-+91-9937148622 |

prerana_bgr@rediffmail.com |

  Sunday 6th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   (06-Sep-2026)       ||      ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   (06-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ    (05-Sep-2026)       ||      ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   (05-Sep-2026)       ||      ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   (05-Sep-2026)       ||      ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   (05-Sep-2026)       ||      ଗୁରୁଦିବସ ପାଳିତ   (05-Sep-2026)       ||      ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   (05-Sep-2026)       ||      *ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   (05-Sep-2026)       ||      ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   (05-Sep-2026)       ||      ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   (05-Sep-2026)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   (05-Sep-2026)       ||      ପୁଣି ସେହି ଏଫସିଆଇ ଛକ, ମହିଳାଙ୍କଠାରୁ ସୁନା ଚେନ ଲୁଟର ଲାଇଭ ଫଟେଜରେ କଏଦ   (05-Sep-2026)       ||      ପ୍ରତିଭା କୁ ସମ୍ମାନ ଦେଲେ ସୂ -ସାହିତ୍ୟିକ ଡ଼. ନୃପ ରାଜ ସାହୁ   (05-Sep-2026)       ||      ବେଆଇନ ଶ୍ରମିକ ଚାଲାଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ   (05-Sep-2026)       ||      ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ   (05-Sep-2026)       ||      ଅମୃତ ଶିକ୍ଷାସେବା ସମ୍ମାନ"ରେ ସମ୍ମାନିତ ହେଲେ ଶିକ୍ଷକ ଦେବଦତ୍ତ   (05-Sep-2026)       ||      ଗୁରୁ ଦିବସରେ ଶିକ୍ଷକଙ୍କୁ ‘ଗୁରୁ ସମ୍ମାନ-୨୦୨୬’ କାଲିମେଳାରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା   (05-Sep-2026)       ||      ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ   (05-Sep-2026)       ||      *​ସୁବର୍ଣ୍ଣପୁର ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଐତିହାସିକ ରୂପାନ୍ତରଣ: ୨୨ ଜଣ ନୂତନ ଡାକ୍ତର ନିଯୁକ୍ତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ , ବିଧାୟକ ଓ ଜିଲ୍ଲାପାଳ ଙ୍କୁ କୃତଜ୍ଞତା*-   (05-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

22-Jul-2026



ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ 

ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ 

 

 ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ଶ୍ରୀ ଅଶୋକ କୁମାର ଭୋଇଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି।ଉକ୍ତ ବୈଠକରେ ମୁଖ୍ୟ ଉନ୍ନୟନ ଅଧିକାରୀ- ଜିଲ୍ଲା ପରିଷଦ ପ୍ରସନ୍ନ କୁମାର ପାତ୍ର, ଉପଖଣ୍ଡ ପୁଲିସ ଅଧିକାରୀ ଶ୍ରୀ ଅଜୟ କୁମାର ମିଶ୍ର ଙ୍କ ସମେତ ପ୍ରମୁଖ ବିଭାଗୀୟ ଅଧିକାରୀ, ସମସ୍ତ ସ୍କୁଲ ଓ କଲେଜ ର ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀ ସମାଜସେବୀ, ଶିକ୍ଷାବିତ, ଗଣମାଧ୍ୟମ ପ୍ରତିନିଧି, ସ୍ଵେଛାସେବୀ ଅନୁଷ୍ଠାନ ର କର୍ମଚାରୀ ଉପସ୍ଥିତ ରହି ଦିବସଟି କିପରି ମହା ସମାରୋହରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ କରାଯିବ ସେହି ବିଷୟରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ।

 

