-+91-9937148622 |

prerana_bgr@rediffmail.com |

  Wednesday 22nd July 2026 |

| | | |

R.N.I. Regd No. ODIODI/2010/46693

Breaking News

ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   (22-Jul-2026)       ||      ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   (22-Jul-2026)       ||      ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ    (22-Jul-2026)       ||      ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   (22-Jul-2026)       ||      ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର    (22-Jul-2026)       ||      ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   (22-Jul-2026)       ||      ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   (22-Jul-2026)       ||      ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   (22-Jul-2026)       ||      ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   (22-Jul-2026)       ||      ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   (22-Jul-2026)       ||      ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   (22-Jul-2026)       ||      ଦାବି ପୂରଣ ନହେଲେ ମା ଦୁଆରସନୀଙ୍କ ପୀଠରୁ ପଦଯାତ୍ରା ଚେତାବନୀ   (22-Jul-2026)       ||      *ନବରଙ୍ଗପୁର ଜିଲ୍ଲାରେ ହଜିବାକୁ ବସିଲାଣି ମଧୁର ଚୁନାମାଛ*   (22-Jul-2026)       ||      *ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*   (22-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ କୃଷ୍ଣ କାଳୀୟ ଦଳନ ବଳରାମ ବେଶ ଦର୍ଶନ ଓ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ବଲାଙ୍ଗିର କଳାକାର ଙ୍କ ସଙ୍ଗୀତ ରେ ବିଭୋର ଦର୍ଶକ*   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ଅଗ୍ରଗତି ନେଇ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ସମୀକ୍ଷା ବୈଠକ   (22-Jul-2026)       ||      ଶଶଧର ପଣ୍ଡାକୁ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ସମୀକ୍ଷା କଲେ ନିର୍ବାଚନୀ ତାଲିକା ପର୍ଯ୍ୟବେକ୍ଷକ   (22-Jul-2026)       ||      ଏସ ଆଇ ଆର୍ ଉପରେ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ରାଜନୈତିକ ଦଳଗୁଡ଼ିକ ସହିତ ବୈଠକ ଅନୁଷ୍ଠିତ   (21-Jul-2026)       ||      ସମ୍ବଲପୁର ବିଜେପି ଯୁବ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା   (21-Jul-2026)       ||     

