-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା

22-Jul-2026



ସର୍ବ ଭାରତୀୟ ନିଟ୍ ପରୀକ୍ଷା ରେ କୃତିତ୍ବ ଅର୍ଜନ କରିଥିବା ବାଙ୍କିପାଲି ଗ୍ରାମ ର ଗଣନାଥ ତାଣ୍ଡି ଓ ସୂର୍ଯ୍ୟକାନ୍ତୀ ଦୀପ ଙ୍କ ସୁପୁତ୍ର ଏସ୍ ଜି କୁନାଲ ତାଣ୍ଡି ଙ୍କୁ ଆଜି ଡୁଙ୍ଗୁରିପାଲି ବ୍ଲକ ଲକ୍ଷେଘର ଗଣ୍ଡା ସମାଜ ର ସଭାପତି ନିତେଇ ପାଲ ଓ କର୍ମକର୍ତ୍ତାମାନେ ତାଙ୍କ ବାସଭବନ ରେ ଭେଟି ସମର୍ଦ୍ଧିତ କରିବା ସହିତ ଛାତ୍ର ର ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ । କୁନାଲ ଜଣେ ମେଧାବୀ ଛାତ୍ର, ସେ ନବୋଦୟ ବିଦ୍ୟାଳୟ ତରଭା ର ଛାତ୍ର ଥିଲେ, ସେ ସର୍ବ ଭାରତୀୟ ନିଟ୍ ପରୀକ୍ଷାରେ ୬୦୫ ମାର୍କ ରଖି ଉତ୍ତିର୍ଣ୍ଣ ହୋଇଛନ୍ତି, ତାଙ୍କ ସଫଳତା ରେ ଡୁଙ୍ଗୁରିପପାଲି ଲକ୍ଷେଘର ଗଣ୍ଡା ସମାଜ ରେ ଆନନ୍ଦ ର ଲହରୀ ଖେଲିଯାଇଛି। ଅନ୍ଯମାନଙ୍କ ମଧ୍ଯ ରେ ଲକ୍ଷେଘର ଗଣ୍ଡା ସମାଜ ର କାର୍ଯ୍ଯକାରୀ ସଭାପତି କୃଷ୍ଣଚନ୍ଦ୍ର ବାଗ ଓ ଗୁଣନିଧି ଦୀପ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like