-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||      ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   (13-May-2026)       ||      *ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   (13-May-2026)       ||      *ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   (13-May-2026)       ||      କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   (13-May-2026)       ||      *ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   (13-May-2026)       ||      ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   (13-May-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ    (13-May-2026)       ||      ପାଳଲହଡା ଅଞ୍ଚଳରେ ଅବୈଧ ଓ ଅନଧିକୃତ ଲଘୁ ଖଣିଜ ଖନନ ଏବଂ ପରିବହନ ଉପରେ ଚଢାଉ ହାଇବା ଜବତ    (13-May-2026)       ||      ମା ଙ୍କୁ ମନେ ପକାଇଲେ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ର ସଭ୍ୟସଭ୍ୟା    (13-May-2026)       ||      ସାଇଟ କଲେଜରେ ବିଶ୍ୱ ସେବିକା ଦିବସ ପାଳନ   (13-May-2026)       ||      କଟକ ସଦର ବ୍ଲକରେ ଅନ୍ତୋଦୟ ଯୋଜନାରେ ଅନିୟମିତତା    (13-May-2026)       ||      ଦୁଇ ଶିକାରୀ ଙ୍କୁ ଗିରଫ କରିବା ସହ ଦୁଇଟି ଦେଶୀ ବନ୍ଧୁକ ଜବତ   (12-May-2026)       ||      *ସୁବର୍ଣ୍ଣପୁର ଠାରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଉଦ୍ଘାଟନ*   (12-May-2026)       ||      *ସାମ୍ବାଦିକ ସଙ୍ଘ ତରଫରୁ ଡାବୁଗାଁ ଥାନା ନୂତନ ଆଇ.ଆଇ.ସିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା*   (12-May-2026)       ||      ସ୍ୱରାଜ ହସ୍ପିଟାଲ ଏବଂ ରିସର୍ଚ୍ଚ ଇନଷ୍ଟିଟ୍ୟୁଟରେ ଆନ୍ତର୍ଜାତୀୟ ନର୍ସ ଦିବସ ପାଳନ   (12-May-2026)       ||      ଶୋଭନୀୟ ଦେବ କନ୍ୟା ର ବିବାହ   (12-May-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି : ଜାତୀୟ କୃମି ନାଶକ ଔଷଧ ସେବନ ଅଭିଯାନ ଆରମ୍ଭ

10-Feb-2021



କଣ୍ଟାବାଞ୍ଜି (ପ୍ରେରଣା ଖବର) :କେନ୍ଦ୍ର ସରକାରଙ୍କ ଜାତୀୟ କୃମି ନାଶକ ଔଷଧ ସେବନ ଅଭିଯାନର ଶୁଭାରମ୍ଭ ଆଜି ତୁରେକେଲା ବ୍ଳକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତ ର ଚଟୁଅନକା ଗ୍ରାମରେ ହୋଇଯାଇଛି।କରୋନା ଯୋଗୁଁ ବିଦ୍ୟାଳୟ ବନ୍ଦ ଥିବାରୁ ମାଝୀପଡା ପ୍ରାଥମିକ ବିଦ୍ୟାଳୟରେ ଅଧ୍ୟୟନ ରତ ଛାତ୍ରଛାତ୍ରୀ ମାନେ ନିଜ ନିଜ ଘରେ ରହୁଥିବାରୁ ଅଭିଯାନଟିକୁ ସଫଳ କରିବା ପାଇଁ ମାଝୀପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରକୃତିବନ୍ଧୁ ଶ୍ରୀ ବିରଞ୍ଚି ନାରାୟଣ ଦାଶ, ମହିଳା ସ୍ୱାସ୍ଥ୍ୟ କର୍ମୀ ନମିତା ମିଶ୍ର, ଶିକ୍ଷକ କିଶୋର ବରିହା, ଶିକ୍ଷୟିତ୍ରୀ ଦେବକୀ ତାଣ୍ଡି, ଅଙ୍ଗନବାଡ଼ି କର୍ମୀ ସଙ୍ଗୀତା ବଏ,ଅବନ୍ତୀ ପୁଟେଲ, ଆଶା କର୍ମୀ ସୂର୍ଯ୍ୟକାନ୍ତୀ ମାଝୀ, ଅବସରପ୍ରାପ୍ତ ଶିକ୍ଷକ ଥମିର ଛତ୍ରିଆ ଘର ଘର ବୁଲି କୃମି ନାଶକ ଔଷଧ ସେବନ କରେଇ ଥିଲେ।ଚଳିତ ମାସ୧୦ରୁ୧୬ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଭିଯାନରେ ସମସ୍ତେ ସହଯୋଗ କରିବାକୁ ଅନୁରୋଧ କରିଥିଲେ।କରୋନା ମହାମାରୀ କୁ ହରେଇ ବାକୁ ହେଲେ ସାମାଜିକ ଦୂରତା, ହାତ ଧୋଇବା ଓ ମାସ୍କ ପରିଧାନ ଉପରେ ଧ୍ୟାନ ଦେବା ଜରୁରୀ ବୋଲି ଲୋକ ମାନଙ୍କୁ ବୁଝେଇ ଥିଲେ।


News Comment




Photo in News

Advertisment
Lastest News
  ଶି‍କ୍ଷା ଓ ନିଯୁକ୍ତି  
ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି   13-May-2026
  ରାଜ୍ୟ  
ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   13-May-2026
  ଜିଲ୍ଲା  
ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   13-May-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    13-May-2026
  ଜିଲ୍ଲା  
ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   13-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   13-May-2026
  ଜିଲ୍ଲା  
*ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   13-May-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   13-May-2026
  ଜିଲ୍ଲା  
*ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   13-May-2026
  ଜିଲ୍ଲା  
ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   13-May-2026
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ   13-May-2026
  ଜିଲ୍ଲା  
ପାଳଲହଡା ଅଞ୍ଚଳରେ ଅବୈଧ ଓ ଅନଧିକୃତ ଲଘୁ ଖଣିଜ ଖନନ ଏବଂ ପରିବହନ ଉପରେ ଚଢାଉ ହାଇବା ଜବତ   13-May-2026

You Might Also Like