HOME   ଖେଳ

ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ

22-Jul-2026



ବଲାଙ୍ଗିର(ପ୍ରେରଣା ଖବର): ଜିଲ୍ଲା ବ୍ୟାଡମିଣ୍ଟନ ସଂଘ ବଲାଙ୍ଗିର ଆନୁକୁଲ୍ୟରେ ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଆଜି ଉଦ୍‌ଯାପିତ ହୋଇଯାଇଛି ।  ଆଜି ସମସ୍ତ ବିଭାଗର ଫାଇନାଲ ଖେଳ ଅନୁଷ୍ଠିତ ହୋଇଥିଲା । ଆଜିର ଉଦ୍‌ଯାପନି ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ଯୋଗ ଦେଇ ଖେଳାଳିମାନଙ୍କୁ ପୁରସ୍କୃତ କରିଥିଲେ । ସମ୍ମାନିତ ଅତିଥି ଭାବେ ଡା. ବେଣୁଧର ପାଣ୍ଡେ, ଜିଲ୍ଲା ସଂଘର ସଭାପତି ଗୋପାଳ ଚନ୍ଦ୍ର ପଣ୍ଡା ମଂଚାସିନ ଥିଲେ । ଆଜିର ୯ ବର୍ଷ ବାଳକରେ ଆଦିତ୍ୟ ନାରାୟଣ ଚମ୍ପିୟନ ହୋଇଥିବା ବେଳେ ମୟଙ୍କ ଶ୍ରୀୟାଂଶ ସାହୁ ଚମ୍ପିୟାନ ହୋଇଛନ୍ତି । ୧୧ ବର୍ଷ ବାଳକରେ ସମର୍ଥ ପାଢୀ ଚମ୍ପିୟାନ ହୋଇଥିବା ବେଳେ ଅର୍ଣ୍ଣବ ସାହୁ ରନର୍ସଅପ ହେଇଛନ୍ତି । ବାଳିକା ବିଭାଗରେ ଆଦ୍ୟାଶା ଆଚାର୍ଯ୍ୟ ଚମ୍ପିୟାନ, ଆଫିଆ ମଞ୍ଜର ରନର୍ସଅପ ହୋଇଛନ୍ତି । ବାଳକ ଡବଲ୍ସ ରେ ମିହିର ମନନ ଓ ନୈତିକ ଦାସ ରନର୍ସଅପ, ଆୟାଂଶ ପତି ଓ ଅର୍ଣ୍ଣବ ସାହୁ ଚମ୍ପିୟାନ ହୋଇଛନ୍ତି । ୧୩ ବର୍ଷ ବିଭାଗରେ ବାଳକ ସିଙ୍ଗଲରେ ଅରୁଜ ମହାଣା ଚମ୍ପିୟାନ, ଶ୍ରୀୟାଂଶ ପତି ରନର୍ସଅପ, ବାଳିକା ସିଙ୍ଗଲରେ ରିଚା ଅଗ୍ରୱାଲ ଚମ୍ପିୟାନ, ସ୍ୱେତାଶ୍ରୀ ନାଏକ ରନର୍ସଅପ, ବାଳକ ଡବଲ୍ସ ରେ ଶ୍ରୀୟାଂଶ ପତି ଓ ଅର୍ଣ୍ଣବ ସାହୁ ଚମ୍ପିୟାନ, ଶ୍ରୀୟାଂଶ ନାୟକ ଓ ଅନ୍ୱେଷ ସାହୁ ରନର୍ସଅପ ହୋଇଛନ୍ତି । ବାଳିକା ଡବଲ୍ସ ରେ ସ୍ୱେତାଶ୍ରୀ ଓ ଶ୍ରେୟାଂଶ୍ରୀ ଚମ୍ପିୟାନ, ସ୍ନେହାଶ୍ରଦ୍ଧା ଓ ଆରୋହି ରନର୍ସଅପ ହୋଇଛନ୍ତି । ୧୫ବର୍ଷ ବାଳକ ସିଙ୍ଗଲରେ ସାଇ ଚନ୍ଦନ ମହାନ୍ତି ଚମ୍ପିୟାନ, ସାଇ ଆୟୁଷ ପୁରୋହିତ ରନର୍ସଅପ, ବାଳିକାରେ ରିଚା ଅଗ୍ରୱାଲ ଚମ୍ପିୟାନ, ଅଲିସା ବାନୋ ରନର୍ସଅପ, ବାଳକ ଡବଲ୍ସ ରେ ଗତିକ ଓ ସାଇ ଆୟୁଷ ଚମ୍ପିୟାନ, ସୁର୍ଯ୍ୟଂଶ ଓ ଶ୍ରୀୟାଂଶ ପତି ରନର୍ସଅପ, ବାଳିକା ଡବଲ୍ସ ରେ ନିୟତି ପଦ୍ମିନୀ ଅନ୍ୱେଷା ମୋଲାନା ଚମ୍ପିୟାନ, ଆଲିସା ବାନୋ ଓ ବିଭୁ ପ୍ରଭା