-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*

23-Jul-2026



(ମନୋରଞ୍ଜନ ତ୍ରିପାଠୀ )
 ଶ୍ରୀଜଗନ୍ନାଥ ମହାପ୍ରଭୁ ଙ୍କର  ନବଦୀନାତ୍ମକ ଯାତ୍ରା ଚାଲିଛି  ପ୍ରଭୂ ଶ୍ରୀ ଜଗନ୍ନାଥ  ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ  ବିଭିନ୍ନ ଅବତାର ରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ପ୍ରଭୁ ଙ୍କ ଠାରେ ପ୍ରତି ଦିନ ପହଡ ଭୋଗ ଖିରି ପିଠା ନାନା ପ୍ରକାର ମିଠା ଫଳ ମୂଳ ଅର୍ପଣ କରାଯାଉଛି l    ..   ବଡ଼ ଦାଣ୍ଡ ରେ ଭୋଗଖିଆ ଠାକୁରଙ୍କର ପ୍ରସାଦ ଟିକିଏ ପାଇଲେ ଭକ୍ତଟି ନିଜକୁ ଧନ୍ୟ ମନେ କରେ l ପ୍ରତି ଦିନ ବିଭିନ୍ନ ଅନୁଷ୍ଠାନ ଓ ବ୍ୟକ୍ତି ବିଶେଷ ପ୍ରଭୁ ଙ୍କ ଦ୍ୱାରା ଭୋଗ ଲାଗି କରାଯାଇ ଭକ୍ତ ଙ୍କୁ ପ୍ରସାଦ ବଣ୍ଟନ ର ଵ୍ୟଵସ୍ଥା କରା ଯାଇଛି l ତେଣୁ ଏହି ଅବସରରେ ଭାରତ ବିକାଶ ପରିଷଦ ସୋନପୁର ଶାଖା ତରଫରୁ ହଜାର ଭକ୍ତଙ୍କୁ ମିଷ୍ଟାନ୍ନ ଭୋଗ ବଣ୍ଟନ କରାଗଲା l ଯଦ୍ୱାରା ଭକ୍ତମାନେ ଭଗବାନ ଶ୍ରୀଜଗନ୍ନାଥଙ୍କର ସାନ୍ନିଧ୍ୟ ଲାଭ କରିବାର ସୁଯୋଗ ପାଇପାରିଛନ୍ତି l ଉକ୍ତ କାର୍ଯ୍ୟକ୍ରମ ରେ ପରିଷଦର ସଭାପତି ଶ୍ରୀ ସନ୍ତୋଷ ପାଢ଼ୀ, ସମ୍ପାଦକ ଲେଫନାଣ୍ଟ ଆଶିଷ କୁମାର ଅଗ୍ରୱାଲ , କୋଷାଧକ୍ଷ ଶ୍ରୀମତୀ ସୁନନ୍ଦା ସାହୁ, ମହିଳା ସହଭାଗିତା ପ୍ରମୁଖ ଶ୍ରୀମତୀ ପ୍ରତିମା ରଥ, ସେବା ପ୍ରମୁଖ ପ୍ରମୋଦ କୁମାର ସାହୁ, ପର୍ଯ୍ୟାବରଣ ପ୍ରମୁଖ ଅରବିନ୍ଦ ସାହୁ, ସଦସ୍ୟା ଗୀତାଞ୍ଜଳି ମିଶ୍ର,  କବିତା ପ୍ରଧାନ,  ସୋନ୍ତୋଷିନି ନନ୍ଦ, ଭରତ କୁମାର ମହାପାତ୍ର ପ୍ରାଧ୍ୟାପକ ରମାକାନ୍ତ କର, ଅଧ୍ୟାପକ ଶ୍ରୀଯୁକ୍ତ ନରେନ୍ଦ୍ର କୁମାର ପ୍ରଧାନ ତଥା ଅନ୍ୟାନ୍ୟ ସଦସ୍ୟ ବୃନ୍ଦ ଉପସ୍ଥିତ ରହି ପ୍ରସାଦ ବଣ୍ଟନ ରେ ସହଯୋଗ କରିଥିବା ବେଳେ ପଶ୍ଚିମ ପ୍ରାନ୍ତର ମହାସଚିବ ଶ୍ରୀ ଦୁର୍ଯ୍ୟୋଧନ ସାହୁଙ୍କ ମାର୍ଗଦର୍ଶନରେ କାର୍ଯ୍ୟକ୍ରମ ସଫଳ ହୋଇପାରିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like