପଷ୍ଟ ସୂଚନା; କ୍ଷୟକ୍ଷତି ରିପୋର୍ଟ ଆଧାରରେ ସିଧା ଚାଷୀଙ୍କ ବ୍ୟାଙ୍କ ଖାତାକୁ ଯିବ ସହାୟତା ଟଙ୍କା।

♦️-ବ୍ରହ୍ମପୁର:ସୁଧୀର ପାତ୍ର ହତ୍ୟାକାଣ୍ଡରେ ବଡ଼ ଅପଡେଟ୍; ୧୩ ଅଭିଯୁକ୍ତଙ୍କ ବିରୋଧରେ ଶକ୍ତ ପ୍ରମାଣ, କୋର୍ଟରେ ୫୫୨ ପୃଷ୍ଠାର ଚାର୍ଜସିଟ୍ ଦାଖଲ।

♦️-ଭୁବନେଶ୍ୱର: ଖଣ୍ଡଗିରି ଓଭରବ୍ରିଜ୍ ରେ ଭୟଙ୍କର ଦୁର୍ଘଟଣା, ଟ୍ରକ୍‌କୁ ପିଟିଲା ଟ୍ରକ୍‌, ୨ ଡ୍ରାଇଭର ଆହତ।

♦️-ଶ୍ରୀଲିଙ୍ଗରାଜ ମନ୍ଦିରରେ ଶ୍ରାବଣ ପ୍ରସ୍ତୁତି;ଏଥର ୪ ସୋମବାରରେ ହେବ ଜଳ ଲାଗି।

♦️-ଗ୍ଲାସଗୋ ରାଜ୍ୟଗୋଷ୍ଠୀ କ୍ରୀଡା:୨୦୧୮ ସଫଳତା ଦୋହରାଇବା ଲକ୍ଷ୍ୟରେ ନୀରଜ।

♦️-ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି: ଅକ୍ଟୋବର ୨୬ରୁ ଭୋଟର୍ ତାଲିକା ପ୍ରସ୍ତୁତି, ୩୨ ବର୍ଷ ପରେ ହେବ “ଡୋର୍ ଟୁ ଡୋର୍ ସର୍ଭେ”।

♦️-ନୂଆ ଦିଲ୍ଲୀ: ବର୍ଷ ୨୬-୨୭ ପାଇଁ ଜୁଲାଇ ୩୧ ତାରିଖ ଆୟକର ପୈଠର ଶେଷ ଅବଧି।

♦️-ଜନ୍ତରମନ୍ତରରେ CJPର ଧାରଣା ଜାରି,ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେଲେ ଓ୍ବାଙ୍ଗଚୁକ୍।

♦️-ଛାତ୍ରଛାତ୍ରୀଙ୍କୁ ହାତବାରିସି କରି ଗୃହରେ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ରାହୁଲ ଗାନ୍ଧୀ-ଧର୍ମେନ୍ଦ୍ର ପ୍ରଧାନ।

♦️-ସ୍ମାର୍ଟଫୋନର ସ୍ମାର୍ଟନେସ୍ ଭିତରେ ହଜୁଛି ଶୈଶବ, ପାଠପଢ଼ା କି ଖେଳକୁଦ ନୁହେଁ, ସ୍କ୍ରିନ ଟାଇମ୍ ଖାଉଛି ପିଲାଙ୍କ ସମୟ, ଚେତାଇଲା WHO।

♦️-ମସ୍କୋ:ମସ୍କୋ ଉପରେ ୪୦୦ ଡ୍ରୋନ ମାଡ଼ କଲା ୟୁକ୍ରେନ।

♦️-ତେହେରାନ:ଆମେରିକା ବିରୋଧରେ ଇରାନର ପୂର୍ଣ୍ଣାଙ୍ଗ ଯୁଦ୍ଧ ଘୋଷଣା।

                   xxx ♦️♦️♦️♦️xxx


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026

You Might Also Like