ରନର୍ସଅପ ହୋଇଛନ୍ତି । ୧୭ ବର୍ଷ ବାଳକରେ ଅମନ ଅଗ୍ରୱାଲ ଚମ୍ପିୟାନ,ଶ୍ରେୟାଂଶ କେଜ୍ରିୱାଲ ରନର୍ସଅପ ହୋଇଛନ୍ତି । ବାଳିକା ସିଙ୍ଗିଲ୍ସ ରେ ନିୟତି ପଦ୍ମିନୀ ଚମ୍ପିୟାନ ଅନ୍ୱେଷା ମଲାନା ରନର୍ସଅପ, ବାଳିକା ଡବଲ୍ସ ରେ ରିଚା ଅନନ୍ୟା ଯୋଡି ଚମ୍ପିୟାନ, ଇତିଶ୍ରୀ ଓ ଆଦ୍ୟାଶା ଯୋଡି ରନର୍ସଅପ ହୋଇଛନ୍ତି । ବାଳକ ଡବଲ୍ସ ରେ ନିଗମାନନ୍ଦ ଓ ଶ୍ରୀୟାଂଶ ଯୋଡି ଚମ୍ପିୟାନ, ସାଇ ଚନ୍ଦନ ଓ ଅମନ ଅଗ୍ରୱାଲ ରନର୍ସଅପ ହୋଇଛନ୍ତି । ୧୯ ବର୍ଷ କମ୍ ବୟସ ବର୍ଗରେ ଶ୍ରୀୟାଂଶ କେଜ୍ରିୱାଲ ଚମ୍ପିୟାନ, ବିଜୟ ଗୁଡିଆ ରନର୍ସଅପ, ବାଳିକା ସିଙ୍ଗଲ୍ସ ରେ ନନ୍ଦିନୀ ଲାଲ ଚମ୍ପିୟାନ, ଦୟା ପଟେଲ ରନର୍ସଅପ, ବାଳକ ଡବଲ୍ସ ରେ ନିଗମାନନ୍ଦ ଓ ବିନୀତ ଙ୍କ ଯୋଡି ଚମ୍ପିୟାନ, ଲୋକେସ ବେହେରା ଓ ଓବେଶ ଖାନ ରନର୍ସଅପ ହୋଇଛନ୍ତି । ମିକ୍ସ ଡବଲ୍ସ ରେ ବିନିତ ନାଏକ ନନ୍ଦିନୀ ଲାଲ ଚମ୍ପିୟାନ, ଅର୍ଣ୍ଣବ ଅନନ୍ୟା ଅଗ୍ରୱାଲ ରନର୍ସଅପ ହୋଇଛନ୍ତି । ସିନିୟର ଚମ୍ପିୟାନ ହୋଇଛନ୍ତି ପିୟୁଷ ନାଗ ରନର୍ସଅପ ହୋଇଛନ୍ତି ନିଖିଳ ସୁନା, ସିନିୟର ମହିଳା ଚମ୍ପିୟାନ ହୋଇଛନ୍ତି ଦୟା ପଟେଲ, ରନର୍ସଅପ ହୋଇଛନ୍ତି ନନ୍ଦିନିଲାଲ । ସିନିୟର ପୁରୁଷ ଡବଲ୍ସ ରେ ପିୟୁଷ ଓ ବିନୀତ ଙ୍କ ଯୋଡି ଚମ୍ପିୟାନ, ନିଖିଳ ଓ ହିମାଂଶୁ ହାତୀ ରନର୍ସଅପ ହୋଇଛନ୍ତି । ମିକ୍ସ ଡବଲ୍ସ ରେ ହିମାଂଶୁ ହାତୀ, ସାୟାଂଶି ନାହାକ ଚମ୍ପିୟାନ, ରାକେଶ ଜୈସୱାଲ ଶ୍ରୀୟା ସୁମନ ମିଶ୍ର ରନର୍ସଅପ ହୋଇଛନ୍ତି । ଭେଟେରାନ ବର୍ଗରେ ୩୫ ବର୍ଷ ବର୍ଗ ରେ ଥବିର ସାହୁ ଚମ୍ପିୟାନ, ସିବୁନ ରଥ ରନର୍ସଅପ ହୋଇଛନ୍ତି । ଏହି ବର୍ଗର ଡବଲ୍ସ ରେ ଚନ୍ଦ୍ରଶେଖର ମିଶ୍ର ଓ ପ୍ରକାଶ ସାହୁ ଚମ୍ପିୟାନ, ସୂର୍ଯ୍ୟ ପ୍ରଧାନ ଓ ଶଙ୍କର ରାଏ ରନର୍ସଅପ ହୋଇଛନ୍ତି । ୪୦ ବର୍ଷ ପୁରୁଷ ସିଙ୍ଗଲରେ ଆଶୁତୋଷ ପଣ୍ଡା ଚମ୍ପିୟାନ, ଶଙ୍କର ରାଏ ରନର୍ସଅପ ହୋଇଛନ୍ତି । ଏହି ବର୍ଗର ପୁରୁଷ ଡବଲ୍ସ ରେ ମନୋଜ ଓ ଶଙ୍କର ରାଏ ଯୋଡି ଚମ୍ପିୟାନ, ଆଶୁତୋଷ ଓ ମାନସ ମହାନ୍ତି ରନର୍ସଅପ ହୋଇଛନ୍ତି । ୪୫ ବର୍ଷ ବୟସ ବର୍ଗରେ ସିଙ୍ଗଲରେ ମନୋଜ ବେହେରା ଚମ୍ପିୟାନ, ସୁମନ୍ତ ନାଏକ ରନର୍ସଅପ, ଏହି

