-+91-9937148622 |

prerana_bgr@rediffmail.com |

  Wednesday 22nd July 2026 |

| | | |

R.N.I. Regd No. ODIODI/2010/46693

Breaking News

ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ    (22-Jul-2026)       ||      ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   (22-Jul-2026)       ||      ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର    (22-Jul-2026)       ||      ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   (22-Jul-2026)       ||      ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   (22-Jul-2026)       ||      ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   (22-Jul-2026)       ||      ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   (22-Jul-2026)       ||      ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   (22-Jul-2026)       ||      ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   (22-Jul-2026)       ||      ଦାବି ପୂରଣ ନହେଲେ ମା ଦୁଆରସନୀଙ୍କ ପୀଠରୁ ପଦଯାତ୍ରା ଚେତାବନୀ   (22-Jul-2026)       ||      *ନବରଙ୍ଗପୁର ଜିଲ୍ଲାରେ ହଜିବାକୁ ବସିଲାଣି ମଧୁର ଚୁନାମାଛ*   (22-Jul-2026)       ||      *ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*   (22-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ କୃଷ୍ଣ କାଳୀୟ ଦଳନ ବଳରାମ ବେଶ ଦର୍ଶନ ଓ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ବଲାଙ୍ଗିର କଳାକାର ଙ୍କ ସଙ୍ଗୀତ ରେ ବିଭୋର ଦର୍ଶକ*   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ଅଗ୍ରଗତି ନେଇ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ସମୀକ୍ଷା ବୈଠକ   (22-Jul-2026)       ||      ଶଶଧର ପଣ୍ଡାକୁ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ସମୀକ୍ଷା କଲେ ନିର୍ବାଚନୀ ତାଲିକା ପର୍ଯ୍ୟବେକ୍ଷକ   (22-Jul-2026)       ||      ଏସ ଆଇ ଆର୍ ଉପରେ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ରାଜନୈତିକ ଦଳଗୁଡ଼ିକ ସହିତ ବୈଠକ ଅନୁଷ୍ଠିତ   (21-Jul-2026)       ||      ସମ୍ବଲପୁର ବିଜେପି ଯୁବ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା   (21-Jul-2026)       ||      ବଡଟିକ। ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ            (21-Jul-2026)       ||      *ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,*   (21-Jul-2026)       ||     

HOME   ଜିଲ୍ଲା

ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।

22-Jul-2026



ବରୀ (ରଂଜିତ ମହାନ୍ତି )
ମା ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ଗୋପବନ୍ଧୁ ରମାଦେବୀ ଆଶ୍ରମ ଦ୍ୱାରା ପାଳିତ ହୋଇ ଯାଇଛି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ସକାଳ ୮, ୩୦ ମିନିଟ୍ ରେ  ରାମଚନ୍ଦ୍ରପୁର ର ପୁରାତନ ମୌଳିକ ବିଦ୍ୟାଳୟ ନିକଟସ୍ଥ ବ୍ରାହ୍ମଣୀ ନଦୀ ଘାଟରେ ତିଳ ତର୍ପଣ କରାଯାଇଥିଲା। ପରେ ପରେ ଏ ଉପଲକ୍ଷେ  ସରକାରୀ ହାଇସ୍କୁଲ  ପରିସର ରେ  ରମାଦେବୀ ଙ୍କ ଏକ  ପ୍ରସ୍ତର ପ୍ରତିମୂର୍ତ୍ତି ସ୍ଥାପନ ଓ ଉନ୍ମୋଚନ କରାଯାଇଥିଲା।  ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ପ୍ରଧାନ ଶିକ୍ଷକ ଶ୍ରୀ ଶିବ ଶଙ୍କର ଜେନା ସଭାପତିତ୍ବ କରିଥିଲେ। ଆଶ୍ରମ ର ସଭାପତି ଡକ୍ଟର ସୁବାସ ବିଶ୍ୱାଳ, ସମ୍ପାଦକ ନିମାଇଁ ରାୟ, ଉପସଭାପତି ପ୍ରଭାସ ଚନ୍ଦ୍ର ଦାସ, ଙ୍କ ସମେତ ବୃନ୍ଦାବନ ସାମଲ, ଅଭୟ ଶତପଥୀ,କପିଲ ସାମଲ, ତରଣିସେନ୍ ମଲିକ୍, ସ୍ମିତା ସାମଲ, ମାଧବ ଶାନ୍ତି, ନିକୁଞ୍ଜ ଦାସ,ଗଦାଧର କର ଙ୍କ ସହ ବିଦ୍ୟାଳୟର ଶିକ୍ଷକ, କର୍ମଚାରୀ ଓ ଛାତ୍ର ଛାତ୍ରୀ, କମିଟି ସଦସ୍ୟ ମାନେ ଅଂଶ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ   22-Jul-2026
  ଜିଲ୍ଲା  
ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   22-Jul-2026
  ଜିଲ୍ଲା  
ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର   22-Jul-2026
  ଜିଲ୍ଲା  
ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   22-Jul-2026
  ଜିଲ୍ଲା  
ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   22-Jul-2026
  ରାଜ୍ୟ  
ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   22-Jul-2026
  ରାଜ୍ୟ  
ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   22-Jul-2026
  ଜିଲ୍ଲା  
ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   22-Jul-2026
  ଜିଲ୍ଲା  
ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   22-Jul-2026
  ଜିଲ୍ଲା  
ଦାବି ପୂରଣ ନହେଲେ ମା ଦୁଆରସନୀଙ୍କ ପୀଠରୁ ପଦଯାତ୍ରା ଚେତାବନୀ   22-Jul-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ହଜିବାକୁ ବସିଲାଣି ମଧୁର ଚୁନାମାଛ*   22-Jul-2026
  ଜିଲ୍ଲା  
*ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*   22-Jul-2026

You Might Also Like