ଚଳିତ ବର୍ଷ ସ୍ଵାଧୀନତା ଦିବସ ପାଳନ ଦିନ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ଵାରା ସକାଳ ୫.୦୦ ମି.ସମୟରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ରାମଧୂନ ପରିବେଷଣ କରାଯିବ।ପରେ ସହରରେ ବିଭିନ୍ନ ସ୍ଥାନରେ ଥିବା ବୀରପୁତ୍ର ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିବା ସହ ବିଭିନ୍ନ କାର୍ଯ୍ୟକ୍ରମ କରାଯିବ। ପୂର୍ବାହ୍ନ ୯ ଘଟିକା ୧୫ ମିନଟ ସମୟରେ ମୁଖ୍ୟ ଅତିଥିଙ୍କ ଦ୍ଵାରା ଜାତୀୟ ପତାକା ଉତ୍ତୋଳନ କରି ସମବେତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିବା ସହିତ ଅଭିଭାଷଣ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି। ସମସ୍ତ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନ ଗୁଡିକରେ ଉକ୍ତ ଦିନ ପୂର୍ବାହ୍ନ ଘ.୭.୦୦ ଘଟିକା ରୁ ଘ.୭.୩୦ ମିନିଟ୍ ସମୟ ମଧ୍ୟ ରେ ରାଷ୍ଟ୍ରୀୟ ସଙ୍ଗୀତ ଗାନ ପୂର୍ବକ ଜାତୀୟ ପତାକା ଉତ୍ତୋଳନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହି ଜାତୀୟ ଦିବସଟି ସହରର ସମସ୍ତ ମାନ୍ୟଗଣ୍ୟ ଅତିଥିଙ୍କୁ ଆମନ୍ତ୍ରିତ କରାଯିବ। ଏହି ଦିବସ ପାଳନ ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେବ, ଏଥିରେ ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଉକ୍ତ ପ୍ରତିଯୋଗୀତାରେ ଅଂଶଗ୍ରହଣ କରିପାରିବେ। ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ପ୍ୟାରେଡ଼ରେ ଅଂଶ ଗ୍ରହଣ କରିବେ। ଏଥି ସକାଶେ ଅଗଷ୍ଟ ମାସ ୧୧, ୧୨ ଏବଂ ୧୩ ତାରିଖ ପର୍ଯ୍ୟନ୍ତ ରିଜର୍ଭ ପୁଲିସ ଗ୍ରାଉନ୍ଡ ଠାରେ ରିଜର୍ଭ ଇନ୍ସପେକ୍ଟର ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ୟାରେଡ଼ ଅଭ୍ୟାସ ଅନୁଷ୍ଠିତ ହେବ। ପ୍ୟାରେଡ୍ ପ୍ରତିଯୋଗିତାର ଶ୍ରେଷ୍ଠ ବିବେଚିତ ଦଳଙ୍କୁ ସିଲ୍ ଏବଂ ଅନ୍ୟାନ୍ୟ କୃତୀତ୍ବ ହାସଲକାରୀ ଦଳଙ୍କୁ ମେମୋରିଆଲ୍ ପୁରସ୍କାର ପ୍ରଦାନ କରାଯିବ।ଅନୁଷ୍ଠିତ ସମସ୍ତ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ମୁଖ୍ୟ ଉତ୍ସବର ଆୟୋଜିତ କାର୍ଯ୍ୟକ୍ରମ ଠାରେ ପୁରସ୍କୃତ କରାଯିବ। ଏଥିସହ ପ୍ୟାରେଡ ପଡିଆ ସାଜସଜ୍ଜା, ବ୍ୟାରିକେଡ଼ ନିର୍ମାଣ, ଶାନ୍ତିଶ୍ରୁଙ୍ଖଳା ରକ୍ଷା, ପାନୀୟଜଳ ଯୋଗାଣ, ପରିଷ୍କାର ପରିଚ୍ଛନ୍ନତା, ଅସ୍ଥାୟୀଶିବିର ବ୍ୟବସ୍ଥା ନିମନ୍ତେ ସମ୍ପୃକ୍ତ ଅଧିକାରୀ ଙ୍କୁ ଦାୟିତ୍ଵ ଦିଆଯାଇଥିଲା ।କାର୍ଯ୍ୟକ୍ରମ ପରେ ମୁଖ୍ୟ ଅତିଥି ସମ୍ବଲପୁର ମଣ୍ଡଳ କାରାଗାର, ନାରୀବନ୍ଦି ନିକେତନ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ଦୁର୍ଗାପାଲି ସ୍ଥିତ ଦୟାମଣି ଜରା ନିବାସର ଅନ୍ତେବାସୀଙ୍କୁ ମିଷ୍ଠାନ୍ନ ଓ ଶୁଖିଲା ଖାଦ୍ଯ ବଣ୍ଟନ, ଓଡିଶା ସାଂସ୍କୃତିକ ସମାଜ ସଭା ଗୃହରେ ଉତ୍ସର୍ଗ ଆନୁକୁଲ୍ୟ ରେ ଅନୁଷ୍ଠିତ ରକ୍ତଦାନ ଶିବିର ରେ ଯୋଗଦେବେ। ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସଞ୍ଜୁକ୍ତା କୁଲୁ ସଭା ପରିଚାଳନା କରିବା ସହିତ ପ୍ରାରମ୍ଭ ରେ ସ୍ଵାଗତ ଓ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ର ଓ ରାଜ୍ୟ ସରକାର ଙ୍କ ପ୍ରତିନିଧି ଦଳ ନର୍ଲା ବ୍ଲକ ବେହେରା ପାଟିରେ   06-Sep-2026
  ଜିଲ୍ଲା  
ବେହେରା ପାଟି ଉଚ୍ଚପ୍ରାଥମିକ ବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ   06-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ପଞ୍ଚମ ଦିବସ   05-Sep-2026
  ଜିଲ୍ଲା  
ପୃଥିରାଜ ହାଇସ୍କୁଲ ୧୯୭୭ ବ୍ୟାଚ ପକ୍ଷରୁ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ଗୁରୁ ଦିବସରେ ଗୁରୁମାନଙ୍କ ରକ୍ତ ଦାନ, ବ୍ଳକର ପ୍ରଥମ   05-Sep-2026
  ଜିଲ୍ଲା  
ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ   05-Sep-2026
  ଜିଲ୍ଲା  
ଗୁରୁଦିବସ ପାଳିତ   05-Sep-2026
  ରାଜ୍ୟ  
ଶାରଦୀୟ ଦୁର୍ଗାପୂଜା ପାଇଁ ମୂର୍ତ୍ତିକା ଅନୁକୂଳ ପର୍ବ♦️ ବଲାଙ୍ଗିର ରୁଗୁଡିପଡାରେ ଆରମ୍ଭ ହେଲା ମାଁଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣର ଶୁଭାରମ୍ଭ   05-Sep-2026
  ଜିଲ୍ଲା  
*ସର୍ବଦା ସମାଜରେ ଗୁରୁ ସର୍ବଶ୍ରେଷ୍ଠ ଆସନ ଅଳଙ୍କୃତ କରିଛନ୍ତଇ   05-Sep-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲ ରେ ଗୁରୁ ଦିବସ ପାଳିତ   05-Sep-2026
  ଜିଲ୍ଲା  
ବରପାଲି ବ୍ଲକ ଯାଦବ ସମାଜ ଆନୁକୂଲ୍ୟରେ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଲିତ   05-Sep-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଗୁରୁଦିବସ ପାଳିତ   05-Sep-2026

You Might Also Like