ବର୍ଗର ଡବଲ୍ସ ରେ ସଂଗ୍ରାମ ବେହେରା ଡା ଦିପକ ବାରି ଚମ୍ପିୟାନ, ସୁମନ୍ତ ନାଏକ ପୂର୍ଣ୍ଣଚନ୍ଦ୍ର ପଟେଲ ରନର୍ସଅପ, ୫୦ ବୟସ ବର୍ଗରେ ଦିପକ ବାରିକ ଚମ୍ପିୟାନ ଓ ସଂଗ୍ରାମ ବେହେରା ରନର୍ସଅପ,  ଏହି ବର୍ଗରେ ଡବଲ୍ସ ରେ ସଂଗ୍ରାମ ବେହେରା ଓ ଡା.ଦିପକ ବାରିକ ଚମ୍ପିୟାନ, ଡା. ବେଣୁଧର ପାଣ୍ଡେ ଓ ଘନଶ୍ୟାମ ମିଶ୍ର ରନର୍ସଅପ, ୬୦ ବର୍ଷ ବର୍ଗରେ ଡା.ବେଣୁଧର ପାଣ୍ଡେ ଓ ଡା. ପ୍ରଦୀପ କୁମାର ସାହୁ ଚମ୍ପିୟାନ, ଗୋପାଳ ଚନ୍ଦ୍ର ପଣ୍ଡା ଓ ସନାତନ ହାତୀ ରନର୍ସଅପ, ୬୫ ବର୍ଷ ବୟସ ବର୍ଗ ସିଙ୍ଗଲରେ ସନାତନ ହାତି ଚମ୍ପିୟାନ ହୋଇଥିବା ବେଳେ ଗୋପାଳ ଚନ୍ଦ୍ର ପଣ୍ଡା ରନର୍ସଅପ ହୋଇଛନ୍ତି । ଲେବେଲ-୩ ଜିଲ୍ଲା ଚମ୍ପିୟାନସିପ୍ ରେ ୧୩ ବର୍ଷ ସିଙ୍ଗଲ୍ସ ରେ ଆର‌୍ୟନ ଆଦିତ୍ୟ ମିଶ୍ର ରନର୍ସଅପ ଓ ଆର‌୍ୟନ ସାହୁ ଚମ୍ପିୟାନ, ୧୫ ବର୍ଷ ବର୍ଗରେ ଅର୍ଣ୍ଣବ ବାଗ ରନର୍ସଅପ ଓ ପ୍ରିୟାଂଶ ରାଉତ ଚମ୍ପିୟାନ ହୋଇଛନ୍ତି ।


News Comment




Photo in News

Advertisment
Lastest News
  ଖେଳ  
ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   22-Jul-2026
  ଦେଶ ବିଦେଶ  
ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   22-Jul-2026
  ଜିଲ୍ଲା  
ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ   22-Jul-2026
  ଜିଲ୍ଲା  
ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   22-Jul-2026
  ଜିଲ୍ଲା  
ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର   22-Jul-2026
  ଜିଲ୍ଲା  
ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   22-Jul-2026
  ଜିଲ୍ଲା  
ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   22-Jul-2026
  ରାଜ୍ୟ  
ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   22-Jul-2026
  ରାଜ୍ୟ  
ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   22-Jul-2026
  ଜିଲ୍ଲା  
ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   22-Jul-2026
  ଜିଲ୍ଲା  
ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   22-Jul-2026
  ଜିଲ୍ଲା  
ଦାବି ପୂରଣ ନହେଲେ ମା ଦୁଆରସନୀଙ୍କ ପୀଠରୁ ପଦଯାତ୍ରା ଚେତାବନୀ   22-Jul-2026

You Might Also Like